ପେଟ ସମସ୍ୟାରୁ ମୁକ୍ତି ଦେବା ସହ ତ୍ୱଚାକୁ ସୁନ୍ଦର ରଖିଥାଏ ଭେଣ୍ଡି

ଭେଣ୍ଡି ଖାଇବାକୁ କେତେଜଣଙ୍କୁ ପସନ୍ଦ ହୋଇଥିବା ବେଳେ ଅନ୍ୟ କେତେଜଣ ଏହା ଲାଳୁଆ ଲାଗୁଥିବା କାରଣଯୋଗୁ ଖାଇବାକୁ ପସନ୍ଦ କରି ନ ଥାନ୍ତି। ମାତ୍ର ଏହା ସ୍ବାସ୍ଥ୍ୟ ପାଇଁ ବେଶ୍‌ ଉପକାରୀ ହୋଇଥାଏ। ପେଟ ସମସ୍ୟାରେ ପୀଡ଼ିତ ଲୋକଙ୍କ ପାଇଁ ଭେଣ୍ଡି ବରଦାନ ସଦୃଶ। ତେବେ ଆସନ୍ତୁ ଜାଣିବା ଭେଣ୍ଡିର ଉପକାରୀ ଗୁଣ ସମ୍ପର୍କରେ।
ମେଦବହୁଳତା ବର୍ତ୍ତମାନ ସମୟରେ ଏକ ମୁଖ୍ୟ ସମସ୍ୟା ହୋଇଥିବା ବେଳେ ଭେଣ୍ଡି ଏଥିରୁ ମୁକ୍ତି ଦେଇଥାଏ। ଏହାକୁ ପାଣିରେ ଭିଜାଇ ପିଇବା ଫଳରେ ଉକ୍ତ ସମସ୍ୟା ଦୂର ହୋଇଥାଏ। ଭେଣ୍ଡି ଖାଇବା ଫଳରେ ଶରୀରରେ ଖାଦ୍ୟ ପାଚନ କ୍ରିୟା ମଜଭୁତ ଓ ପାଚନତନ୍ତ୍ର ଠିକ୍‌ ଭାବେ କାର୍ଯ୍ୟ କରିଥାଏ। ଏଥିରେ କାର୍ବୋହାଇଡ୍ରେଟ୍‌, ଭିଟାମିନ୍‌ ଓ ପ୍ରୋଟିନ୍‌ ରହିଥାଏ। ଏଥିରେ ପୋଟାସିୟମ୍‌, ମ୍ୟାଗ୍ନେସିୟମ୍‌, କ୍ୟାଲୋରିର ମାତ୍ରା ମଧ୍ୟ ଅଧିକ ରହିଥାଏ। ଫାଇବର ମାତ୍ରା ଅଧିକ ଥିବାରୁ ପେଟ ସମସ୍ୟାରୁ ମୁକ୍ତି ଦେଇଥାଏ। ଆଖି ପାଇଁ ଉପକାରୀ ହୋଇଥିବା ବେଳେ ଏଥିରେ ଥିବା ଆଣ୍ଟି ଅକ୍ସିଡାଣ୍ଟ ଗୁଣ ବିଟା କ୍ଲୋରାହାଇଟ୍‌ ତ୍ୱଚାକୁ ସୁନ୍ଦର କରିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରେମ ପାଇଁ ଜୀବନ ହାରିଲେ ଯୁବକ: ଭିଡିଓ ଭାଇରାଲ

ଭୁବନେଶ୍ୱର,୨୪।୫: ମୟୂରଭଞ୍ଜ ଜିଲା ରାସଗୋବନ୍ଦପୁର ଥାନା ମାଣିନ୍ଦା ଅଞ୍ଚଳରୁ ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ପ୍ରେମ ପାଇଁ ଜଣେ ଯୁବକ ବିଷ ପିଇ ସୋସିଆଲ ମିଡିଆରେ…

କାଲିଠୁ ନୌତପ ଆରମ୍ଭ; ତୁଳା ରାଶି ସମେତ ୪ରାଶିର ଫିଟିବ ଭାଗ୍ୟ, ଧନଲାଭ…

ସୂର୍ଯ୍ୟ ରୋହିଣୀ ନକ୍ଷତ୍ରରେ ପ୍ରବେଶ କରିବା ସମୟରେ ନୌତପ ଆରମ୍ଭ ହୁଏ। ନୌତପ ସମୟରେ, ନଅ ଦିନ ପ୍ରବଳ ଗରମ ସହ୍ୟ କରିବାକୁ ପଡ଼ିଥାଏ। ନୌତପ ମେ…

ଯନ୍ତ୍ରୀଙ୍କ ପିସି କାରବାର ଅଭିଯୋଗ, ବିଦ୍ୟାଳୟ ରୂପାନ୍ତରୀକରଣ କରି ପାଇଁ ଥାନାର ଦ୍ୱାରସ୍ଥ ହେଲେ ଯୁବକ

ଥୁଆମୂଳ ରାମପୁର,୨୪ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ କନିଷ୍ଠ ଯନ୍ତ୍ରୀ ଓ ଅସାଧୁ ବ୍ୟକ୍ତିଙ୍କ ମଧୁଚନ୍ଦ୍ରିକା ଏବେ ଚରମ ସୀମାରେ ପହଞ୍ଚିଛି। ଆଦିବାସୀ ବହୁଳ…

ପୁଅକୁ ମେଡିକାଲ ନେବାବେଳେ ବାପାଙ୍କ କୋଳରେ ଚାଲିଗଲା ଜୀବନ, ପୂରା ଘଟଣା ଜାଣିଲେ ଆଖିରେ ଆସିଯିବ ଲୁହ

ଲକ୍ଷ୍ନୌ,୨୪ା୫: ସୋସିଆଲ ମିଡିଆରେ ଏକ ହୃଦୟ ବିଦାରକ ଭିଡିଓ ଦ୍ରୁତ ଗତିରେ ଭାଇରାଲ ହେଉଛି। ଯେଉଁଥିରେ ଦେଖାଯାଉଛି ଏକ ନିଷ୍ପାପ ଶିଶୁର ଜୀବନ କିଛି ମୁହୂର୍ତ୍ତ ମଧ୍ୟରେ…

ଶ୍ବଶୁରଘରୁ ବର୍ଷାଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର, ହତ୍ୟା ଅଭିଯୋଗ ଆଣିଲେ ପରିବାର

କଟକ,୨୪।୫:(ପ୍ରଭୁକଲ୍ୟାଣ ପାଲ):  ପୁଣି ଯୌତୁକ ଜୁଇରେ ଆଉ ଜଣେ ନବବଧୂ। ନବବଧୂଙ୍କୁ ଯୌତୁକ ପାଇଁ ଶାଶୁଘର ଲୋକେ ହତ୍ୟା କରିଥିବା ଅଭିଯୋଗ ହୋଇଛି । ଯାଜପୁର ଟାଉନ…

ଆଗପଛ ହୋଇ ଆସୁଥିଲା ଦୁଇ କାର୍‌, ହଠାତ୍‌ ମଝି ରାସ୍ତାରେ ଘଟିଲା…

ଗଞ୍ଜାମ,୨୪ା୫(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମ୍ମା ଫାଣ୍ଡି ଅନ୍ତର୍ଗତ ଜାତୀୟ ରାଜପଥ-୧୬ ହୁମ୍ମା ଓ ଶଙ୍ଖନୂଆଗାଁ ମଧ୍ୟଭାଗରେ ଥିବା ଜଷ୍ଟିଂଙ୍ଗ ନିକଟରେ ଗୋଟିଏ କାର୍‌…

କ’ଣ ମୋଦିଙ୍କ ଗୋଟିଏ କଥାରେ ବିଦେଶ ଯିବା ବନ୍ଦ କରିଦେଲେ ଭାରତୀୟ? ଚମକାଇ ଦେବ RBIର ସଂଖ୍ୟା

ନୂଆଦିଲ୍ଲୀ,୨୪।୫: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଦ୍ୱାରା କରାଯାଇଥିବା ଏକ ଅପିଲର ପ୍ରଭାବ ଭାରତୀୟମାନଙ୍କ ବିଦେଶ ଯାତ୍ରା ଧାରାରେ ପ୍ରକାଶ ପାଇବା ଆରମ୍ଭ କରିଛି କି? ଭାରତୀୟ ରିଜର୍ଭ…

ଭବିଷ୍ୟତରେ ବିଚାରପତି ହେବି: ଅନ୍ବେଷା

କୁଆଁରମୁଣ୍ଡା,୨୪।୫(ମହେନ୍ଦ୍ର କୁମାର ସାହୁ): ରାଜ୍ୟ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦର +୨ ପରୀକ୍ଷା ଫଳରେ ୯୬.୮୩ ପ୍ରତିଶତ ନମ୍ବର ରଖିଥିବା ସୁନ୍ଦରଗଡ଼ ଜିଲାର ଝିଅ ଅନ୍ବେଷା ପରିଜା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri