ପେଟ୍ରୋଲ ପକାଇବାକୁ ଯାଉଥିବାବେଳେ ବାଇକ ଆଗକୁ ଚାଲିଆସିଲା ଷଣ୍ଢ, ଆଉ ତା’ପରେ …

ଭଞ୍ଜନଗର,୨୨।୬(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆସିକା ମୁଖ୍ୟ ରାସ୍ତାର ଅଗଝୋଳ ପେଟ୍ରୋଲ ପମ୍ପ ନିକଟରେ ସୋମବାର ସାରେ ହଠାତ୍‌ ବାଇକ ଆଗକୁ ଏକ ଷଣ୍ଢ ଚାଲିଆସିଲା । ଫଳରେ ଏଥିରେ ୨ ଜଣ ଆହତ ହୋଇଛନ୍ତି। ସେମାନେ ହେଲେ ଢୁଢ଼ୁଆର ତୋଫାନ ନାୟକ ଓ ସୁରେଶ ନାୟକ। ଭଞ୍ଜନଗର ଦମକଳବାହିନୀ ଘଟଣାସ୍ଥଳରେ ପହଞ୍ଚି ଆହତମାନଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଭଞ୍ଜନଗର ହସ୍ପିଟାଲକୁ ପଠାଇଦେଇଛି। ଘଟଣାରୁ ପ୍ରକାଶ ଯେ, ତୋଫାନ ଓ ସୁରେଶ ମିଶି ଅଗଝୋଳ ପେଟ୍ରୋଲ ପମ୍ପକୁ ଆଜି ପେଟ୍ରୋଲ ପକାଇବାକୁ ଯାଇଥିଲେ। ଏହି ସମୟରେ ହଠାତ୍‌ ଏକ ଷଣ୍ଢ ରାସ୍ତା ମଝିକୁ ଚାଲି ଆସିଥିଲା। ଫଳରେ ବାଇକ ଚାଳକ ଭାରସାମ୍ୟ ହରାଇ ଷଣ୍ଢକୁ ଧକ୍କା ଦେଇଥିଲେ।

Odisha’s No.1 Odia Daily

Enter your email to get our daily news in your inbox.

All Right Reserved By Dharitri.Com

ନାବାଳିକାଙ୍କୁ ବ୍ଲାକମେଲ କରି ଦୀର୍ଘଦିନ ଧରି ଶୋଷଣ କରୁଥିଲେ ନାବାଳକ, ଅଭିଯୋଗ ପରେ ନାବାଳକଙ୍କୁ …

ପାରଳାଖେମୁଣ୍ଡି, ୨୨।୬(ଗିରିଧାରୀ ପରିଛା): ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ଆଦର୍ଶ ଥାନାରେ ଜଣେ ନାବାଳିକାଙ୍କ ଅଭିଯୋଗକୁ ଆଧାର କରି ପୋକ୍ସୋ ଆଇନ ଅନୁଯାୟୀ ଏକ ମାମଲା ରୁଜୁ…

ଅତର ବ୍ୟବସାୟୀଙ୍କୁ ଠକେଇ, ଅସଲି ନେଇ ନକଲି ଦେଇଦେଲେ, ଠକିନେଲେ ଏତେ କୋଟି ଟଙ୍କା

ଛତ୍ରପୁର, ୨୨।୬( ଦିଲ୍ଲୀପ ସାମଲ): ଅତି ଚତୁରତା ସହ ବ୍ଲୁ ପ୍ରିଣ୍ଟ କରି ଫିଲ୍ମ ଷ୍ଟାଇଲରେ ହୋଇଛି କିଆ ଅତର ଠକେଇ । ଲକ୍ଷ କି ଦୁଇ…

ମହିଳା ଆଇନଜୀବୀଙ୍କ ଆକସ୍ମିକ ବିୟୋଗ: ଚାରିଆଡ଼େ ଖେଳିଗଲା ଶୋକର ଛାୟା

ଦିଗପହଣ୍ଡି, ୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ବ୍ରହ୍ମପୁର ଓକିଲ ସଂଘର ବରିଷ୍ଠ ସଦସ୍ୟା ଆଇନଜୀବି ରମା ସୁବୁଦ୍ଧିଙ୍କ ସୋମବାର ଆକସ୍ମିକ ପରଲୋକ ହୋଇଯାଇଛି। ଗତ ୧୯୫୨…

ଲଭ,ସେକ୍ସ, ଧୋକ୍କା: ବିବାହର ପ୍ରତିଶ୍ରୁତି ଦେଇ ଶାରୀରିକ ସମ୍ପର୍କ, ଜେଲଗଲେ ଅଭିଯୁକ୍ତ ଡାକ୍ତର

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଆଡ଼ପଡ଼ା ଗ୍ରାମ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଧୀନ ଡେଙ୍ଗାଓସ୍ତା ଗ୍ରାମ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରର ଡାକ୍ତର ଅବିନାଶ ମହାନ୍ତିଙ୍କୁ ପୋଲିସ…

ମୁଖ୍ୟମନ୍ତ୍ରୀଙ୍କ ସହାୟତା ଘୋଷଣା: ଦୁର୍ଘଟଣାରେ ମୃତ ଅନିଲଙ୍କ ପରିବାରକୁ ମିଳିବ…

ଗଞ୍ଜାମ ,୨୨।୬(ବିଦ୍ୟାଧର ସାହୁ ) : ଅଜଣା ଗାଡି ଧକ୍କାରେ ଶନିବାର ଗଞ୍ଜାମ ଅଞ୍ଚଳର ଅନିଲ ମହାପାତ୍ର ନାମକ ଜଣେ ଯୁବକଙ୍କ ମୃତ୍ୟୁ ଘଟିଥିଲା । କୌଣସି…

ମୁଖ୍ୟମନ୍ତ୍ରୀ ଅନ୍ନପୂର୍ଣ୍ଣା ଯୋଜନା କାର୍ଡ ବଣ୍ଟନ କଲେ ବିଧାୟକ ସିଦ୍ଧାନ୍ତ: ହିତାଧିକାରୀ ପାଇବେ ଅତିରିକ୍ତ ଚାଉଳ, ତାଲିକାରେ ଏମାନେ…

ଦିଗପହଣ୍ଡି,୨୨।୬(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକର ସିଦ୍ଧେଶ୍ୱର , କୋଟିନଡା , କୁଶପଡା ଓ ବାସୁଦେବପୁର ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ଆୟୋଜିତ ସତନ୍ତ୍ର କାର୍ଯ୍ୟକ୍ରମରେ…

ମନ୍ଦିର ଦର୍ଶନ ସାରି ଘରକୁ ଫେରୁଥିବାବେଳେ ମାରିଲା ଘଡ଼ଘଡ଼ି: ଆଉ ତା’ପରେ ଘଟିଲା…

ଦେବଗଡ଼,୨୨।୬(ଶଶାଙ୍କ ଶେଖର ଝାଙ୍କର): ଦେବଗଡ଼ ଜିଲାରେ ସୋମବାର ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ବଜ୍ରାଘାତରେ ୩ ଜଣଙ୍କ ମୃତ୍ୟୁ ଘଟିଛି। ବାରକୋଟ ବ୍ଲକ ବସାଲଇ ଅଞ୍ଚଳ…

ମନ୍ଦିର ପ୍ରବେଶକୁ ବିରୋଧ: ଏଏସପିଙ୍କୁ ଭେଟିଲେ ଆମ୍ବେଦକର ସେବକ ସଂଘ

ଭଞ୍ଜନଗର,୨୨।୬(ବାବୁଲା ପ୍ରଧାନ):ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଜାଡ଼ଧାର ଗ୍ରାମରେ ନିର୍ଦ୍ଦିଷ୍ଟ ଏକ ଗୋଷ୍ଠୀକୁ ମନ୍ଦିର ପ୍ରବେଶ ବାରଣ ବିବାଦରେ ପୋଲିସ ଏକ ମାମଲା ରୁଜୁ କରିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri