ପୃଥିବୀ ଏକ ବିରାଟ ପରିବର୍ତ୍ତନ ଆଡ଼କୁ ଅଗ୍ରସର ହେଉଛି

ଭୁବନେଶ୍ୱର, ୭।୫(ବ୍ୟୁରୋ): ଶୋଭନୀୟ ଆନ୍ଦୋଳନ ପକ୍ଷରୁ ଭୁବନେଶ୍ୱର ନୀଳାଦ୍ରୀବିହାରସ୍ଥିତ ବୁଦ୍ଧ ଜୟନ୍ତୀ ପାର୍କ ଓ ନିକଟସ୍ଥ କ୍ୟାପିଟାଲ ଶୋଭନୀୟ ଶିକ୍ଷାଶ୍ରମରେ ସାମାଜିକ ଦୂରତ୍ୱ ରକ୍ଷା କରି ଗୁରୁବାର ବୁଦ୍ଧ ଜୟନ୍ତୀ ପାଳିତ ହୋଇଛି। ଏହି ଅବସରରେ ପାର୍କରେ ଥିବା ବୁଦ୍ଧଙ୍କ ପ୍ରତିମୂର୍ତ୍ତିରେ ମାଲ୍ୟାର୍ପଣ ସହ ପ୍ରାର୍ଥନା କରାଯାଇଥିଲା। ଏହାକୁ ଡଃ. ଅରୁନ୍ଧତୀ ଦେବୀ ପରିଚାଳନା କରି କହିଥିଲେ ଯେ, କରୋନା ମହାମାରୀ ଆକ୍ରାନ୍ତ ପୃଥିବୀ ଏକ ବିରାଟ ପରିବର୍ତ୍ତନ ଆଡ଼କୁ ଅଗ୍ରସର ହେଉଛି। ଏହି ଅବସରରେ ହାତ ତିଆରି ଖଦୀମାସ୍କ ବଣ୍ଟନ କରାଯାଇଥିଲା। ଓମ୍‌ଫେଡ୍‌ ବସ୍ତିର ପିତୃମାତୃହୀନ ୭ ବର୍ଷର ବାଳିକା ପୂଜା ବାରିକଙ୍କୁ ବହି, ଖାତା, କଲମ ଓ ଆର୍ଥତ୍କ ସହାୟତା ପ୍ରଦାନ କରାଯାଇଛି। ଏଥିରେ ମନୋରଞ୍ଜନ ମହାନ୍ତି, ଇିଞ୍ଜିନିୟର ଦୟାନିଧି ରାଉତ ଯୋଗ ଦେଇଥିଲେ। ମମତା ପ୍ରଧାନ ଧନ୍ୟବାଦ ଅର୍ପଣ କରିଥିଲାବେଳେ ରାକେଶ କୁମାର ସାହୁ, ଝୁନୁ ଦେବୀ, ସରୋଜିନୀ ବିଶ୍ୱାଳ, ସବିତା ଭୂୟାଁ ପ୍ରମଖ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପୂର୍ବତନ ବିଧାୟିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କ ପରଲୋକ; ମୁଖ୍ୟମନ୍ତ୍ରୀଙ୍କ ଶୋକ

ଭୁବନେଶ୍ୱର,୧୬।୨: ସମ୍ବଲପୁରର ପୂର୍ବତନ ବିଧାୟିକା ତଥା ବିଶିଷ୍ଟ ଚିକିତ୍ସିକା ଡା. ରାସେଶ୍ବରୀ ପାଣିଗ୍ରାହୀଙ୍କର ଦେହାନ୍ତ ହୋଇଯାଇଛି। ମୃତ୍ୟୁ ବେଳକୁ ତାଙ୍କୁ ୭୯ ବର୍ଷ ବୟସ ହୋଇଥିଲା। ସମ୍ବଲପୁର…

ପୂର୍ବତନ ବିଧାୟିକା ରାସେଶ୍ୱରୀ ପାଣିଗ୍ରାହୀଙ୍କ ପରଲୋକ

ସମ୍ୱଲପୁର,୧୬।୨: ସମ୍ୱଲପୁର ପୂର୍ବତନ ବିଧାୟିକା ଡା. ରାସେଶ୍ୱରୀ ପାଣିଗ୍ରାହୀଙ୍କ ସୋମବାର ରାତିରେ ପରଲୋକ ହୋଇଯାଇଛି। ତାଙ୍କୁ ମୃତ୍ୟୁ ବେଳକୁ ୭୯ ବର୍ଷ ବୟସ ହୋଇଥିଲା। ରାତି ପ୍ରାୟ…

ବିଶ୍ୱକପ ଜିତିବ ଇଣ୍ଡିଆ! ଜାଣନ୍ତୁ T20ର କେମେଷ୍ଟ୍ରି, ପ୍ଲାନିଂର ଗଣିତ, ବିଜୟର ସାଇନ୍ସ

ନୂଆଦିଲ୍ଲୀ,୧୬।୨: ରବିବାର ରାତିରେ କଲମ୍ବୋରେ ବର୍ଷା ହେବ ଏବଂ ୨୦୨୬ ଟି-୨୦ ବିଶ୍ୱକପରେ ଭାରତ-ପାକିସ୍ତାନ ମ୍ୟାଚ ଧୋଇ ହୋଇଯିବ ବୋଲି ଆଶଙ୍କା ଥିଲା, କିନ୍ତୁ ବିପରୀତ ଘଟିଥିଲା।…

ରାଧାକୃଷ୍ଣ ମନ୍ଦିର ସାହିରେ ମଦ ନାମରେ ବିଷ ବିକ୍ରୀ ଅଭିଯୋଗ, ସବୁ ଜାଣି ଚୁପ୍ ପୋଲିସ ଓ ଅବକାରୀ ବିଭାଗ!

ଦାରିଙ୍ଗବାଡି,୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ରାଧାକୃଷ୍ଣ ମନ୍ଦିର ନିକଟରେ ଚୋରାମଦ ନାମରେ ବେଧଡ଼କ ଚାଲିଛି ବିଷ ବିକ୍ରୀ । ଏଥିପାଇଁ ଏକାଧିକ ଗରୀବ…

ମାର୍ଚ୍ଚ ୮ରେ ଗର୍ଜିବେ ମହିଳା, ମଦ ନୁହଁ ମୌଳିକ ସୁବିଧା ଯୋଗାଇବାକୁ ହେବ ଲଢେଇ

ଦାରିଙ୍ଗବାଡି, ୧୬।୨(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକର ନାରୀ ମହାସଙ୍ଘର ତ୍ରୟ ମାସିକ ବୈଠକ ଅନୁଷ୍ଠିତ ହୋଇଯାଇଛି । ବୈଠକରେ ମହାସଙ୍ଘର ସଭାନେତ୍ରୀ ଲୁସିମା…

ତାରିକ ରହମାନଙ୍କ ଶପଥ ଗ୍ରହଣକୁ ମୋଦିଙ୍କୁ ନିମନ୍ତ୍ରଣ ମିଳିବାରୁ, ପାକିସ୍ତାନ ଏକ୍ସପର୍ଟ କହୁଛନ୍ତି, ବହୁତ ବଡ଼ ଭୁଲ କଲା…

ନୂଆଦିଲ୍ଲୀ/ଢାକା/ଇସଲାମାବାଦ,୧୬।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବାଂଲାଦେଶ ପ୍ରଧାନମନ୍ତ୍ରୀଙ୍କ ଶପଥ ଗ୍ରହଣ ଉତ୍ସବରେ ଯୋଗଦେବାକୁ ନିମନ୍ତ୍ରଣ କରାଯିବା ପରେ ପାକିସ୍ତାନବାସୀ ଖୁବ ରାଗିଛନ୍ତି। ପାକ ବିଶେଷଜ୍ଞ କମର ଚିମା…

ବିଦାୟୀ ପୂର୍ବରୁ କିନ୍ନର ବାହାରିଲା ବର, ଶ୍ବଶୁର ଘର ଲୋକେ କଲେ….

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ବାରବାଙ୍କି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି । ବିଦାୟୀ ସମୟରେ ବର କିନ୍ନର ବୋଲି ଜଣାପଡିଲା । ଏହାପରେ ହଙ୍ଗାମା…

ପୁଣିଥରେ ମୁହାଁମୁହିଁ ହେବେ ଭାରତ-ପାକିସ୍ତାନ! ବୁଝନ୍ତୁ ସମିକରଣ

ନୂଆଦିଲ୍ଲୀ,୧୬।୨: ଭାରତୀୟ ଦଳ ପୁଣିଥରେ ପାକିସ୍ତାନକୁ ପରାସ୍ତ କରିଛି। ଫେବୃଆରୀ ୧୫ରେ କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିବା ଟି-୨୦ ବିଶ୍ୱକପ ୨୦୨୬ ମ୍ୟାଚରେ ଭାରତ ପାକିସ୍ତାନକୁ ୬୧…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri