ପୋଖରୀକୁ ଓଲଟିଲା ୧୦୮ ଆମ୍ବୁଲାନ୍ସ, ଡ୍ରାଇଭର ଫେରାର

ବାଲେଶ୍ୱର ଅଫିସ,୨୨।୩- ବାଲେଶ୍ୱର ଜିଲା ସୋର ଅଞ୍ଚଳର ଔପଦା ଅଭିମୁଖେ ଆସୁଥିବା ଏକ ୧୦୮ ଆମ୍ବୁଲାନ୍ସ ୟୁକୋ ବ୍ୟାଙ୍କ ନିକଟରେ ଭାରସାମ୍ୟ ହରାଇ ପୋଖରୀ ଭିତରକୁ ଓଲଟି ପଡିଛି। ଏହି ୧୦୮ ଟି ଆମ୍ବୁଲାନ୍ସ ସମ୍ପୂର୍ଣ୍ଣ ଓଲଟି ଯାଇଥିବା ବେଳେ ଡ୍ରାଇଭର ଘଟଣାସ୍ଥଳରୁ ଫେରାର ହୋଇଯାଇଛନ୍ତି। ଏଥିରେ କୌଣସି ରୋଗୀ ନ ଥିବାବେଳେ ଦୁର୍ଘଟଣାରେ କାହାର କିଛି କ୍ଷତି ହୋଇ ନାହିଁ। ତେବେ ଔପଦା ଥାନାରେ ରହଣି ପାଇଁ ଯାଉଥିବା ୧୦୮ ଆମ୍ବୁଲାନ୍ସର ନମ୍ବର(ଓଡି୦୨ବିଏଚ୍‌୧୨୪୭) ବୋଲି ଜଣାଯାଇଛି। ଶନିବାର ବିଳମ୍ବିତ ରାତିରେ ଏହି ୧୦୮ ଆମ୍ବୁଲାନ୍ସ ସୋର ଔପଦା ଅଭିମୁଖେ ଯିବାବେଳେ କେଣସି କାରଣରୁ ଭାରସାମ୍ୟ ହରାଇ ପୋଖରୀରେ ଓଲଟି ପଡିଥିଲା। ଘଟଣାସ୍ଥଳରେ ଔପଦା ପୋଲିସ ପହଞ୍ଚି ଘଟଣାର ତନାଘନା ଆରମ୍ଭ କରିଛି।


Enter your email to get our daily news in your inbox.

All Right Reserved By Dharitri.Com

ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ: ୯୦% ରଖିଥିବା ୮୪ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ଟାଉନ ହଲ ଠାରେ ଶନିବାର ପ୍ରଗତି ଶିକ୍ଷାନୁଷ୍ଠାନର ମେଧା ମହୋତ୍ସବ-୨୦୨୬ ଅନୁଷ୍ଠିତ ହୋଇଯାଇଛି। ଚଳିତ ବର୍ଷ ପ୍ରଗତି ଶିକ୍ଷାନୁଷ୍ଠାନର ୯୦%ରୁ…

ଗୁଣାତ୍ମକ ଶିକ୍ଷା,ଅକ୍ଲାନ୍ତ ପରିଶ୍ରମ ଆଣିଦେଲା ସଫଳତା, ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟରେ କୃତି ଛାତ୍ରୀଛାତ୍ରଙ୍କୁ ସମ୍ବର୍ଦ୍ଧନା

ଭବାନୀପାଟଣା,୨୩।୫(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ବିକାଶ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟର ଚଳିତ ଦ୍ଵାଦଶ ବୋର୍ଡ ପରୀକ୍ଷାରେ ଛାତ୍ରୀଛାତ୍ର ମାନେ ଉଲ୍ଲେଖନୀୟ ସଫଳତା ହାସଲ କରିଛନ୍ତି।…

ଥୁଆମୂଳ ରାମପୁରରେ ‘ସମାଧାନ ସମାରୋହ-୨୦୨୬’ ପ୍ରସ୍ତୁତି ବୈଠକ: ସୁପ୍ରିମ କୋର୍ଟଙ୍କ ବିଶେଷ ଲୋକ ଅଦାଲତ ନେଇ ସଚେତନତା…

ଥୁଆମୂଳ ରାମପୁର, ୨୩।୫(ଦୁର୍ଗା କୀର୍ତ୍ତି): ସାଧାରଣ ଜନତାଙ୍କୁ ସହଜ ଓ ତ୍ୱରିତ ନ୍ୟାୟ ପ୍ରଦାନ କରିବା ଲକ୍ଷ୍ୟରେ ମାନ୍ୟବର ସର୍ବୋଚ୍ଚ ନ୍ୟାୟାଳୟ (ସୁପ୍ରିମ କୋର୍ଟ)ଙ୍କ ପ୍ରତ୍ୟକ୍ଷ ନିର୍ଦ୍ଦେଶନାରେ…

ଏଣିକି ଉତ୍କେଲାରୁ ଭୁବନେଶ୍ୱରରୁ ପ୍ରତିଦିନ ଉଡ଼ିବ ବିମାନ, ଯାତ୍ରୀଙ୍କ ମହଲରେ ଖୁସିର ଲହରୀ; ଜାଣନ୍ତୁ ଟିକେଟ ଦର…

କେସିଙ୍ଗା,୨୩।୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲାବାସୀଙ୍କ ପାଇଁ ଏକ ବଡ଼ ଖୁସିର ଖବର। ଜିଲାର ଏକମାତ୍ର ବିମାନବନ୍ଦର ଉତ୍କେଲା ବିମାନ ବନ୍ଦରରୁ ରାଜଧାନୀ ଭୁବନେଶ୍ୱରକୁ ପ୍ରତିଦିନ ବିମାନ ଉଡ଼ିବ।…

ନିଖିଲ ହାଡପା ଗୁଳିକାଣ୍ଡ ମାମଲା: ପୋଲିସର ଫ୍ଲାଗମାର୍ଚ୍ଚ, ୯ ଅଭିଯୁକ୍ତ ଜିଲ୍ଲା ବାହାର ଜେଲକୁ ସ୍ଥାନାନ୍ତର

ଗୁଣପୁର, ୨୩।୫ (ସୁଜାତା ପାଢ଼ୀ): ନିଖିଲ ହାଡପା ଗୁଳିକାଣ୍ଡ ଘଟଣା ପରେ ରାୟଗଡା ସହରରେ ଉତ୍ତେଜନା ଜାରି ରହିଛି। ଶୁକ୍ରବାର ରାତିରେ ରାୟଗଡା ଟାଉନ ଥାନା ସମ୍ମୁଖରେ…

ବିଦ୍ୟୁତ କାର୍ଯ୍ୟାଳୟରେ ତାଲା ପକାଇଲେ ତାଳପଡା ଗ୍ରାମବାସୀ: ଅଘୋଷିତ ବିଦ୍ୟୁତ କାଟ …

ପାତ୍ରପୁର, ୨୩/୦୫ (ଉମା ଚରଣ ନେପାକ): ଅଘୋଷିତ ବିଦ୍ୟୁତ କାଟ ଓ ଏସ୍‌ ନୁଆଗାଁ ଗ୍ରାମ ଉପର ପଟରୁ ଯାଇଥିବା ୧୧ କେଭି ତାର ସ୍ଥାନାନ୍ତର ଦାବିକୁ…

କାଳବୈଶାଖୀର ତାଣ୍ଡବ: କ୍ଷତିଗ୍ରସ୍ତଙ୍କୁ ସହାୟତା ପ୍ରଦାନ ପାଇଁ ଭେଟିଲା ବିଜେଡି ବ୍ଲକ ଟିମ୍‌

ଥୁଆମୂଳ ରାମପୁର,୨୩ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ ଅନ୍ତର୍ଗତ ନାକୁରୁଣ୍ଡି ପଞ୍ଚାୟତରେ କାଳବୈଶାଖୀ ଜନିତ ବ୍ୟାପକ କ୍ଷୟକ୍ଷତି ପରେ ପ୍ରଭାବିତ ଅଞ୍ଚଳରେ ଶନିବାର ବିଜେଡିର…

ଥୁଆମୂଳ ରାମପୁର ଥାନା ଏସ୍‌ଆଇଙ୍କ ମେଡିକାଲରେ ଚିକିତ୍ସା ଅବହେଳା ନେଇ ତୀବ୍ର ଅସନ୍ତୋଷ, କ୍ୱାର୍ଟର୍ସରେ ଶୋଇଥିଲେ ଡାକ୍ତର-ନର୍ସ, ଚାଲିଗଲା ଜୀବନ

ଥୁଆମୂଳ ରାମପୁର, ୨୩।୫ (ଦୁର୍ଗା କୀର୍ତ୍ତି) : କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନାରେ କାର୍ଯ୍ୟରତ ଏସ୍‌ଆଇ ଭାସ୍କର ଖୋସ୍ଲାଙ୍କର (୫୬) ଗତକାଲି ବିଳମ୍ବିତ ରାତିରେ ଅକାଳ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri