ପୋଲିଓ ବୁନ୍ଦା ଖାଇଲେ ଶିଶୁ

ଚନ୍ଦ୍ରଗିରି,୧୯।୧(ଡି.ଏନ୍‌.ଏ.): ସମଗ୍ର ଭାରତକୁ ପୋଲିଓମୁକ୍ତ କରିବା ଉଦ୍ଦେଶ୍ୟରେ ଜନ୍ମରୁ ପାଞ୍ଚ ବର୍ଷ ଶିଶୁଙ୍କୁ ପୋଲିଓ ବୁନ୍ଦା ଖୁଆଯାଉଛି। ଏହି ପରିପ୍ରେକ୍ଷୀରେ ଗଜପତି ଜିଲା ମୋହନା ଅଞ୍ଚଳରେ ମଧ୍ୟ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ପୋଲିଓ କେନ୍ଦ୍ରଗୁଡ଼ିକରେ ରବିବାର ଶିଶୁମାନଙ୍କୁ ପୋଲିଓ ବୁନ୍ଦା ଦିଆଯାଇଛି। ଏହି କାର୍ଯ୍ୟକ୍ରମ ୩ଦିନ ଧରି ଚାଲୁରହିବ। ଜିଲା ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ ଆଶା ମ୍ୟାନେଜର ନାରାୟଣ ମଲ୍ଲିକ ଓ ଆଶା ପରାମର୍ଶଦାତା ସିଦ୍ଧାର୍ଥ ଦାସ ପୋଲିଓ କେନ୍ଦ୍ରଗୁଡ଼ିକ ବୁଲି ତଦାରଖ କରୁଛନ୍ତି। ପୋଲିଓ ବୁନ୍ଦାର ଉପକାରିତା ବିଷୟରେ ଲୋକମାନଙ୍କୁ ସଚେତନ କରିବା ସହ ପୁଣି ଯେଉଁ ଶିଶୁମାନେ ପୋଲିଓ ବୁନ୍ଦା ଖାଇ ନାହାନ୍ତି ସେମାନଙ୍କ ଘରକୁ ଯାଇ ପୋଲିଓ ବୁନ୍ଦା ଖୁଆଇବା ପାଇଁ ଆଶାକର୍ମୀ ଓ ଅଙ୍ଗନବାଡ଼ି କର୍ମୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଭିଜିଲାନ୍ସ ଜାଲରେ ସୋର ତହସିଲଦାର: ୪୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ଗିରଫ

ବାଲେଶ୍ୱର,୧୯।୨: ଓଡ଼ିଶା ଭିଜିଲାନ୍ସ ଏକ ବଡ଼ ଧରଣର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ବାଲେଶ୍ୱର ଜିଲା ସୋର ତହସିଲଦାରଙ୍କୁ ଗିରଫ କରିଛି। ଜବତ ହୋଇଥିବା ପଥର ବୋଝେଇ ଟ୍ରକ୍…

ଓଡ଼ିଶାର ଏହି ଜିଲାରେ ମିଳିଲା ଦେଢ଼ ଟନ୍ ସୁନା; ବିଧାନସଭାରେ ସୂଚନା ଦେଲେ ଖଣି ମନ୍ତ୍ରୀ

ଭୁବନେଶ୍ୱର,୧୯।୨: ଓଡ଼ିଶା ପାଇଁ ଖୁସି ଖବର। ବିଶ୍ୱରେ ସୁନା ଦର ଆକାଶଛୁଆଁ ହେଉଥିବା ବେଳେ ମୟୂରଭଞ୍ଜ ଜିଲାରେ ବିପୁଳ ପରିମାଣର ସୁନା ଗଚ୍ଛିତ ଥିବା ନେଇ ସରକାରୀ…

ରାହୁଲ ଗାନ୍ଧୀଙ୍କ ସମେତ ୨୫ କଂଗ୍ରେସ ଏମ୍‌ପିଙ୍କୁ ଗୁଳି କରିବାକୁ ଧମକ

ନୂଆଦିଲ୍ଲୀ,୧୯।୨: ରାଜସ୍ଥାନ ପୋଲିସ କୋଟାର ଜଣେ ବ୍ୟକ୍ତିଙ୍କୁ ଅଟକ ରଖିଛି ଯିଏ କଂଗ୍ରେସ ନେତା ରାହୁଲ ଗାନ୍ଧୀ ଏବଂ ୨୫ ଜଣ କଂଗ୍ରେସ ଏମପିଙ୍କୁ ଗୁଳି କରିବାକୁ…

୦,୦,୦…ରେ ଆଉଟ ହୋଇଥିବା ଅଭିଷେକ ଶର୍ମାଙ୍କୁ ମିଳିଲା ଗୁରୁ ମନ୍ତ୍ର, ଗାଭାସ୍କର କହିଲେ…

ନୂଆଦିଲ୍ଲୀ,୧୯।୨: ଅଭିଷେକ ଶର୍ମା ୨୦୨୬ ଟି୨୦ ବିଶ୍ୱକପରେ ତିନୋଟି ଇନିଂସ ଖେଳିଛନ୍ତି, କିନ୍ତୁ ସେ ତାଙ୍କର ଖାତା ଖୋଲି ନାହାଁନ୍ତି। ସେ ତିନୋଟି ମ୍ୟାଚରେ ଶୂନ୍ୟରେ ଆଉଟ…

ପଦ୍ମପୁର ତହସିଲଦାରଙ୍କୁ ନିଲମ୍ବନ କଲେ ସରକାର

ବରଗଡ଼,୧୯ା୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ପଦ୍ମପୁର ତହସିଲଦାର ବିପିନ କୁମାର ପ୍ରଧାନଙ୍କୁ ଦୁର୍ନୀତି ଅଭିଯୋଗରେ ନିଲମ୍ବନ କରିଛନ୍ତି ରାଜ୍ୟ ସରକାର। ଜିଲାପାଳଙ୍କ ରିପୋର୍ଟ ଆଧାରରେ ପଦ୍ମପୁରର ତହସିଲଦାରଙ୍କୁ…

୩ କେନ୍ଦ୍ରରେ ୧୧ ପରୀକ୍ଷାର୍ଥୀ ଅନୁପସ୍ଥିତ

ଗୁଡ଼ାରି,୧୯ା୨(ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡ଼ାରି ବ୍ଲକର ୩ଟି କେନ୍ଦ୍ରରେ ମାଟ୍ରିକ ପରୀକ୍ଷାର ପ୍ରଥମ ଦିନରେ ୧୧ ଜଣ ପରୀକ୍ଷାର୍ଥୀ ଅନୁପସ୍ଥିତ ଥିଲେ। ମୋଟ୍‌ ୫୩୭…

ରୋମାଣ୍ଟିକ ମୁଡ୍‌ରେ ସୁଇମିଂ ପୁଲ ଫଟୋ ଶେୟାର କଲେ ହାର୍ଦ୍ଦିକ ପାଣ୍ଡ୍ୟା, ଗର୍ଲ ଫ୍ରେଣ୍ଡକୁ ଜଣାଇଲେ ଜନ୍ମଦିନର ଶୁଭେଚ୍ଛା

ନୂଆଦିଲ୍ଲୀ,୧୯।୨: ICC T20 World Cup 2026 ମଧ୍ୟରେ, ଟିମ ଇଣ୍ଡିଆର ଷ୍ଟାର ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା ପୁଣି ଥରେ ଖବରର ଶିରୋନାମାରେ ଅଛନ୍ତି, କିନ୍ତୁ ଏଥର…

ପାକିସ୍ତାନର 2026 T20 World Cup ବିଜୟ ନିଶ୍ଚିତ? ଏହି ସଂଯୋଗ ଦେଖିଲେ ଆପଣ ବି ବିଶ୍ୱାସ କରିବାକୁ ବାଧ୍ୟ ହେବେ

ନୂଆଦିଲ୍ଲୀ,୧୯।୨: 2026 T20 World Cup ପାଇଁ ସୁପର ୮ ଦଳ ଚୂଡ଼ାନ୍ତ ହୋଇଛି। ଯଦିଓ ଟୁର୍ଣ୍ଣାମେଣ୍ଟର ପରବର୍ତ୍ତୀ ପର୍ଯ୍ୟାୟ ଆରମ୍ଭ ହୋଇନାହିଁ, କିନ୍ତୁ ପାକିସ୍ତାନ ବିଶ୍ୱକପ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri