ପୋଲିସକୁ ମଦ ମାଫିଆଙ୍କ ମାଡ ଘଟଣା, ୨୭ ଗିରଫ

ଆର,ଉଦୟଗିରି,୧୬ା୪(ଡି.ଏନ୍‌.ଏ.)- ଅଡବା ପୋଲିସ ବୁଧବାର ପାଟ୍ରୋଲିଂ କରୁଥିବାବେଳେ ବିରିକୋଟ ଗ୍ରାମରେ ଲୋକେ ଜମା ହୋଇଥିବା ଦେଖି ଯାଇଥିଲେ। ସେଠାରେ ଏକ ଜାରରେ ମହୁଲି ମଦ ଭର୍ତ୍ତି ହୋଇଥିବା ଦେଖି ଜବତ କରିବାକୁ ଯିବାବେଳେ ଉପସ୍ଥିତ ମଦ ମାଫିଆମାନେ ଆକ୍ରମଣ କରିଥିଲେ। ଏଥିରେ ଗାଡି ଭାଙ୍ଗିରୁଜି ଯିବା ସହ କେତେଜଣ କର୍ମଚାରୀ ଆହତ ହୋଇଥିଲେ। ଖବର ପାଇ ଅଡବା ଥାନା ଭାରପ୍ରାପ୍ତ ଅଧିକାରୀ ଘଟଣା ସ୍ଥଳରେ ପହଞ୍ଚତ୍ ଅଟକ କର୍ମଚାରୀଙ୍କୁ ଉଦ୍ଧାର କରିବା ସହ ଏକ ମାମଲା ରୁଜୁ କରି ତଦନ୍ତ ଚଳାଇଥିଲେ। ଗୁରୁବାର ସକାଳେ ମୋହନା ଓ ଅଡବା ପୋଲିସ ମିଳିତ ଚଢାଉ କରି ୬ ମହିଳାଙ୍କ ସମେତ ୨୭ ଜଣଙ୍କୁ ଗିରଫ କରିଛନ୍ତି। ସେମାନଙ୍କ ନିକଟରୁ ୪୨୦ ଲିଟର ମହୁଲି ମଦ ପୋଚ ଜବତ କରି ନଷ୍ଟ କରାଯାଇଛି। ତେବେ ମୁଖ୍ୟ ଅଭିଯୁକ୍ତ ଫେରାର ହୋଇଯାଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ନାମାଙ୍କନ ପତ୍ର ଦାଖଲ କଲେ ରଘୁରାମ ପଡାଲ

କୋରାପୁଟ,୨୩।୪(ଅମିତାଭ ବେହେରା): କୋରାପୁଟ ବିଧାନସଭା ଆସନ ନିମନ୍ତେ ବିଜେଡି ପାର୍ଥି ରଘୁରାମ ପଡାଲ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। କୋରାପୁଟ ଉପଜିଲାପାଳ ବେଣୁଧର ଶବରଙ୍କୁ ମଙ୍ଗଳବାର...

କାହିଁକି କଟିଲା ସମୀର ଦାଶଙ୍କ ଟିକେଟ୍‌, ରାଜା ସ୍ବାଇଁଙ୍କ ଭିଡିଓ ଭାଇରାଲ

ପୁରୀ,୨୩।୪: ନିମାପଡାରେ ଦିଲ୍ଲୀପ ନାୟକଙ୍କୁ ବିଜେଡି ଟିକେଟ ଦେବା ପରେ ବିଧାୟକ ସମୀର ଦାଶ ସମର୍ଥକଙ୍କ ଭିତରେ ଅସନ୍ତୋଷ ବଢିବାରେ ଲାଗିଛି । ଏହାରି ଭିତରେ...

ଆତଙ୍କ ଖେଳାଇଛି ଗୋଠଛଡ଼ା ଦନ୍ତା, ୩ ଦିନରେ ଭାଙ୍ଗିଲାଣି ୯ ଘର

ପାଟଣା,୨୩।୪(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ରେଞ୍ଜରେ ୩ ଦିନ ହେବ ଏକ ଗୋଠଛଡ଼ା ଦନ୍ତା ଆତଙ୍କ ଖେଳାଇଛି। ୯ରୁ ଉଦ୍ଧର୍‌ବ ଘର ଭାଙ୍ଗି...

ଆଦିଶକ୍ତି ବେଶରେ ଦର୍ଶନ ଦେଲେ ତାରାତାରିଣୀ

ପୁରୁଷୋତ୍ତମପୁର,୨୩/୪(ସିମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲ୍ଲାର ପ୍ରସିଦ୍ଧ ଆରାଧ୍ୟ ଇଷ୍ଟଦେବୀ ମା ତାରାତାରିଣୀଙ୍କ ଚୈତ୍ର ମଙ୍ଗଳବାର ଯାତ୍ରାର ଉଦ୍‌ଯାପନ ହୋଇଛି। ମଙ୍ଗଳବାର ସାଙ୍ଗକୁ ପୂର୍ଣ୍ଣିମା ପଡିଥିବାରୁୁ ମା’ଙ୍କ...

ଆଗାମୀ ନିର୍ବାଚନରେ ଡବଲ ଇଞ୍ଜିନ ସରକାର ହେବ ଗଠନ:ସୀତାଂଶୁ

ଭଦ୍ରକ,୨୩।୪(ସନାତନ ରାଉତ)- ସାଧାରଣ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ନିର୍ବାଚନ ମଣ୍ଡଳୀରେ ଭାଜପା ତାର ସ୍ଥିତି ମଜଭୁତ କରୁଛି। ଯୁବ ଚେହରା ସୀତାଂଶୁ ଭାଜପା...

ହାଇୱାକୁ ଧକ୍କା ଦେଲା ବାଇକ୍‌: ଚାଲିଗଲା ଫାର୍ମାସିଷ୍ଟଙ୍କ ଜୀବନ

ତିହିଡି,୨୩।୪(ସଞ୍ଜିତ ବଳ): ଭଦ୍ରକ-ଚାନ୍ଦବାଲି ରାଜ୍ୟ ରାଜପଥର ଫତେପୁର ଛକ ନିକଟରେ ଏକ ହାଇୱାକୁ ବାଇକ ଧକ୍କା ଦେଇଛଇ। ଏଥିରେ ଜଣେ ଫାର୍ମାସିଷ୍ଟଙ୍କର ମୃତ୍ୟୁ ଘଟିଥିବା ବେଳେ...

ପାଚିଲା ଧାନ କ୍ଷେତରେ ହାତୀପଲଙ୍କ ଉପଦ୍ରବ:ଚାଷୀ ମୁଣ୍ଡରେ ଚଡକ

ରୂପସା,୨୩।୪(ବାଞ୍ଛାନିଧି ଦେ)ବାଲେଶ୍ବର ଜିଲା ବସ୍ତା ଥାନା ସଦାନନ୍ଦପୁର ପଞ୍ଚାୟତ ଅନ୍ତର୍ଗତ ନାଇକୁଡି ଗ୍ରାମରେ ଝାଡଖଣ୍ତି ହାତୀପଲଙ୍କ ଉପଦ୍ରବ ଦେଖିବାକୁ ମିଳିଛି l ୫୦ରୁ ଊର୍ଦ୍ଧ ଝାଡଖଣ୍ତି...

ଅଶାନ୍ତ ହେଉଛି ହିଞ୍ଜିଳି, ବୁଲିଲା ଖଣ୍ଡା

ହିଞ୍ଜିଳିକାଟୁ, ୨୩।୪(ଦ୍ବିତୀକୃଷ୍ଣ ପଣ୍ଡା): ଦିନକୁ ଦିନ ହିଞ୍ଜିଳି ଅଞ୍ଚଳରେ ଆଇନ ଶୃଙ୍ଖଳା ପରିସ୍ଥିତି ବିଗିଡିବାରେ ଲାଗିଛି। ଅସାମାଜିକ କାର୍ଯ୍ୟକଳାପ ବୃଦ୍ଧି ପାଇବା ସହ ଗୁଣ୍ଡାଗିରି ବଢୁଛି।...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri