Posted inଫୁରସତ

ପେଟ୍‌ କ୍ରିଏଟିଭ୍‌ ଗ୍ରୁମିଙ୍ଗ୍‌: ପୋଷା ବିରାଡ଼ି, କୁକୁର ହୋଇପାରିବେ ବାଘ, ଘୁଷୁରୀ, ମିକି ମାଉସ୍‌

ଘରେ ଯଦି କୌଣସି ପୋଷା କୁକୁର ବା ବିରାଡି ରଖିଛନ୍ତି ତେବେ ସେମାନଙ୍କୁ ଆପଣ ବାଘ, ଘୁଷୁରି ଏପରି କି ମିକିମାଉସ୍‌ ଏବଂ ଡୋନାଲ୍ଡ ଡକ୍‌ରେ ମଧ୍ୟ ପରିଣତ କରିପାରିବେ। ଶୁଣିଲେ ଆଶ୍ଚର୍ଯ୍ୟ ଲାଗୁଥିବ ନିଶ୍ଚୟ। କିନ୍ତୁ ଏହା ସମ୍ଭବ ହୋଇପାରୁଛି ଚାଇନାରେ ଥିବା ପେଟ ଗ୍ରୁମିଙ୍ଗ ଏବଂ ଡିଜାଇନିଙ୍ଗ ସେଣ୍ଟର ଦ୍ୱାରା। ଏହି ସେଣ୍ଟର ଗୁଡିକରେ ଲୋମଯୁକ୍ତ ଗୃହପାଳିତ କୁକୁର ବା ବିଲେଇଙ୍କ ଲୋମକୁ କାଟି ତାକୁ ବିଭିନ୍ନ ଶେପ୍‌ ଦେବା ପରେ ତାକୁ ପ୍ରାକୃତିକ କଲରରେ ଡାଏ କରାଯାଇ ଏକ ଭିନ୍ନ ରୂପ ଦିଆଯାଇଥାଏ। ମାଲିକଙ୍କ ଡିମାଣ୍ଡ ଅନୁଯାୟୀ ଏଠାରେ କାର୍ଯ୍ୟରତ ଅଭିଜ୍ଞ କ୍ରିଏଟିଭ୍‌ ଗ୍ରୁମର୍‌ମାନେ ପୋଷା ଜୀବଙ୍କୁ ବିଭିନ୍ନ କ୍ରିଏଟିଭ ଲୁକ୍‌ ମାଧ୍ୟମରେ ଜେବ୍ରା, ଜିରାଫ, ବିଭିନ୍ନ କାର୍ଟୁନ ଚରିତ୍ରର ରୂପ ଦେଇଥାନ୍ତି। କୁକୁର ବା ବିଲେଇଙ୍କ ଏପରି ପରିବର୍ତ୍ତିତ ରୂପକୁ ଦେଖିବା ଯେତିକି କୌତୂହଳପୂର୍ଣ୍ଣ ସେତିକି ଆଶ୍ଚର୍ଯ୍ୟଜନକ ମଧ୍ୟ।


Enter your email to get our daily news in your inbox.

All Right Reserved By Dharitri.Com

ସୋସିଆଲ ମିଡିଆରେ ଛାତ୍ରୀଙ୍କ ପାଠପଢା କେତେ ସୁରକ୍ଷିତ? ମାନସିକ ସ୍ବାସ୍ଥ୍ୟ ଉପରେ ପଡୁଛି ପ୍ରଭାବ: ରିପୋର୍ଟ

ନୂଆଦିଲ୍ଲୀ, ୨୬।୪: ଗୁରୁବାର ‘ଟେକ୍ନୋଲୋଜି ଅନ ଟର୍ମ’ ଶୀର୍ଷକ ଏକ ରିପୋର୍ଟ ସାର୍ବଜନୀନ କରାଯାଇଛି। ଏହା ପ୍ରକାଶ କରିଛି ଯେ ଡିଜିଟାଲ ଟେକ୍ନୋଲୋଜିର ବ୍ୟବହାରରେ ଥିବା...

ସର୍ବପ୍ରଥମେ କେବେ ପିନ୍ଧାଯାଇଥିଲା ମଙ୍ଗଳସୁତ୍ର: ଭାରତ ଛାଡ଼ା ଏସବୁ ଦେଶରେ ଏହାକୁ ପିନ୍ଧାଯାଏ

ହିନ୍ଦୁ ଧର୍ମରେ ବିବାହ ପରେ ମହିଳାମାନେ ବେକରେ ମଙ୍ଗଳସୁତ୍ର ପିନ୍ଧିବା ପ୍ରଥା ରହିଛି। କିନ୍ତୁ ଆପଣ ଜାଣନ୍ତି କି ବିବାହ ପରେ ମହିଳାମାନେ ମଙ୍ଗଳସୁତ୍ର କାହିଁକି...

କୋର୍ଟରେ ସ୍ବାମୀଙ୍କୁ ଜୋତାରେ ପିଟିଲେ ସ୍ତ୍ରୀ: ଭାଇରାଲ ହେଉଛି ଭିଡିଓ

ପ୍ରାୟତଃ ସ୍ବାମୀ ଏବଂ ସ୍ତ୍ରୀଙ୍କ ମଧ୍ୟରେ ସମସ୍ୟା ଉପୁଜିବାର ଅନେକ କାରଣ ଥାଏ। ଏଥିରେ ତୃତୀୟ ପକ୍ଷର ହସ୍ତକ୍ଷେପ ଅତି ସାଧାରଣ ଅଟେ। ଏପରି ପରିସ୍ଥିତିରେ...

ଆଜି ବିଶ୍ୱ ମ୍ୟାଲେରିଆ ଦିବସ

ସଂକ୍ରାମକ, ଅଣସଂକ୍ରାମକ, ନୂଆ ଭାବେ ପରିପ୍ରକାଶ ପାଉଥିବା ଓ ଆଗଠୁ ଅତ୍ୟଧିକ ଥିବା ସହ କମିଯାଇ ପୁଣି ଅଧିକ ସଂଖ୍ୟାରେ ପରିଲକ୍ଷିତ ହେଉଥିବା ରୋଗ ମଧ୍ୟରୁ...

କିଏ ତିଆରି କରିଛି EVM ଆଉ VVPAT, ନିର୍ମାତାଙ୍କ ନାଁ ପ୍ରକାଶ କରିବାକୁ ମନା କଲା ଇସିଆଇଏଲ୍‌

ନୂଆଦିଲ୍ଲୀ,୨୪ା୪: ଇଲେକ୍ଟ୍ରୋନିକ୍ସ କର୍ପୋରେଶନ ଅଫ୍‌ ଇଣ୍ଡିଆ ଲିମିଟେଡ୍‌ (ECIL) ଏବଂ ଭାରତ ଇଲେକ୍ଟ୍ରୋନିକ୍ସ ଲିମିଟେଡ (BEL) ଇଭିଏମ୍‌ ଏବଂ ଭିଭିପାଟ୍‌ର ନିର୍ମାତାଙ୍କ ନାମ ପ୍ରକାଶ କରିବାକୁ...

ଗାଁ ଦେଶର ମେରୁଦଣ୍ଡ

ଭାରତ ହେଉଛି ବିବିଧତାର ଦେଶ। ଯେତେବେଳେ ଦେଶର ସମଗ୍ର ବିକାଶ ବିଷୟରେ କଥା ଉଠେ, ସେତେବେଳେ ତୃଣମୂଳସ୍ତରରୁ ତାହା ଆରମ୍ଭ ହୋଇଥାଏ। କେବଳ କେନ୍ଦ୍ର ସରକାର...

୪ ବିଧାୟକଙ୍କ କଟିଲା ଟିକେଟ୍‌: ୬ରୁ ୫ ନୂଆମୁହଁ

ଭୁବନେଶ୍ୱର,୨୨।୪: ବିଜେଡିର ସପ୍ତମ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ସୋମବାର ପ୍ରକାଶ କରିଛି। ୬ଟି ବିଧାନସଭା ଆସନ ପାଇଁ ପ୍ରାର୍ଥୀ ଘୋଷଣା କରିଛି ବିଜେଡି। ଘୋଷଣା ହୋଇଥିବା...

ଶିବେଇ ସାମନ୍ତରାଙ୍କ ଚତୁରତା ଲୋକମୁଖରେ ଭିନ୍ନ ରୂପ ନେଲା

ଚୁମ୍ବକଶିଳା ବସାଯିବା ପରେ ତିନିଥର ବିଫଳ ହୋଇଥିବା କାର୍ଯ୍ୟ ସଫଳ ହୋଇଥିଲା। ସହସ୍ର ମଲ୍ଲ ସେଇ ଖୁସିରେ ପୁରସ୍କାର ଘୋଷଣା କରିଥିଲେ। ଧର୍ମପଦ ମନ୍ଦିର ଶିଖରରୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri