Posted inଜାତୀୟ

ପେଶା ଶିକ୍ଷକତା: ନିଶା ପ୍ରତିଦିନ ଗଛ ଲଗାଇବା

ଜୟପୁର,୨୧।୭: ପରିବେଶ ସୁରକ୍ଷା ପ୍ରତି ଜଣେ ଶିକ୍ଷକ ଗତ ୯ ବର୍ଷ ଧରି ପ୍ରତିଦିନ ଗୋଟିଏ ଗଛ ଲଗାଇବା ଜାରି ରଖିଛନ୍ତି। ୨୦୧୦ ଜୁଲାଇ ୧ରୁ ସେ ଏପରି ମହତ୍‌ କାର୍ଯ୍ୟ ଆରମ୍ଭ କରିଥିଲେ। ରାଜସ୍ଥାନ ଅଜମେର ରୋଡ୍‌ ସ୍ଥିତ ଗଜସିଂହପୁରାରେ ବାସ କରୁଥିବା ଶିକ୍ଷକ ସୁରେନ୍ଦ୍ର ଅଓ୍ବାନା ଏଭଳି କାର୍ଯ୍ୟ ଜାରି ରଖିଛନ୍ତି। ସେ ଇତିମଧ୍ୟରେ ଏଠାକାର ୨୫ଟି କଲୋନୀରେ ୧୦ ହଜାର ପାଖାପାଖି ଗଛ ଲଗାଇଲେଣି। ପ୍ରତି ଦିନ ସକାଳୁ ଉଠି ନିତ୍ୟକର୍ମ ସାରି ସୁରେନ୍ଦ୍ର ପ୍ରଥମେ ଗଛଟିଏ ଲଗାଇଥାନ୍ତି। ଏହାପରେ ଦିନର ଅନ୍ୟ କାମ କରନ୍ତି। ସୁରେନ୍ଦ୍ରଙ୍କ କାର୍ଯ୍ୟ ଏବେ ସୋସିଆଲ୍‌ ମିଡ଼ିଆରେ ବେଶ୍‌ ଭାଇରାଲ ହେବାରେ ଲାଗିଛି।


Enter your email to get our daily news in your inbox.

All Right Reserved By Dharitri.Com

ଜିଲାପାଳ ହେବ ତ ଏମିତି: ବୌଦ୍ଧରେ ଧାନ ରୋଇଲେ, ଦାରିଙ୍ଗବାଡିରେ ଚର୍ଚ୍ଚା, ଦେଖନ୍ତୁ VIDEO

ଦାରିଙ୍ଗବାଡି,୨୧।୭(ଅରୁଣ ସାହୁ): ମାଟିର ପୁଅ ଯେତେବେଳେ କିଛି ଭଲ କାର୍ଯ୍ୟ କରି ଲୋକଲୋଚନକୁ ଆସେ, ସେତେବେଳେ କେବଳ ସେ ମାଟିର ସୁନା ପୁଅ ପାଇଁ ତାଙ୍କ ପରିବାର…

ସରକାରଙ୍କ ବଡ଼ ପଦକ୍ଷେପ: ବଦଳିଲା ଆଞ୍ଚଳିକ ଶିକ୍ଷା ନିର୍ଦ୍ଦେଶାଳୟର ନାଁ

ଭୁବନେଶ୍ୱର,୨୧।୭: ରାଜ୍ୟ ସରକାର ଆଞ୍ଚଳିକ ଶିକ୍ଷା ବ୍ୟବସ୍ଥାରେ ଏକ ବଡ଼ ପରିବର୍ତ୍ତନ କରିଛନ୍ତି। ରାଜ୍ୟ ସରକାର ସ୍କୁଲ ଓ ଗଣଶିକ୍ଷା ବିଭାଗ ଅଧୀନରେ କାର୍ଯ୍ୟରତ ‘ଆଞ୍ଚଳିକ ଶିକ୍ଷା…

ରାଜ୍ୟ ସରକାରଙ୍କ ବଡ଼ ଘୋଷଣା, ମେଧାବୀ ଛାତ୍ରୀଙ୍କୁ ସ୍କୁଟି ସହ ମିଳିବ ପେଟ୍ରୋଲ

ଲକ୍ଷ୍ନୌ,୨୧।୭: ଉତ୍ତର ପ୍ରଦେଶର ଯୋଗୀ ସରକାର ଖୁବ୍ ଶୀଘ୍ର ରାଜ୍ୟର ମେଧାବୀ ଛାତ୍ରୀମାନଙ୍କୁ ଏକ ବଡ଼ ଉପହାର ଦେବାକୁ ଯାଉଛନ୍ତି । ମେଧାବୀ ଛାତ୍ରୀମାନଙ୍କୁ ସ୍କୁଟି ଦେବା…

ସ୍ତ୍ରୀ ଗୀତାଞ୍ଜଳିଙ୍କ ଅପିଲ୍‌ ପରେ ହାଇକୋର୍ଟଙ୍କ ବଡ଼ ନିର୍ଦ୍ଦେଶ: ସୋନମ ୱାଙ୍ଗଚୁକଙ୍କୁ…

ନୂଆଦିଲ୍ଲୀ,୨୧।୭: ସାମାଜିକ କର୍ମୀ ସୋନମ ୱାଙ୍ଗଚୁକଙ୍କୁ ସଫଦରଜଙ୍ଗ ହସ୍ପିଟାଲରୁ ମେଦାନ୍ତ ହସ୍ପିଟାଲକୁ ସ୍ଥାନାନ୍ତରିତ କରାଯିବ। ତାଙ୍କ ପତ୍ନୀ ଗୀତାଞ୍ଜଳିଙ୍କ ଆବେଦନ କ୍ରମେ ୱାଙ୍ଗଚୁକଙ୍କୁ ଏକ ବେସରକାରୀ ହସ୍ପିଟାଲକୁ…

ଧର୍ମେନ୍ଦ୍ରଙ୍କ ଇସ୍ତଫା କାହିଁକି ନେଉନାହାନ୍ତି ମୋଦି ସରକାର? ଭିତିରି ରହସ୍ୟ ଖୋଲିଦେଲେ ଅଖିଲେଶ, ରାଜନୀତିରେ ଚହଳ

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ସିଜେପିର (CJP) ପ୍ରଦର୍ଶନ ସମୟରେ ହୋଇଥିବା ଲାଠିଚାର୍ଜ ଏବଂ ପୋଲିସ ହିଂସାରେ ଅନେକ ଛାତ୍ରୀଛାତ୍ର ଆହତ ହୋଇଥିଲେ। ଏହି ପ୍ରଦର୍ଶନକାରୀମାନେ NEET ପ୍ରଶ୍ନପତ୍ର ଲିକ୍‌…

ସରକାରଙ୍କ ଉପରେ ବଢ଼ିଲା ଚାପ, ଶେଷରେ ନେଲେ ଏହି ନିଷ୍ପତ୍ତି

ନୂଆଦିଲ୍ଲୀ,୨୧।୭: କକ୍ରୋଚ୍ ଜନତା ପାର୍ଟିର ପ୍ରତିବାଦ ସମୟରେ ଅନେକ ପୋଲିସ କର୍ମଚାରୀ ଆହତ ହୋଇଛନ୍ତି । ଏହି ଘଟଣାରେ ଅନେକ ଯୁବକ ମଧ୍ୟ ଆହତ ହୋଇଥିଲେ। କେନ୍ଦ୍ରୀୟ…

ଜଣେ ଶିକ୍ଷକରେ ଚାଲିଛି ୧୪୫୮ ସ୍କୁଲ

ଭୁବନେଶ୍ୱର,୨୧।୭: କେନ୍ଦ୍ର ଶିକ୍ଷା ମନ୍ତ୍ରଣାଳୟ UDISE+(Unified District Information System for Education Plus (UDISE+) ରିପୋର୍ଟରେ ଏକ ସାଂଘାତିକ ତଥ୍ୟ ସାମ୍ନାକୁ ଆସିଛି। ତଥ୍ୟ ମୁତାବକ,…

ରାଜନୀତିରେ ହଲଚଲ: କେବଳ ଧର୍ମେନ୍ଦ୍ର ପ୍ରଧାନ ନୁହଁନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ, ପ୍ରଧାନମନ୍ତ୍ରୀଙ୍କ ଇସ୍ତଫା ଦାବି କଲେ…

ନୂଆଦିଲ୍ଲୀ,୨୧।୭: ନିଟ୍‌ ପ୍ରଶ୍ନପତ୍ର ଲିକ୍‌ ମାମଲାକୁ ନେଇ ଦେଶବ୍ୟାପୀ ଜାରି ରହିଥିବା ପ୍ରତିବାଦ ମଧ୍ୟରେ କଂଗ୍ରେସ ନେତା ତଥା ଲୋକ ସଭାର ବିରୋଧୀଦଳ ନେତା ରାହୁଲ ଗାନ୍ଧୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri