ପୋଖରୀରେ ବୁଡ଼ି ଶିଶୁପୁତ୍ର ମୃତ

ରୂପ୍‌ସା, ୫।୯(ଡି.ଏନ.ଏ.)-ବାଲେଶ୍ୱର ସଦର ବ୍ଲକ ବାହାବଳପୁର ସାମୁଦ୍ରିକ ଥାନା ଅନ୍ତର୍ଗତ ବାହାବଳପୁର ଗ୍ରାମର କାର୍ତ୍ତିକ ଜେନାଙ୍କ ଦେଢ଼ବର୍ଷର ପୁଅ ପୋଖରୀରେ ବୁଡ଼ି ପ୍ରାଣ ହରାଇଛନ୍ତି। ବୁଧବାର ଅପରାହ୍ନରେ ଶିଶୁଟି ଖେଳୁଥିବାବେଳେ ଅସାବଧାନତାବଶତଃ ଘର ସାମ୍ନାରେ ଥିବା ପୋଖରୀରେ ବୁଡ଼ି ଯାଇଥିଲେ। ପରିବାର ଲୋକେ ତାଙ୍କୁ ପୋଖରୀରୁ ଉଦ୍ଧାର କରି ଆମ୍ବୁଲାନ୍ସ ଯୋଗେ ବାଲେଶ୍ୱର ମୁଖ୍ୟ ଚିକିତ୍ସାଳୟକୁ ଆଣିଥିଲେ। ହେଲେ ଡାକ୍ତର ତାଙ୍କୁ ମୃତ ବୋଲି ଘୋଷଣା କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଏସିଆନ ଗେମ୍ସରେ ଚମତ୍କାର କଲେ ଭାରତୀୟ ତୀରନ୍ଦାଜ ଟିମ୍‌: ଚାଇନାକୁ ହରାଇ ରଚିଲେ ଇତିହାସ

ନୂଆଦିଲ୍ଲୀ,୩୦।୯: ୨୦୨୬ ଏସିଆନ ଗେମ୍ସରେ ଭାରତକୁ ମିଳିଛି ସପ୍ତମ ସ୍ବର୍ଣ୍ଣ ପଦକ। କମ୍ପାଉଣ୍ଡ ତୀରନ୍ଦାଜୀର ମହିଳା ଟିମ ଇଭେଣ୍ଟରେ ଭାରତ ଚାଇନାକୁ ୨୩୮-୨୩୪ ପଏଣ୍ଟରେ ପରାସ୍ତ କରି…

୬ ବର୍ଷ ପରେ ଖୋଲିଲା ଶ୍ରୀଗୁଣ୍ଡିଚା ମନ୍ଦିର: ଶ୍ରଦ୍ଧାଳୁଙ୍କ ସହ ପ୍ରବେଶ କଲେ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ

ପୁରୀ,୩୦ା୯(ଅଜିତ୍‌ କୁମାର ମହାନ୍ତି)ଦୀର୍ଘଦିନ ଧରି ଭକ୍ତଙ୍କ ପାଇଁ ବନ୍ଦ ରହିଥିବା ମହାପ୍ରଭୁଙ୍କ ଜନ୍ମବେଦି ଶ୍ରୀଗୁଣ୍ଡିଚା ମନ୍ଦିର ବୁଧବାରଠାରୁ ଖୋଲିଛି। ପୂଜାର୍ଚ୍ଚନା ପରେ ୭ଟା ୪୫ ମିନଟ୍‌ରେ ସର୍ବସାଧାରଣଙ୍କ…

ସ୍ବାର୍ଥ ଯୋଗୁ ଦ୍ୱନ୍ଦ୍ୱ

ଅପରେଶନ ସିନ୍ଦୂର ବେଳେ ନିଜେ ହସ୍ତକ୍ଷେପ କରିବାରୁ ଭାରତ ଓ ପାକିସ୍ତାନ ମଧ୍ୟରେ ଯୁଦ୍ଧ ବନ୍ଦ ହୋଇଥିଲା ବୋଲି ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ବାରମ୍ବାର କହିଆସୁଛନ୍ତି।…

ଜିଲା ପାଠାଗାରରେ ମିଳୁନି ମୌଳିକ ସୁବିଧା: ସମସ୍ୟା ଭୋଗୁଛନ୍ତି ଛାତ୍ରୀଛାତ୍ର

ବରଗଡ଼,୩୦।୯(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ପାଠାଗାର ଅବ୍ୟବସ୍ଥିତଭାବେ ପଡ଼ି ରହିଛି। ଏଠାରେ ମୌଳିକ ସୁବିଧା ସୁଯୋଗ ମଧ୍ୟ ଅପହଞ୍ଚ ହୋଇ ପଡ଼ିଛି। ଏଭଳି ଅଭିଯୋଗ ନେଇ ପାଠାଗାରକୁ ନିୟମିତ…

ଆଜି ୧୨ଘଣ୍ଟିଆ ଓଡ଼ିଶା ବନ୍ଦ: ଜାଣନ୍ତୁ କ’ଣ ପଡ଼ିବ ପ୍ରଭାବ

ଭୁବନେଶ୍ୱର, ୩୦ା୯(ବନ୍ଦନା ସେଠୀ):ତ୍ରୁଟିପୂର୍ଣ୍ଣ ପାଠ୍ୟ ପୁସ୍ତକକୁ ନେଇ ନବ ନିର୍ମାଣ ଯୁବ ଛାତ୍ର ସଂଗଠନ (ଏନ୍‌ଓ୍ବାଇସିଏସ୍‌) ପକ୍ଷରୁ ବୁଧବାର ଓଡ଼ିଶା ବନ୍ଦ ଡାକରା ଦିଆଯାଇଛି। ସକାଳ ୬ଟାରୁ…

ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ: ବିଜୁଳି-ଘଡ଼ଘଡ଼ି ସହ ବର୍ଷା ସମ୍ଭାବନା

ଭୁବନେଶ୍ୱର,୩୦ା୯(ବନ୍ଦନା ସେଠୀ):ଉତ୍ତର-ପଶ୍ଚିମ ଏବଂ ସଂଲଗ୍ନ ପଶ୍ଚିମ- କେନ୍ଦ୍ରୀୟ ବଙ୍ଗୋପସାଗର ଉପରେ ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏହା ସମୁଦ୍ର ପତ୍ତନଠାରୁ ୩.୧ରୁ ୪.୫ କିଲୋମିଟର ଉଚ୍ଚତା ପର୍ଯ୍ୟନ୍ତ…

ପୁରୀକୁ ବେଆଇନ ମଦ ଚାଲାଣ ବେଳେ ମାଡ଼ିବସିଲା ରମ୍ଭା ପୋଲିସ: କାର ସହ ୪୦୦ ଲିଟର ମଦ ଜବତ, ୩ ଗିରଫ

ରମ୍ଭା,୨୯।୯(ବିଦ୍ୟାଧର ସାହୁ): ପୁରୀ ଜିଲାକୁ ବେଆଇନ ଭାବେ କାର୍‌ ଯୋଗେ ମଦ ଚାଲାଣ ହେଉଥିବା ବେଳେ ରମ୍ଭା ଥାନା ପୋଲିସ ହାତରେ ଧରାପଡ଼ିଛନ୍ତି ମଦ ଚାଲାଣକାରୀ। ପୋଲିସ…

ବେଲଘର ଜଙ୍ଗଲରୁ ଛେଳି ଗୋଠ ସହ ଚାଲିଆସିଲା ହରିଣ ଛୁଆ: ଉଦ୍ଧାର ପରେ ଜଙ୍ଗଲରେ ଛାଡ଼ିଲା ବନ ବିଭାଗ

ବାଲିଗୁଡ଼ା/ତୁମୁଡ଼ିବନ୍ଧ,୨୯।୯ (ସଞ୍ଜୟ କୁମାର ପାଣିଗ୍ରାହୀ/ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ୍ ଅନ୍ତର୍ଗତ ବେଲଘର ବନାଞ୍ଚଳରୁ ମଙ୍ଗଳବାର ସକାଳୁ ଏକ ହରିଣ ଛୁଆକୁ ସୁରକ୍ଷିତ ଭାବେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?