ପେଟରୁ ଫ୍ୟାଟ୍‌ କମାଏ ଏହି ପାନୀୟ

ସୁପର୍‌ ଫୁଡ୍‌ ଗାଜରରେ ଅତ୍ୟଧିକ ଫାଇବର୍‌ ରହିଛି। ଏକ ଗ୍ଲାସ୍‌ ଗାଜର ରସ ସକାଳୁ ପିଇଲେ ମଧ୍ୟାହ୍ନ ଯାଏ ଭୋକ ଲାଗେନାହିଁ। ଗାଜର ରସରେ ବାଇଲ୍‌ ଥିବାରୁ ଏହା ପେଟରୁ ଫ୍ୟାଟ କମାଇଦିଏ।

ଲେମ୍ବୁରସରୁ ଖୁବ୍‌ କମ୍‌ କ୍ୟାଲୋରି ମିଳେ। ଏଣୁ ଏହାକୁ ନିୟମିତ ପିଇଲେ ପେଟରୁ ଫ୍ୟାଟ କମିଯାଏ। ଅଦାରେ ପ୍ରଚୁର ଏଞ୍ଜାଇମ ରହିଥିବାରୁ ସହଜରେ ଖାଦ୍ୟ ହଜମ ହୋଇଯାଏ। ଏହା ମଧ୍ୟ ପେଟରୁ ଫ୍ୟାଟ୍‌ କମାଏ। ଗାଜର, ଲେମ୍ବୁ ଓ ଅଦାକୁ ଅଲଗା ଅଲଗା ପାନୀୟ ପ୍ରସ୍ତୁତ କରି ପିଇବା ବଦଳରେ ଏକାଠି ଏହି ତିନୋଟିକୁ ଗ୍ରାଇଣ୍ଡିଂ କରି ନିୟମିତ ପିଅନ୍ତୁ, ଫ୍ୟାଟ୍‌ ପୂରା କମିଯିବ।

କେମିତି କରିବେ:
ଲେମ୍ବୁ ରସ କରି ରଖନ୍ତୁ। ଏହାପରେ ଗୋଟିଏ ଗାଜରକୁ ଛୋଟ ଛୋଟ କରି କାଟି ଦିଅନ୍ତୁ। ଖଣ୍ଡେ ଅଦା ନେଇ ତାହାକୁ ଛୋଟ ଛୋଟ ଖଣ୍ଡ କରି ଦିଅନ୍ତୁ। ଅଦା ଓ କଟା ଗାଜରକୁ ପେଷ୍ଟ୍‌ ହେବାଯାଏ ଗ୍ରଇଣ୍ଡ୍‌ କରନ୍ତୁ। ଏହାପରେ ସେଥିରେ ଲେମ୍ବୁ ରସ ମିଶାଇ ପିଅନ୍ତୁ। ଏହାକୁ ସକାଳେ ପିଇଲେ ବେଶି ଉପକାର ପାଇବେ ।


Enter your email to get our daily news in your inbox.

All Right Reserved By Dharitri.Com

ଜୁନ ୩୦ରୁ ବନ୍ଦ ହୋଇଯିବ କାଗଜ ନୋଟ୍‌! RBI ଆଣିବ ପ୍ଲାଷ୍ଟିକ୍‌ ନୋଟ୍‌… ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍‌ଲୀ,୧୧।୬: ଗତ କିଛି ଦିନ ଧରି ସୋସିଆଲ ମିଡିଆରେ RBI ବିଷୟରେ ବିଭିନ୍ନ ଖବର ପ୍ରସାରିତ ହେଉଛି। RBI ଖୁବ ଶୀଘ୍ର ଭାରତରେ କାଗଜ ନୋଟ ଉପରେ…

Term Insurance ପାଇଁ ୫୫ ନା ୮୦ ବର୍ଷର କଭର୍‌ ଶ୍ରେଷ୍ଠ? ଜାଣନ୍ତୁ କେଉଁଥିରେ ଅଛି ଆପଣଙ୍କ ଫାଇଦା

ନୂଆଦିଲ୍ଲୀ,୧୧।୬: ନିଜ ପରିବାରର ଭବିଷ୍ୟତକୁ ସୁରକ୍ଷିତ କରିବା ପାଇଁ ଟର୍ମ ଇନସ୍ୟୁରାନ୍ସ ବା ଟର୍ମ ପ୍ଲାନ ନେବା ହେଉଛି ସବୁଠାରୁ ପ୍ରଥମ ଏବଂ ବୁଦ୍ଧିମାନ ପଦକ୍ଷେପ। କିନ୍ତୁ…

ବଡ ଭୁଲ୍‌ କରିଦେଲେ ବୈଭବ ସୂର୍ଯ୍ୟବଂଶୀ: ଅଳ୍ପକେ…

ନୂଆଦିଲ୍ଲୀ,୧୧।୬: ଆଫଗାନିସ୍ତାନ ଏ ବିପକ୍ଷ ମ୍ୟାଚ୍‌ରେ ଇତିହାସ ରଚିବାରୁ ବୈଭବ ସୂର୍ଯ୍ୟବଂଶୀ ବଞ୍ଚିତ ହୋଇଥିଲେ। ଗୁରୁବାର ଭାରତ ଏ ଏବଂ ଆଫଗାନିସ୍ତାନ ଏ ମଧ୍ୟରେ ଟ୍ରାଏ-ସିରିଜ ମୁକାବିଲାରେ,…

ସାଙ୍ଗଙ୍କୁ ଘରୁ ଡାକିନେଇ ଛୁରି ଭୁସି ହତ୍ୟା, ରକ୍ତ ଜୁଡୁବୁଡୁ ଅବସ୍ଥାରେ…

ରାଜନଗର,୧୧ା୬(ଭାସ୍କର ରାଉତରାୟ): କେନ୍ଦ୍ରାପଡ଼ା ଜିଲା ପଟାମୁଣ୍ଡାଇ ବ୍ଲକ ଗ୍ରାମାଞ୍ଚଳ ଥାନା ଅଧିନସ୍ଥ କଜଳବନ୍ଧ ଗ୍ରାମରେ ବୁଧବାର ରାତିରେ ଏକ ଦୁଖଃଦ ତଥା ଅଭାବନୀୟ ଘଟଣା ଘଟିଯାଇଛି। ରାତି…

ରବି ଧାନ ଉଠାଣରେ ବିଳମ୍ବ: ବର୍ଷାରେ ଭିଜି ଧାନ ଗଜା, ଜାତୀୟ ରାଜପଥରେ ବସିଲେ ଚାଷୀ

ଭବାନୀପାଟଣା, କେସିଙ୍ଗା, ୧୧।୬(ଉତ୍ତମ କୁମାର ଦାଶ/ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା ଏମ.ରାମପୁର ବ୍ଲକର ଅଁଳାପାଲି ଓ ବମକ ମଣ୍ଡିରେ ରବିଧାନ ଉଠାଣ ବିଳମ୍ବକୁ ନେଇ ସ୍ଥାନୀୟ ଚାଷୀଙ୍କ…

ଭଗବାନ ରାମଙ୍କ ବିଷୟରେ ମନ୍ତବ୍ୟ ମାମଲାରେ ବଢ଼ିଲା ରାହୁଲଙ୍କ ଅଡୁଆ, FIR….

ନୂଆଦିଲ୍ଲୀ,୧୧।୬: ରାହୁଲ ଗାନ୍ଧୀଙ୍କୁ ପୁଣି ଏକ ଝଟକା । ପ୍ରଭୁ ରାମଙ୍କ ବିଷୟରେ ମନ୍ତବ୍ୟ ଦେବା ନେଇ କଂଗ୍ରେସ ଏମପି ରାହୁଲ ଗାନ୍ଧୀଙ୍କ ବିରୁଦ୍ଧରେ ରୁଜୁ ହୋଇଥିବା…

କେନ୍ଦ୍ର ସରକାରଙ୍କ ବଡ଼ ଘୋଷଣା, ହାଇ-ଏଥାନଲ ପେଟ୍ରୋଲରୁ ଏକ୍ସସାଇଜ ଡ୍ୟୁଟି ସମ୍ପୂର୍ଣ୍ଣ ଛାଡ଼

ନୂଆଦିଲ୍ଲୀ,୧୧।୬: ପଶ୍ଚିମ ଏସିଆ (West Asia)ରେ ଜାରି ରହିଥିବା ଯୁଦ୍ଧ ଏବଂ ଉତ୍ତେଜନା କାରଣରୁ ବିଶ୍ୱ ଶକ୍ତି ବଜାର (Global Energy Market)ରେ ସୃଷ୍ଟି ହୋଇଥିବା ହାହାକାର…

ଆସୁଛି ରଜ: ହେଲେ ଦରମା ପାଇବାରୁ ବଞ୍ଚିତ ଶିକ୍ଷୟିତ୍ରୀ-ଶିକ୍ଷକ

ପଟାଙ୍ଗି,୧୧ା୬(ଶରତ କୁମାର ଧଳ): ଆଉ କିଛିଦିନ ପରେ ରଜ। ଏହିପରି ସ୍ଥିତିରେ ଏସ୍‌ଏସ୍‌ଏ ଅନୁଦାନରୁ ପାଉଥିବା ଦରମା ପାଇବାରୁ ବଞ୍ଚିତ ହୋଇଛନ୍ତି ଶିକ୍ଷୟିତ୍ରୀ-ଶିକ୍ଷକଙ୍କଠାରୁ ଆରମ୍ଭ କରି ସମସ୍ତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri