ପେସା ଇଞ୍ଜିନିୟରିଂ ନିଶା ଯାତ୍ରା

ପେସାରେ ସେ ଜଣେ ଇଞ୍ଜିନିୟର। ହେଲେ ଯାତ୍ରା ନିଶାରେ ସେ ଏପରି ପଡିଯାଇଛନ୍ତି ଯେ ସେଥିରୁ ମୁକୁଳି ପାରୁନାହାନ୍ତି। ପିଲାଦିନେ ଛୋଟ ଭୂମିକାରେ ଅଭିନୟ କରିବା ପରେ ମଞ୍ଚ ନାଟକ ପ୍ରତି ଆକର୍ଷିତ ହୋଇଥିଲେ। ସ୍କୁଲ ଡ୍ରାମା ‘ଦାନବୀର ହରିଶ୍ଚନ୍ଦ୍ର’ ଏବଂ ‘ମହାଯଜ୍ଞ’ ସହ ତା’ପରେ ପାଖାପାଖି ୫୦ଟି ମଞ୍ଚ ନାଟକରେ ଅଭିନୟ କରିସାରିଛନ୍ତି। ଆଉ ଏବେ ଜଲିଉଡ୍‌ରେ ସେ ଜଣେ ଚର୍ଚ୍ଚିତ ବ୍ୟକ୍ତିତ୍ୱ। ସେ ହେଲେ ବଳରାମ ଦାସ। ଗତ ୫-୬ବର୍ଷ ଭିତରେ ସେ ଅପେରା ଜଗତରେ ପରିବେଷିତ ହୋଇଥିବା ପ୍ରତ୍ୟେକ ନାଟକକୁ ଦେଖିବାର ସୁଯୋଗ ହାତଛଡା କରିନାହାନ୍ତି। ଏ ସମ୍ପର୍କରେ ଭଦ୍ରକ ବନ୍ତ ଅନ୍ତର୍ଗତ ନରସିଂହପୁର ଗ୍ରାମରେ ଜନ୍ମିତ ୨୮ବର୍ଷ ବୟସ୍କ ବଳରାମ କହନ୍ତି, ‘ପିଲାଦିନର ଅଭିନୟ ଆଉ ବର୍ତ୍ତମାନ ସହ ତୁଳନା କଲେ ମୁଁ ଏକରକମ ନାଟକ ମାୟାରେ ପଡିଯାଇଛି। ଜଣେ ଇଞ୍ଜିନିୟର ହୋଇଥିଲେ ମଧ୍ୟ ଅପେରା ନାଟକଟିଏ ନ ଦେଖିଲେ ମୋତେ ନିଦ ହୁଏନା। ହେଲେ ଅପେରା ନାଟକ ପ୍ରତି ଅଧିକ ଆକର୍ଷିତ ହେବା ପଛରେ ଆଗଧାଡିର ଯାତ୍ରା ପରିଚାଳକ ବଙ୍କିମ ସ୍ବାଇଁଙ୍କୁ ମୁଁ ଯେତେ ପ୍ରଶଂସା କରିବି ତାହା ସେତେ କମ୍‌ ହେବ। ଯାତ୍ରା ନାଟକର ଏକ ଅଲଗା ଚାର୍ମ ରହିଛି। ଏବେ ଅନେକ ନୂଆ କଳାକାର ଏଥିରେ ନିଜ କ୍ୟାରିୟର କରିବାକୁ ଆଗେଇ ଆସୁଛନ୍ତି। ଭବିଷ୍ୟତରେ ଯଦି ମୋତେ ଏପରି ସୁଯୋଗ ମିଳେ ତେବେ ସେ ନେଇ ଚିନ୍ତା କରିବି।’


Enter your email to get our daily news in your inbox.

All Right Reserved By Dharitri.Com

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

ଆମେରିକାରେ ଭାରତୀୟ IT କର୍ମଚାରୀଙ୍କୁ ବଡ଼ ଝଟ୍‌କା! ଏହି କମ୍ପାନୀର ଗ୍ରୀନ୍ କାର୍ଡ…..

ୱାଶିଂଟନ୍‌,୯।୧୦: ଆମେରିକାରେ କାମ କରୁଥିବା ଭାରତୀୟ IT କର୍ମଚାରୀଙ୍କ ପାଇଁ ଚିନ୍ତା ବଢ଼ିଛି । ଆମେରିକା ସରକାର ଇନ୍‌ଫୋସିସ୍‌, ଟାଟା କନ୍‌ସଲ୍‌ଟାନ୍ସି ସର୍ଭିସେସ୍‌ (TCS), ୱିପ୍ରୋ, HCLTech,…

ଆମେରିକୀୟଙ୍କ ଚାକିରି ଛଡ଼ାଇ H-1B ଭିସାଧାରୀଙ୍କୁ ନିଯୁକ୍ତି ଅଭିଯୋଗ, ଆକ୍ସନ୍‌ ମୋଡ୍‌ରେ ହ୍ୱାଇଟ୍ ହାଉସ୍‌

ଓ୍ବାଶିଂଟନ,୯।୧୦: ଆମେରିକାରେ H-1B ଭିସାକୁ ନେଇ ପୁଣି ଥରେ ବିବାଦ ଦେଖାଦେଇଛି । କେତେକ କମ୍ପାନୀ ଆମେରିକୀୟ କର୍ମଚାରୀଙ୍କୁ ଚାକିରିରୁ ଛଟେଇ କରି ସେମାନଙ୍କ ସ୍ଥାନରେ କମ୍…

ଚମକିଲେ ବସ୍‌ ଡ୍ରାଇଭରଙ୍କ ପୁଅ, ସଞ୍ଚୁ-ବୈଭବଙ୍କୁ ଦେଲେ ଚକ୍‌ମା: ମିଳିଲା ବଡ଼ ଅଫର୍‌

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଦ୍ୱିତୀୟ ଟି-୨୦ ମ୍ୟାଚକୁ ନେଇ ରାଞ୍ଚିର JSCA ଇଣ୍ଟରନ୍ୟାଶନାଲ ଷ୍ଟାଡିୟମ୍‌ରେ ଉତ୍ସାହ ଦେଖିବାକୁ ମିଳୁଛି। ମ୍ୟାଚ ପୂର୍ବରୁ ଭାରତୀୟ ଦଳର…

ବସୁଧା ଯୋଜନା ଠପ୍: ୧୦ ଦିନ ହେଲା ପାଣି ଟୋପାଏ ପାଇଁ ଲୋକେ ଡକଳବିକଳ

ଥୁଆମୂଳ ରାମପୁର,୯।୧୦(ଦୁର୍ଗା କୀର୍ତ୍ତି):କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ସଦର ମହକୁମାରେ ପାନୀୟ ଜଳ ସମସ୍ୟା ଗମ୍ଭୀର ରୂପ ନେଇଛି। ଗତ ୧୦ ଦିନ ଧରି ବସୁଧା…

ମାତ୍ର ୨୭ ବର୍ଷରେ କ୍ରିକେଟ୍‌ କ୍ୟାରିୟର ଶେଷ! କୋହଲିଙ୍କ ସହ ଝଗଡା କରି ଚର୍ଚ୍ଚାରେ ଥିବା କ୍ରିକେଟ୍‌ର ଧରିଲେ ମାଇକ

ନୂଆଦିଲ୍ଲୀ,୯।୧୦: ଆଇପିଏଲ୍‌ରେ ବିରାଟ କୋହଲିଙ୍କ ସହ ପଡ଼ିଆରେ ଝଗଡାକୁ ନେଇ ଚର୍ଚ୍ଚାକୁ ଆସିଥିବା ଆଫଗାନିସ୍ତାନର ଦ୍ରୁତ ବୋଲର୍‌ ନବୀନ-ଉଲ-ହକ ଏବେ ଏକ ନୂଆ ଭୂମିକାରେ ଦେଖାଦେବେ। ବଲ…

ନବୀନ ଛକରେ ମର୍ମନ୍ତୁଦ ଦୁର୍ଘଟଣା, ଦୁଇ ଟ୍ରକ୍ ମୁହାଁମୁହିଁ ଧକ୍କାରେ ଚାଲିଗଲା….

ସଇଁତଳା,୯/୧୦ – (ରାଖାଲ ପ୍ରସାଦ ଶତପଥୀ): ବଲାଙ୍ଗୀର ସଇଁତଳା ଦେଇ ଯାଇଥିବା ବଲାଙ୍ଗୀର ବୋରିଗୁମା ୨୬ନମ୍ବର ଜାତୀୟ ରାଜପଥ ନବୀନ ଛକ ନିକଟରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା…

ପୁଣି ଭାରତ-ପାକିସ୍ତାନ ସାମ୍ନାସାମ୍ନି: ଦୀପାବଳିରେ ହେବ ହାଇଭୋଲ୍ଟେଜ ମ୍ୟାଚ

ନୂଆଦିଲ୍ଲୀ,୯।୧୦: କ୍ରିକେଟ ପ୍ରେମୀଙ୍କ ପାଇଁ ବଡ଼ ଖବର। ଏସିଆନ କ୍ରିକେଟ କାଉନସିଲ (ACC) ପକ୍ଷରୁ ଅଣ୍ଡର-୧୯ ଏସିଆ କପ ୨୦୨୬ର କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଏଥର ନଭେମ୍ବର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?