ପେଟର ଲାଗି ନାଟ: ଜାଦୁ ଖେଲ ଦେଉଛେ ପେଟକେ ଦାନା

ଅତାବିରା, ୩।୬ (ଡି.ଏନ୍‌.ଏ): ପେଟର ଲାଗି ଦାନା ଯୁଗାଡ଼ କରବାକେ ରାଜସ୍ଥାନ ଜଲବାର ଗାଁରୁ ଆସି ଗୁଟେ ପରିବାର ଓଡ଼ିଶାର ଭିନେ ଭିନେ ଅଂଚଲରେ ବୁଲୁଛନ୍‌। ସେମାନେ ଗାଁ ଗାଁ ବୁଲି, ଜାଦୁ ଖେଲ ଦେଖେଇ ଦୁଇ ପଏସା ରୁଜଗାର କରୁଥିବାର ଦେଖ୍‌ବାକେ ମିଲିଛେ। ୭ ବଛର୍‌ର ନିଜର ଟୁକେଲକେ ଜାଦୁ ଖେଲରେ ବାଜି ଲଗେଇ ଭିନେ ଭିନେ ପରକାର କଳା କଉଶଲ ଆର ଜାଦୁ ଦେଖଉଛନ୍‌। ଇ ଘଟନା ଦେଖ୍‌ବାକେ ମିଲିଥିଲା ବରଗଡ଼ ଜିଲା ଭେଡ଼େନ ବ୍ଲକ ଦେଶଭଟିଲି ପଁଚେତ୍‌ର ଉଦେପୁର ଗାଁରେ। ତାହାକୁ ପଚରାଉଚରା କଲାରୁ ଜନାପଡ଼ଲା ଯେ, ପରିବାରଟା ପେଟପାଟନାର ଲାଗି ରାଜସ୍ଥାନରୁ ଆସି ଓଡ଼ିଶାରେ ଗାଁ ଗାଁ ବୁଲି ଜାଦୁ ଖେଲ ଦେଖଉଛନ୍‌। ରାଜସ୍ଥାନ ଜଲବାର ଗାଁର ସୁନଜି ଆର ଜରିନା ବାନକଁର ପୁଓ ଅଲ୍ଲୀ। ସେ ନିଜର ନାବାଲିକା ଝି’ ସୀମା ସଂଗେ ଅତାବିରା ଆର ଭେଡ଼େନ ବ୍ଲକକେ ଯାଇ ସେଠାନେ ଜାଦୁ ଖେଲ ଦେଖଉଛନ୍‌ ଆର ଫିଦିନ୍‌ ୩ଶହରୁ ୧ ହଜାର ଟଁକା ତକ୍‌ ରୁଜଗାର କରୁଛନ୍‌। ଇ ଜାଦୁ ଖେଲ ତାକର ପରିବାର ଲାଗି କପଡ଼ାଲତା ଆର ପେଟକେ ଦାନା ଦେଉଛେ। ରାଜସ୍ଥାନରେ କାମ୍‌ଧଁଦା ଅଭାବୁ ବହୁତ ବଛର ହେଲା ଆମେ କୁଟୁମବସିଆ ଓଡ଼ିଶାକେ ଆସି ଜାଦୁ ଖେଲ ଦେଖେଇ ପେଟପାଲୁଛୁଁ ବଲି ସେ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଅବକାରୀ ବିଭାଗରେ ମହାଘୋଟାଲା: ଏତିକି କୋଟି ଟଙ୍କା ଚଳୁ କରି ୨ ଗିରଫ

ସମ୍ବଲପୁର,୩ା୪(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଅବକାରୀ ବିଭାଗରେ ଏକ ବଡ଼ ଧରଣର ଆର୍ଥିକ ଅନିୟମିତତା ଘଟଣା ସାମ୍ନାକୁ ଆସିଛି। ଜାଲିଆତି କରି ବିଭାଗରୁ ପ୍ରାୟ ୩.୬୭ କୋଟି…

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ମନ୍‌ କି ବାତ୍‌ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri