ପେଟ୍ରୋଲ ୧୭%, ଡିଜେଲ ୨୬% ବିକ୍ରି କମିଲା

ଲକ୍‌ଡାଉନ ପାଇଁ ସାରା ଦେଶରେ ପେଟ୍ରୋଲ ଡିଜେଲ ବିକ୍ରି ହ୍ରାସ ଘଟିଛି। ମାର୍ଚ୍ଚରେ ପେଟ୍ରୋଲ ବିକ୍ରି ୧୭.୬% ହ୍ରାସ ଘଟିଥିବା ବେଳେ ଡିଜେଲ ବିକ୍ରି ୨୬% କମିଥିବା ଜଣାପଡିଛି। ସେହିଭଳି ବିମାନ ଇନ୍ଧନ ବା ଏଟିଏଫ୍‌ ବିକ୍ରିରେ ୩୧.୬% ହ୍ରାସ ହୋଇଛି। ଏବେ ସାରା ଦେଶରେ ବିମାନ ସେବା ଠପ୍‌ ହୋଇଥିବାରୁ ଏଟିଏମ୍‌ ବିକ୍ରି ଖସିଛି। ସେହିଭଳି ଲକ୍‌ଡାଉନ ଯୋଗୁ ଯାନ ବାହାନ ଚଳାଚଳ ଉପରେ କଟକଣା ଲାଗିଥିବା ଗାଡିଗୁଡିକ ଏବେ ଗଡୁ ନ ଥିବାରୁ ଇନ୍ଧନ ବିକ୍ରି ଖସିଛି ବୋଲି ରାଷ୍ଟ୍ରାୟତ୍ତ ତୈଳ ବିପଣନ କମ୍ପାନୀଗୁଡିକ ପକ୍ଷରୁ ଦିଆଯାଇଥିବା ସୂଚନାରୁ ଏହା ସାମ୍ନାକୁ ଆସିଛି। ଏହି ସମୟରେ କେବଳ ଏଲ୍‌ପିଜି ବ୍ୟବହାରରେ ବୃଦ୍ଧି ଘଟିଛି।


Enter your email to get our daily news in your inbox.

All Right Reserved By Dharitri.Com

କର୍ମଚାରୀଙ୍କ ପାଇଁ ବଡ଼ ଖୁସି ଖବର! ୩% ବଢ଼ିଲା DA

ନୂଆଦିଲ୍ଲୀ,୬ା୯: ପ୍ରାୟ ୫୪ ହଜାର କର୍ମଚାରୀଙ୍କ ପାଇଁ ଆସିଛି ବଡ଼ ଖୁସି ଖବର। କେନ୍ଦ୍ର ସରକାରଙ୍କ ଇସ୍ପାତ ମନ୍ତ୍ରଣାଳୟ ଅଧୀନରେ ଥିବା ଷ୍ଟିଲ୍ ଅଥରିଟି ଅଫ୍ ଇଣ୍ଡିଆ…

ବ୍ୟାଙ୍କ୍‌ ଆକାଉଣ୍ଟରେ ପୁରୁଣା ମୋବାଇଲ ନମ୍ୱର ଲିଙ୍କ୍‌ ଅଛି? ଘରେ ବସି ଏମିତି କରନ୍ତୁ ଅପଡେଟ୍‌

ନୂଆଦିଲ୍‌ଲୀ,୫।୯: ଆଜିକାଲି ବ୍ୟାଙ୍କ ଆକାଉଣ୍ଟ ସହିତ ମୋବାଇଲ ନମ୍ୱର ଲିଙ୍କ ରହିବା ଅତ୍ୟନ୍ତ ଜରୁରୀ। ଆକାଉଣ୍ଟରେ ଟଙ୍କା ଜମା ହେବାଠାରୁ ଆରମ୍ଭ କରି ଟଙ୍କା ଉଠାଇବା, ଅନଲାଇନ…

ଆଜିଠୁ ଆରମ୍ଭ ହେଲା ମାଗଣା LPG ସିଲିଣ୍ଡର ଯୋଜନା; ବର୍ଷକୁ ମିଳିବ ୩ଟି ସିଲିଣ୍ଡର, ଖାତାକୁ ଆସିବ ୩ହଜାର ଟଙ୍କା

ନୂଆଦିଲ୍‌ଲୀ,୫।୯: ରନ୍ଧନ ଗ୍ୟାସ ସିଲିଣ୍ଡରର ବଢ଼ୁଥିବା ଦର ଯୋଗୁଁ ଚିନ୍ତିତ ଥିବା ପରିବାରଗୁଡ଼ିକ ପାଇଁ ଏକ ବଡ଼ ଖୁସି ଖବର ଆସିଛି! ଯଦି ଆପଣଙ୍କ ଘରେ ମଧ୍ୟ…

ପରିବାରରୁ ଅଲଗା ରାସନ କାର୍ଡ କିପରି କରିବେ? ଅବିବାହିତଙ୍କ ପାଇଁ କ’ଣ ରହିଛି ନିୟମ, ଜାଣନ୍ତୁ ସମ୍ପୂର୍ଣ୍ଣ ପ୍ରକ୍ରିୟା

ନୂଆଦିଲ୍ଲୀ,୫।୯:ରାସନ କାର୍ଡ କେବଳ ଶସ୍ତାରେ ରାସନ ପାଇବାର ମାଧ୍ୟମ ନୁହେଁ, ବରଂ ଏହା ଏକ ଗୁରୁତ୍ୱପୂର୍ଣ୍ଣ ସରକାରୀ ପରିଚୟପତ୍ର ଏବଂ ଠିକଣା ପ୍ରମାଣପତ୍ର (Address Proof) ଭାବରେ…

ବୈଦେଶିକ ମୁଦ୍ରାଭଣ୍ଡାରରେ ୧୧ ବିଲିୟନ ଡଲାର ବୃଦ୍ଧି

ନୂଆଦିଲ୍ଲୀ,୫ା୯: ଅଗଷ୍ଟ ୨୮ ସୁଦ୍ଧା ଶେଷ ହୋଇଥିବା ସପ୍ତାହରେ ଭାରତର ବୈଦେଶିକ ମୁଦ୍ରାଭଣ୍ଡାର ପରିମାଣରେ ୧୧.୪୭୫ ବିଲିୟନ ଡଲାର ବୃଦ୍ଧି ଘଟିବା ସହ ମୋଟ ଭଣ୍ଡାର ପରିମାଣ…

୧.୮୫ କୋଟି ଗ୍ରାହକଙ୍କ ସହ ଜିଓ ଓଡ଼ିଶାରେ ଅଗ୍ରଣୀ

ଭୁବନେଶ୍ୱର, ୫ା୯: ସାରା ଦେଶ ସହ ଓଡ଼ିଶାରେ ମଧ୍ୟ ରିଲାଏନ୍ସ ଜିଓ ୫ ସେପ୍ଟେମ୍ବର ୨୦୧୬ରେ ବ୍ୟବସାୟିକ ଟେଲିସେବା ଆରମ୍ଭ କରିଥିଲା। ୧୦ ବର୍ଷ ମଧ୍ୟରେ ଜିଓ…

ସେପ୍ଟେମ୍ବର ୧୫ରୁ ବନ୍ଦ ହୋଇପାରେ ଦୋକାନୀଙ୍କ ୟୁପିଆଇ

ନୂଆଦିଲ୍ଲୀ,୫ା୯: ଅନ୍‌ଲାଇନ ପେମେଣ୍ଟ ବ୍ୟବସ୍ଥାକୁ ନେଇ ଏବେ ଦେଶରେ ୧୦ ଲକ୍ଷ କ୍ଷୁଦ୍ର ବ୍ୟବସାୟୀ ସଙ୍କଟରେ ପଡ଼ିଛନ୍ତି। କାରଣ ସେମାନଙ୍କ କଓ୍ବୋଇସି ପ୍ରକ୍ରିୟା ଏ ପର୍ଯ୍ୟନ୍ତ ଶେଷ…

କ୍ରମାଗତ କ୍ଷତି ପରେ ଶେୟାର ବଜାରରେ ସାମାନ୍ୟ ସୁଧାର

ମୁମ୍ବାଇ,୫ା୯: ଚଳିତ ସପ୍ତାହରେ କ୍ରମାଗତ ଭାବେ ୪ଟି କାର୍ଯ୍ୟଦିବସରେ ଶେୟାର ବଜାର କାରବାର ହ୍ରାସ ପାଇ ଆସିଥିଲାବେଳେ ଶୁକ୍ରବାର କାରବାର ପରେ ସାମାନ୍ୟ ସୁଧାର ଆସିଛି। ଏହାଦ୍ୱାରା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri