ଅମରପାଲି, ୧୧।୯(ଡି.ଏନ୍.ଏ.): ସୁବର୍ଣ୍ଣପୁର ଜିଲା ସୁବଳୟା ଥାନା ଅନ୍ତର୍ଗତ ଖଣ୍ଡହତା ଗ୍ରାମରେ ପୋଖରୀରେ ବୁଡ଼ି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ ମାନସ ଦାସ(୨୮)।
ପ୍ରକାଶ ଯେ, ମାନସ ମଙ୍ଗଳବାର ତାମିଲନାଡ଼ୁ କାମ କରିବାକୁ ଯିବାକୁ କହି ଘରୁ ୨ ହଜାର ଟଙ୍କା କୁଆଡ଼େ ଯାଇଥିଲେ। ସନ୍ଧ୍ୟାରେ ଗାଁକୁ ଫେରି ବୁଲାବୁଲି କରିଥିଲେ। ଗାଁ ଛକ ନିକଟରେ ଥିବା ପୋଖରୀରେ ଗାଧୋଇଥିଲେ। ଦୀର୍ଘ ସମୟ ପର୍ଯ୍ୟନ୍ତ ସେ ନ ଫେରିବାରୁ ଘରଲୋକେ ଖୋଜାଖୋଜି କରିଥିଲେ। ପୋଖରୀ ହୁଡ଼ାରେ ତାଙ୍କ ଚପଲ, ପ୍ୟାଣ୍ଟ୍, ସର୍ଟ ପଡ଼ିଥିବା ଦେଖି ବୁଡ଼ି ଯାଇଥିବା ସନ୍ଦେହ ହୋଇଥିଲା। ଖବର ପାଇ ଅଗ୍ନିଶମ କାର୍ଯ୍ୟଚାରୀ ପହଞ୍ଚି ମାନସଙ୍କ ମୃତଦେହ ପୋଖରୀରୁ ଉଦ୍ଧାର କରିଥିଲା। ପୋଲିସ ପହଞ୍ଚି ମୃତଦେହ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇଛି। ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯିବ ବୋଲି ପୋଲିସ ସୂଚନା ଦେଇଛି।
Posted inଆମ ଜିଲା ଖବର, ସୁବର୍ଣ୍ଣପୁର View All
ଘରଦ୍ୱାର ଭାଙ୍ଗିଲେ ହାତୀପଲ, ବାଡ଼ିରେ ପଶି ଖାଇଗଲେ…
ଗଜପତି,୬ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମାବ୍ଲକରେ ହାତୀଙ୍କ ଉପଦ୍ରବ ଲାଗି ରହିଛି। ଗତ ୪ ଦିନ ହେଲା ୪ ଟିକିଆ ହାତୀପଲ ଗୁମ୍ମା ବ୍ଲକର ଗାଁକୁ...
ଯନ୍ତ୍ରୀଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଗ୍ରାମବାସୀଙ୍କ ସହ ଧାରଣାରେ ବସିଲେ ପୂର୍ବତନ ଏମ୍ପି, କହିଲେ ବିନା ପିସିରେ..
ବଲାଙ୍ଗୀର,୬ା୧୨(ସୁନିଲ କୁମାର ମହାନ୍ତି): ଲୋଇସିଂହା ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ପିପିଲି – ଜାମୁଟିଆ ରାସ୍ତାକାମ ନିମ୍ନମାନର ତିଆରି ହେଉଥିବା ଅଭିଯୋଗ ନେଇ ପିପିଲି ଗ୍ରାମବାସୀଙ୍କ ସହ...
ପାର୍ ହେଉହେଉ ଭାଙ୍ଗିପଡ଼ିଲା ପୋଲ
ଆନନ୍ଦପୁର,୬ା୧୨(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ ତରତରା କଣ୍ଟିପାଳ ମୁଖ୍ୟ ରାସ୍ତାର କୁକୁରିଆନାଳ ହୋଇଥିବା ପୋଲଟି ଭାଙ୍ଗିଯାଇଛି। ସୂଚନାରୁ ଜଣାପଡ଼ିଛି, ଏହି ପୋଲ...
ଜି.ଉଦୟଗିରିରେ ସର୍ବନିମ୍ନ ତାପମାତ୍ରା: ଶୀତର ମଜା ଉଠାଉଛନ୍ତି ପର୍ଯ୍ୟଟକ
ଜି.ଉଦୟଗିରି,୬।୧୨(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ ): ଜି.ଉଦୟଗିରି ଅଞ୍ଚଳରେ ଫେରିଛି ହାଡ଼ଭଙ୍ଗା ଶୀତ । ସରକାରୀ ସୂଚନା ଅନୁସାରେ କନ୍ଧମାଳ ଜିଲାରେ ସର୍ବନିମ୍ନ ତାପମାତ୍ରା ସହ...
ଭଙ୍ଗା ଝାଟିମାଟି ଘରେ ରାଘବଙ୍କ ପରିବାର : ସହାୟତା ପାଇଁ…
କେସିଙ୍ଗା,୬।୧୨(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କସୃପଡା ଗ୍ରାମର ରାଘବ କରୁଆ (୬୦)ଙ୍କ ପରିବାର ଝାଟିମାଟି ଘରେ ଅସହାୟ ଅବସ୍ଥାରେ ଜୀବନଯାପନ କରି...
ବେଆଇନ ଚୋରା ବାଲି ଚାଲାଣ: ୨ ହାଇୱାକୁ ମାଡିବସିଲା…
ପୋଲିସ।ପାଟଣା,୬।୧୨(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ସାହାରପଡା ଫାଣ୍ଡି ପୋଲିସ ସାହାରପଡା ପେଟ୍ରୋଲ ପମ୍ପ ନିକଟରୁ ଶନିବାର ଭୋର ସକାଳୁ ୨ଟି ଚୋରା ବାଲି...
ଧନୁଯାତ୍ରା ପାଇଁ ଶୁଭସ୍ତମ୍ଭ: ପ୍ରସ୍ତୁତି ଜୋରଦାର…
ନୂଆପଡ଼ା,୬ା୧୨ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ଲଖନା ଗାଁରେ ଶୁକ୍ରବାର ୧୭ତମ ଧନୁଯାତ୍ରା ପାଇଁ ନୂତନ କମିଟି ଗଠନ ସହ ଶୁଭସ୍ତମ୍ଭ...
ଫଳ ଦୋକାନ ଉପରକୁ ମାଡିଗଲା ମ୍ୟୁନିସିପାଲଟି ଗାଡି, ମୋବାଇଲ ଫୋନରେ କଥା ହୋଇ…
ବଲାଙ୍ଗୀର,୬।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ବସ୍ ଟର୍ମିନାଲ ସମ୍ମୁଖରେ ଥିବା ଫଳ ଦୋକାନ ଉପରକୁ ଶନିବାର ସକାଳେ ବଲାଙ୍ଗୀର ମ୍ୟୁନିସିପାଲଟିରେ ରେଜିଷ୍ଟେଶନ ହୋଇଥିବା ସୁଲଭ ଶୌଚାଳୟର...
Archives


