ପୋଖରୀରେ ବୁଡ଼ି ଆଈ, ନାତି ମୃତ

ରିଆମାଳ,୨୧ା୪(ଡି.ଏନ୍‌.ଏ.)- ଦେବଗଡ଼ ଜିଲା ରିଆମାଳ ଥାନା ଅଧୀନ ଢୋଲପଡ଼ା ପଞ୍ଚାୟତର ମାଳିଚୁଆ ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଇବାକୁ ଯାଇଥିବା ଆଈ ଓ ନାତିଙ୍କ ପୋଖରୀରେ ବୁଡି ମୃତ୍ୟୁ ଘଟିଛି। ଏନେଇ ଗାଁରେ ଶୋକରଛାୟା ଖେଳିଯାଇଛି।
ମିଳିଥିବା ସୂଚନା ମୁତାବକ, ମାଳିଚୁଆ ଗ୍ରାମର ବିଷ୍ଣୁଚରଣ ସିଂଙ୍କ ସ୍ତ୍ରୀ ମଦଦେବୀ ସିଂ(୫୫) ନାତି ଲଳିତ ସିଂ(୫)ଙ୍କୁ ଧରି ପୂର୍ବାହ୍ନ ୧୧ଟା ପୋଖରୀକୁ ଗାଧୋଇବାକୁ ଯାଇଥିଲେ। ହେଲେ କୌଣସି କାରଣରୁ ଗାଧୋଇବା ବେଳେ ମଦଦେବୀ ଓ ଲଳିତ ପୋଖରୀରେ ବୁଡ଼ି ଯାଇଥିଲେ। ଏନେଇ ଗ୍ରାମବାସୀ ରିଆମାଳ ଥାନାକୁ ଖବର ଦେଇଥିଲେ। ପୋଲିସ ଘଟଣାସ୍ଥଳରେ ପହଞ୍ଚି ଗ୍ରାମବାସୀଙ୍କ ସହାୟତାରେ ପୋଖରୀରୁ ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ଏନେଇ ପୋଲିସ ଏକ ଅପମୃତ୍ୟୁ ମାମଲା ରୁଜୁ କରି ଅଧିକ ତଦନ୍ତ ଚଳାଇଛି। ମୃତକଙ୍କ ପରିବାର ଲୋକଙ୍କୁ ସହାୟତା ଯୋଗାଇ ଦେବାକୁ ଗ୍ରାମବାସୀ ଜିଲା ପ୍ରଶାସନକୁ ଅନୁରୋଧ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଚତୁର୍ଥ ଥର ପାଇଁ ସମ୍ବଲପୁର କୋର୍ଟକୁ ବୋମା ଧମକ, ନେଦରଲାଣ୍ଡ ଓ ଜର୍ମାନୀରେ ଆଇପି ଆଡ୍ରେସ ଚିହ୍ନଟ

ସମ୍ବଲପୁର,୨।୪(ପ୍ରମୋଦ ବହିଦାର): ସମ୍ବଲପୁର ସହରର ଗୁରୁତ୍ୱପୂର୍ଣ୍ଣ କୋର୍ଟ ପରିସରକୁ ବୋମା ବିସ୍ଫୋରଣ ଉଡ଼ାଇବାର ଧମକପୂର୍ଣ୍ଣ ଇ-ମେଲ ଜିଲା ପୋଲିସ ପ୍ରଶାସନ ପାଇଁ ମୁଣ୍ଡବିନ୍ଧାର କାରଣ ସାଜିଛି। ଏହା…

ପାଇଖାନା ସେଣ୍ଟ୍ରିଂ ଖୋଲିବା ହେଲା କାଳ, ଶ୍ୱାସରୁଦ୍ଧ ହୋଇ ଚାଲିଗଲା ୨ ଜୀବନ

କୁଚିଣ୍ଡା,୩୧।୩(ବିରଞ୍ଚି ଦର୍କା): ସମ୍ବଲପୁର ଜିଲା ବାମରା ଵ୍ଲକ ମହୁଲପାଲି ଥାନା ଅନ୍ତର୍ଗତ କେଶାଇବାହାଲରେ ଅଭାବନୀୟ ଘଟଣା । ପାଇଖାନା ଟାଙ୍କି ସେଣ୍ଟ୍ରିଙ୍ଗ ଖୋଲିବା ସମୟରେ ଶ୍ୱାସରୁଦ୍ଧ ହୋଇ…

ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି।…

ଭିମ୍‌ସାରରେ ପିଜି ଛାତ୍ରୀଙ୍କ ଆତ୍ମହତ୍ୟା ଉଦ୍ୟମ, ନିର୍ଯାତନା ଅଭିଯୋଗ ନେଇ ଚର୍ଚ୍ଚା

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆୟୁର୍ବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ(ଭିମ୍‌ସାର)ର ଜଣେ ପିଜି ଛାତ୍ରୀ ଆତ୍ମହତ୍ୟା ଉଦ୍ୟମ କରି ଗୁରୁତର ହୋଇଛନ୍ତି।…

ମନ୍‌ କି ବାତ୍‌ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ…

ରାମ ନବବୀ ପାଇଁ ହାଇଆଲର୍ଟରେ ସମ୍ୱଲପୁର ସହର, ଜାରି ହେଲା ମ୍ୟାପ୍‌

ସମ୍ୱଲପୁର,୨୬ା୩(ପ୍ରମୋଦ ବହିଦାର): ଶୁକ୍ରବାର ଶ୍ରୀରାମ ନବମୀ ଉପଲକ୍ଷେ ପାଳିତ ହେବାକୁ ଥିବା ଶ୍ରୀରାମ ଜନ୍ମୋତ୍ସବ ଓ ଶୋଭାଯାତ୍ରା ପାଇଁ ହାଇଆଲର୍ଟରେ ରହିଛି ସମଗ୍ର ସମ୍ୱଲପୁର ସହର। ସମଗ୍ର…

ବହୁଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲା; ୫ବର୍ଷ ପରେ ମିଳିଲା ନ୍ୟାୟ, ଏକକାଳୀନ ୭ ଅଭିଯୁକ୍ତଙ୍କୁ…..

ସମ୍ବଲପୁର,୨୬।୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା କତରବଗା ଥାନା ଅନ୍ତର୍ଗତ ଗୁଲାମାଲ ଗ୍ରାମରେ ଗତ ୨୦୨୧ ମସିହାରେ ସଂଘଟିତ ବହୁ ଚର୍ଚ୍ଚିତ ପ୍ରକାଶ ପ୍ରଧାନ ହତ୍ୟା ମାମଲାରେ ଜିଲା…

ମଣ୍ଡଳ କାରାଗାରରେ ପୋଲିସର ବଡ଼ ଧରଣର ଚଢ଼ାଉ: ଆପତ୍ତିଜନକ…

ସମ୍ବଲପୁର,୨୩।୩(ପ୍ରମୋଦ ବହିଦାର): ସମ୍ବଲପୁର ମଣ୍ଡଳ କାରାଗାରରେ ସୋମବାର ଭୋର ସମୟରେ ଉପଜିଲାପାଳ ଡା. ପୁଷ୍ପାଞ୍ଜଳି ପଣ୍ଡାଙ୍କ ଉପସ୍ତିତିରେ ଏକ ଅତର୍କିତ ଚଢ଼ାଉ କରାଯାଇଛି। ସକାଳ ପ୍ରାୟ ୫ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri