ପେଟ ସମସ୍ୟା ଦୂର କରେ ପାନମଧୁରୀ

ପାନମଧୁରୀକୁ ମାଉଥଫ୍ରେସନର୍‌ ଭାବେ ବ୍ୟବହାର କରାଯାଏ। ଏହାର ଅନେକ ଉପକାରୀ ଗୁଣ ମଧ୍ୟ ରହିଛି। ପାନ ମଧୁରୀ ଦୃଷ୍ଟିଶକ୍ତି, ହଜମ ଶକ୍ତି, କଫ ଭଳି ଶରୀରର ଅନେକ ସମସ୍ୟା ଦୂର କରିଥାଏ।

ନିିୟମିତ ପାନମଧୁରୀ ଖାଇଲେ ପେଟଜନିତ ସମସ୍ୟା ଯେପରିକି ଗ୍ୟାସ୍‌, ଏସିଡିଟି, ବଦହଜମି ଦୂର ହୋଇଥାଏ। ପାନମଧୁରୀ ଓ ମିଶ୍ରିକୁ ସମାନ ଭାବରେ ନେଇ ତାହାକୁ ଏକ ପାଉଡର ପ୍ରସ୍ତୁତ କରନ୍ତୁ। ସେହି ପାଉଡରକୁ ଗୋଟିଏ ଚାମଚ ରାତିରେ ଖାଇ ଉଷୁମ ପାଣି ପିଇ ଶୋଇଲେ ପେଟ ସମସ୍ୟା ଦୂର ହୋଇଥାଏ।

ପାନମଧୁରୀ ଖାଇଲେ ଦୃଷ୍ଟିଶକ୍ତି ମଧ୍ୟ ବଢିଥାଏ।

ଖାଦ୍ୟ ଖାଇ ସାରିବା ପରେ ପାନମଧୁରୀ ଖାଇଲେ ଖାଦ୍ୟ ସହଜରେ ହଜମ ହୋଇଯାଏ।

ପ୍ରତିଦିନ ସକାଳେ ଏବଂ ସନ୍ଧ୍ୟାରେ ପାନମହୁରୀ ଖାଇଲେ ତ୍ୱଚାରେ ଚମକ ଆସିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଲୋପ ପାଇବାରେ ଲାଗିଛି ତାଳଗଛ: ବଢ଼ି ଚାଲିଛି ପ୍ରାକୃତିକ ବିପର୍ଯ୍ୟୟ

ପଦ୍ମପୁର,୩୦ା୫(ପ୍ରଦୀପ୍ତ ଦାଶ):କାହିଁ କେଉଁ କାଳରୁ ପ୍ରାକୃତିକ ବିପର୍ଯ୍ୟୟ ରୋକିବାରେ ତାଳଗଛର ଗୁରୁତ୍ୱ ଭୂମିକା ବହନ କରିଆସୁଛି। ବାତ୍ୟା ସମୟରେ ତାଳଗଛ ଭୟଙ୍କର ପବନ ଓ ବଜ୍ରପାତକୁ ବହୁ…

ଟାଣ ଖରାରେ ପିକଅପ ଭ୍ୟାନରେ ବୁହା ହେଉଛନ୍ତି ଲୋକେ: ଶୋଇଛି ପରିବହନ ବିଭାଗ

ଦାରିଙ୍ଗବାଡି,୩୦।୫(ଅରୁଣ ସାହୁ): ଏବେ ରାଜ୍ୟରେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଦିନ ୧୦ଟାଠାରୁ ବାହାରକୁ ବାହାରିବା ମୁସ୍କିଲ ହୋଇପଡୁଛି। ଜରୁରୀ କାମଧନ୍ଦା ନ ଥିଲେ ଲୋକ ଘରୁ…

ପୋଲିସ ଏନକାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ଆହତ, ସହଯୋଗୀ ଫେରାର

ଝାରସୁଗୁଡ଼ା, ୩୦।୫(ଆଶିଷ ରଞ୍ଜନ ଦାଶ):ଝାରସୁଗୁଡ଼ା ଜିଲା ରେଙ୍ଗାଲି ଥାନା ଅଞ୍ଚଳରେ ଝାରସୁଗୁଡା ପୋଲିସର ବଡ଼ କାର୍ଯ୍ୟାନୁଷ୍ଠାନ। ରେଙ୍ଗାଲି ଥାନା ଅନ୍ତର୍ଗତ କଦମଘାଟ ମା’ ଘଣ୍ଟେଶ୍ୱରୀ ମନ୍ଦିର ନିକଟରେ…

IPLରୁ RR ବିଦାୟ ନେବା ପରେ କାନ୍ଦିଲେ ବୈଭବ ସୂର୍ଯ୍ୟବଂଶୀ; ଭାଇରାଲ ଭିଡିଓ ଦେଖି ପ୍ରଶଂସକଙ୍କ ଆଖିରେ ବି ଲୁହ!

ନୂଆଦିଲ୍ଲୀ,୩୦।୫: ଆଇପିଏଲ ୨୦୨୬ରେ ରାଜସ୍ଥାନ ରୟାଲ୍ସର ସଫଳତାରେ ବୈଭବ ସୂର୍ଯ୍ୟବଂଶୀ ପ୍ରମୁଖ ଭୂମିକା ଗ୍ରହଣ କରିଥିଲେ। ଏହି ୧୫ ବର୍ଷୀୟ ବ୍ୟାଟସମ୍ୟାନ ଏହି ସିଜିନରେ ଲଗାତାର ଭାବରେ…

ଇତିହାସ ରଚିଲେ ବୈଭବ ସୂର୍ଯ୍ୟବଂଶୀ: ହାସଲ କଲେ IPLରେ ସବୁଠୁ ବଡ଼ ରେକର୍ଡ

ନୂଆଦିଲ୍ଲୀ,୩୦।୫:ବୈଭବ ସୂର୍ଯ୍ୟବଂଶୀ ଗୁଜରାଟ ଟାଇଟାନ୍ସ ବିପକ୍ଷରେ କ୍ୱାଲିଫାୟର ୨ରେ ଇତିହାସ ରଚିଛନ୍ତି। IPLରେ ଦ୍ରୁତତମ ୧,୦୦୦ ରନ ସ୍କୋର କରିବାରେ ପ୍ରଥମ ଭାରତୀୟ ବ୍ୟାଟସମ୍ୟାନ ହୋଇଛନ୍ତି। ସେ…

ବୁର୍ଡାରେ ପାଳିକରି ଜଳଯୋଗାଣ: ବଢୁଛି ଅସନ୍ତୋଷ

ଲୋଇସିଂହା,୩୦।୫(ସୁଶାନ୍ତ ବାରିକ):ନବଗଠିତ ଲୋଇସିଂହା ଏନଏସି ଅଧୀନ ବୁର୍ଡା ଗ୍ରାମରେ ଜଳଯୋଗାଣ କ୍ଷେତ୍ରରେ ଅନିୟମିତତା ଅଭିଯୋଗ ହୋଇଛି ା ତେବ ଗ୍ରାମର ବିଭିନ୍ନ ପଡ଼ାକୁ ପାଳି କରି ପାଇପ…

ଖୋଲୁଛି ପୂର୍ତ୍ତ ବିଭାଗର ଦୁର୍ନୀତି ପୋଲ: ପି.ସି କାରବାର କଥା ଉଠାଇଲେ ଏମ୍‌ପି

ବରଗଡ଼,୩୦।୫(ପ୍ରେମାନନ୍ଦ ଖମାରୀ):ବରଗଡ଼ ଥାନାଛକ ଆଗରେ ରହିଥିବା ଧନୁଯାତ୍ରା ତୋରଣ ଭାଙ୍ଗିବା ଘଟଣାକୁ ନେଇ ଏବେ ସହର ଉଠୁଛି ଓ ପଡୁଛି। ଘଟଣାକୁ ଶୁକ୍ରବାର ୪ଦିନ ବିତିଯାଇଛି। ହେଲେ…

ପୁଣି ବୃଦ୍ଧି ପାଇଲା CNG ମୂଲ୍ୟ, କିଲୋ ପିଛା ବଢିଲା…

ନୂଆଦିଲ୍ଲୀ,୩୦।୫: ମୁମ୍ବାଇ ଏବଂ ଆଖପାଖ ଅଞ୍ଚଳର CNG ଗ୍ରାହକମାନଙ୍କୁ ଏବେ ଅଧିକ ଦେୟ ଦେବାକୁ ପଡିବ। CNGର ଖୁଚୁରା ବିକ୍ରୟ ମୂଲ୍ୟ (RSP) ପ୍ରତି କିଲୋଗ୍ରାମ ୨…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri