ପେପରରେ ଖାଉଛନ୍ତି କି: ଦେଖାଦେଇପାରେ କ୍ୟାନ୍‌ସର ସମସ୍ୟା

ସାଧାରଣତଃ ଲୋକମାନେ ବେଳେବେଳେ ଖବରକାଗଜରେ ଖାଇଥା’ନ୍ତି। ଅଥବା ଆଜିକାଲି ଦୋକାନୀମାନେ ଖବରକାଗଜ ଠୁଙ୍ଗାରେ ଖାଦ୍ୟପଦାର୍ଥ ଗ୍ରାହକଙ୍କୁ ଦେଉଛନ୍ତି। ଏହା ସ୍ବାସ୍ଥ୍ୟପକ୍ଷେ କ୍ଷତିକାରକ। ଏହାଦ୍ୱାରା ଗମ୍ଭୀର ସମସ୍ୟା ଦେଖାଯାଇଥାଏ।
ପ୍ରାୟତଃ ରାସ୍ତାକଡ଼ ଦୋକାନଗୁଡ଼ିକରେ ପେପରରେ ଖାଇବାକୁ ଦିଆଯାଇଥାଏ। ମାତ୍ର ଏପରି କରିବା କଥା ନୁହେଁ। ବିଶେଷକରି ଗରମ ଖାଦ୍ୟକୁ ପେପରରେ ରଖିବା ଆଦୌ ଉଚିତ ନୁହେଁ। କାରଣ କାଗଜରେ ପ୍ରିଣ୍ଟିଂ ସ୍ୟାହି ବ୍ୟବହାର କରାଯାଇଥାଏ। ଏହା ଉକ୍ତ ଖାଦ୍ୟରେ ଲାଗିଥାଏ। ଫଳରେ ଆମେ ଖାଇବା ପରେ ତାହା ପେଟକୁ ଯାଇ ରୋଗ ସୃଷ୍ଟି କରିଥାଏ। ପେଟ ଖରାପ ଓ ଇନ୍‌ଫେକ୍‌ଶନ ମଧ୍ୟ ହୋଇଥାଏ।
ଛୋଟ ପିଲାଙ୍କୁ ପେପରରେ ଖାଇବାକୁ ଦେବା ଅନୁଚିତ। ଏହା ସେମାନଙ୍କ ଶାରୀରିକ ବିକାଶରେ ବାଧା ସୃଷ୍ଟି କରିଥାଏ। ଯଦିଓ କୌଣସି କାରଣବଶତଃ ଏହି ସ୍ୟାହି ପେଟକୁ ଯାଇଥାଏ, ତେବେ ମୁଖ କ୍ୟାନ୍‌ସର ଓ ପେଟ କ୍ୟାନ୍‌ସର ହେବାର ଆଶଙ୍କା ଦେଖାଯାଇଥାଏ।
୨୦୧୬ରେ ଦେଶର ଖାଦ୍ୟ ସୁରକ୍ଷା ନିୟାମକ ଏଫ୍‌ଏସ୍‌ଏସ୍‌ଏଆଇ ମଧ୍ୟ ଏହାକୁ କ୍ଷତିକାରକ କହିବା ସହ ଖବରକାଗଜରେ ଖାଉଥିବା ଖାଦ୍ୟ ଶରୀରକୁ କ୍ୟାନ୍‌ସର ଭଳି କ୍ଷତିକାରକ ତତ୍ତ୍ୱ ପହଞ୍ଚାଇଥାଏ ବୋଲି କହିଥିଲେ। ଫୁଡ୍‌ ସେଫ୍ଟି ଅଥରିଟିଙ୍କ କହିବା ଅନୁଯାୟୀ, ଖବରକାଗଜରେ ବ୍ୟବହୃତ ଏହି ସ୍ୟାହି ଶରୀର ପକ୍ଷେ ଅଧିକ କ୍ଷତିକାରକ ହୋଇଥାଏ। ଏହା ପେଟକୁ ଯିବା ଦ୍ୱାରା ଦୃଷ୍ଟିଶକ୍ତି ହ୍ରାସ ସହ ପାଚନତନ୍ତ୍ରର କ୍ଷତି, ହର୍ମୋନାଲ ସନ୍ତୁଳନ ବିଗିଡିଯିବାର ମଧ୍ୟ ଆଶଙ୍କା ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ବିଧାନସଭା ନିର୍ବାଚନ ପୂର୍ବରୁ AAPର ବଡ଼ ଘୋଷଣା; ଏହି ଦଳ ସହ କଲା ମେଣ୍ଟ

ନୂଆଦିଲ୍ଲୀ,୧୩।୯: ଆମ ଆଦମୀ ପାର୍ଟି (AAP) ଗୋଆ ବିଧାନସଭା ନିର୍ବାଚନକୁ ନେଇ ଏକ ଗୁରୁତ୍ୱପୂର୍ଣ୍ଣ ରାଜନୈତିକ ଘୋଷଣା କରିଛି। ଗୋଆରେ ଆୟୋଜିତ ଏକ ସାମ୍ବାଦିକ ସମ୍ମିଳନୀରେ ଦଳର…

ଆମେରିକା ପ୍ରସଙ୍ଗରେ କଠୋର ଆଭିମୁଖ୍ୟ ଗ୍ରହଣ କଲେ ସି ଜିନପିଙ୍ଗ, ପ୍ରଧାନମନ୍ତ୍ରୀ ମୋଦିଙ୍କୁ କହିଲେ…

ନୂଆଦିଲ୍ଲୀ,୧୩।୯: ଦିଲ୍ଲୀରେ ଅନୁଷ୍ଠିତ BRICS ସମ୍ମିଳନୀ ୨୦୨୬ରେ, ଚାଇନା ରାଷ୍ଟ୍ରପତି ସି ଜିନପିଙ୍ଗ ଭାରତ ସହିତ ସମ୍ପର୍କ ଉନ୍ନତ କରିବାର ଗୁରୁତ୍ୱ ଉପରେ ଆଲୋକପାତ କରିବା ସହ…

ଭାରତମାତାଙ୍କ ପ୍ରତିମୂର୍ତ୍ତି ଭାଙ୍ଗିଲେ ଦୁର୍ବୃତ୍ତ, ସ୍ଥାନୀୟ ଅଞ୍ଚଳରେ ତୀବ୍ର ଉତ୍ତେଜନା

କଲ୍ୟାଣସିଂହପୁର,୧୩ା୯(ଦୀପକ କୁମାର ପରିଡ଼ା): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ଶିକରପାଇ ପଞ୍ଚାୟତ ସଦର ପ୍ରବେଶ ପଥରେ ଥିବା ଭାରତ ମାତାଙ୍କ ପ୍ରତିମୂର୍ତ୍ତିକୁ କିଛି ଦୁର୍ବୃତ୍ତ ଭାଙ୍ଗି…

ହିନ୍ଦୁ ସାଧୁଙ୍କ ପାଦ ସ୍ପର୍ଶ କଲେ ଇରାନର ରାଷ୍ଟ୍ରପତି ପେଜେଶକିଆନ! ଭିଡିଓ ଭାଇରାଲ

ନୂଆଦିଲ୍ଲୀ/ତେହରାନ,୧୩।୯: ଦିଲ୍ଲୀର ଭାରତ ମଣ୍ଡପମରେ ଚାଲିଥିବା ବ୍ରିକ୍ସ (BRICS) ସମ୍ମିଳନୀର ଏକ ଭିଡିଓ ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଇରାନର ରାଷ୍ଟ୍ରପତି…

ଖଣ୍ଡେ ପାନ ପାଇଁ ବୃଦ୍ଧାଙ୍କୁ ଠେଙ୍ଗାରେ ପିଟିପିଟି ହତ୍ୟା କଲେ ଯୁବକ

ମୋରଡ଼ା,୧୩ା୯(ସ୍ମାରକ ମାଜୀ): ଖଣ୍ଡେ ପାନ ପାଇଁ ଘଟିଛି ହତ୍ୟାକାଣ୍ଡ। ଠେଙ୍ଗାରେ ପିଟିପିଟି ବୃଦ୍ଧାଙ୍କୁ ହତ୍ୟା କରିଛନ୍ତି ଜଣେ ଯୁବକ। ଏଭଳି ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି…

ସୋସିଆଲ ମିଡିଆରେ ଚର୍ଚ୍ଚା; କିଶୋର କୁମାରଙ୍କ ଗୀତ ଗାଇଲେ ପ୍ରଧାନମନ୍ତ୍ରୀ, ସବୁ କହିଲେ….

ନୂଆଦିଲ୍ଲୀ,୧୩।୯: ଭାରତରେ ଆୟୋଜିତ ବ୍ରିକ୍ସ ଶିଖର ସମ୍ମିଳନୀର ଗାଲା ଡିନରରେ ମାଲେସିଆ ପ୍ରଧାନମନ୍ତ୍ରୀ ଅନୱାର ଇବ୍ରାହିମଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

ବିଭିନ୍ନ ଦାବି ନେଇ ଗୁଡ଼ାରି ବନ୍ଦ ଡାକରା, ଜିଲାପାଳଙ୍କ ଉଦ୍ଦେଶ୍ୟରେ ଦାବିପତ୍ର ପ୍ରଦାନ କରି…

ଗୁଡ଼ାରି,୧୩ା୯(ପ୍ରମୋଦ କୁମାର ପତି): ବିଭିନ୍ନ ଦାବି ପୂରଣ ନେଇ ଆସନ୍ତା ୨୨ ତାରିଖରେ ଗୁଡାରି ବନ୍ଦ ଡାକରା ଦିଆଯାଇଛି। ଏନେଇ ରବିବାର ବିଡିଓଙ୍କ ଅନୁପସ୍ଥିତିରେ ଜିପିଡିଓ ଶିବପ୍ରସାଦ…

ପୁଣି ଲଣ୍ଡନରେ କ୍ୱାଲିଟି ଟାଇମ ସ୍ପେଣ୍ଡ କରୁଥିବାର ନଜର ଆସିଲେ ତ୍ରିଶା-ବିଜୟ; ଭିଡିଓ ଭାଇରାଲ, ପ୍ରଶଂସକ କହିଲେ…

ଚେନ୍ନାଇ,୧୩।୯: ସୁପରଷ୍ଟାର ଥାଲାପତି ବିଜୟ ଏବଂ ଅଭିନେତ୍ରୀ ତ୍ରିଶା କ୍ରିଷ୍ଣନଙ୍କ ଯୋଡ଼ିକୁ ପ୍ରଶଂସକମାନେ ଦୀର୍ଘ ଦିନ ଧରି ପସନ୍ଦ କରିଆସୁଛନ୍ତି। ଏହି ପସନ୍ଦ ସହିତ, ଉଭୟଙ୍କ ମଧ୍ୟରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?