ପୋଲିସ, ଅବକାରୀ ବିଭାଗ ଚଢାଉ: ଗଞ୍ଜେଇ ଗଛ ନଷ୍ଟ

ମୋହନା,୨୩ା୧୧(ଡି.ଏନ୍‌.ଏ.)- ଗଜପତି ଜିଲା ମୋହନା ଥାନା ପକ୍ଷରୁ ଶନିବାର ଏସ୍‌ପି ସାରା ଶର୍ମା ଓ ଜିଲାପାଳ ଅନୁପମ ଶାହଙ୍କ ନିର୍ଦ୍ଦେଶକ୍ରମେ ମୋହନା ଥାନା ବାରିଆବନ୍ଧ ନିକଟସ୍ଥ ଜଙ୍ଗଲରେ ଚାଷ ହୋଇଥିବା ଗଞ୍ଜେଇ ଗଛକୁ କାଟି ପୋଡା ଯାଇଥିଲା। ମୋହନା ପୋଲିସ, ଅବକାରୀ ଓ ରାଜସ୍ବ ବିଭାଗର ମିଳିତ ଚଢାଉରେ ୯୧ଏକର ଜମିରେ ଚାଷ ହୋଇଥିବା ଗଞ୍ଜେଇ ଗଛ ନଷ୍ଟ କରାଯାଇଥିଲା। ଯାହାର ଆନୁମାନିକ ମୂଲ୍ୟ ୧୮କୋଟି ୨ଲକ୍ଷ ଟଙ୍କା ହେବବୋଲି ଏସ୍‌ଡିପିଓ ଅଶୋକ ମହାନ୍ତି କହିଛନ୍ତି। ଏଥିରେ ଥାନା ଅଧିକାରୀ ସୁଜିତ ନାୟକ ଓ ପୋଲିସ ଟିମ୍‌ ସାମିଲ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ପାକିସ୍ତାନକୁ ହରାଇ ଭାରତର ଲଗାତର ତୃତୀୟ ବିଜୟ

ଦୁବାଇ,୫ା୯: ମହିଳା ଏସିଆ କପ୍‌ ଟି୨୦ ପ୍ରତିଯୋଗିତାରେ ଶନିବାର ଅନୁଷ୍ଠିତ ମ୍ୟାଚ୍‌ରେ ଭାରତ ୭ ଉଇକେଟରେ ପାକିସ୍ତାନକୁ ପରାସ୍ତ କରିଛି। ପୂର୍ବରୁ ସେମିଫାଇନାଲରେ ସ୍ଥାନ ପକ୍କା କରିଥିବା…

ରାସ୍ତା ପାର୍‌ ହେଉଥିବା ବେଳେ ଧକ୍କା ଦେଲା ଅଜଣା ଗାଡ଼ି, ଚାଲିଗଲା ବୃଦ୍ଧଙ୍କ ଜୀବନ,ପୋଲିସ୍‌ର…

ଦିଗପହଣ୍ଡି,୫/୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ରାୟଗଡ଼ା ୩୨୬ ନମ୍ବର ଜାତୀୟ ରାଜପଥ ଧର୍ମପୁର ଗ୍ରାମ ମୁଖ୍ୟରାସ୍ତାରେ ଶନିବାର ସନ୍ଧ୍ୟାରେ ଏକ ଅଭାବନୀୟ ସଡ଼କ ଦୁର୍ଘଟଣା…

ନେପାଳ ବନ୍ୟା: ୧୩ ଶହ ଟପିଲା ମୃତ୍ୟୁ ସଂଖ୍ୟା, ଏବେ ବି ୫,୦୦୦ ନିଖୋଜ

କାଠମାଣ୍ଡୁ,୫ା୯: ନେପାଳ ବନ୍ୟା ମୃତ୍ୟୁସଂଖ୍ୟା ଦିନକୁ ଦିନ ବଢିବାରେ ଲାଗିଛି। ଶନିବାର ସୁଦ୍ଧା ମୃତ୍ୟୁ ସଂଖ୍ୟା ୧,୩୪୪ରେ ପହଞ୍ଚିଛି। ବନ୍ୟା କ୍ଷତିଗ୍ରସ୍ତ ୮ ଜିଲାରୁ ଅଧିକରୁ ଅଧିକ…

ଚାପୁଡ଼ାର ପ୍ରତିଶୋଧ ନେବାକୁ ଆକ୍ରମଣ! ଗ୍ରାମ୍ୟକମିଟି ସଭ୍ୟଙ୍କୁ ଗୋଡ଼ାଇ ଗୋଡ଼ାଇ ହାଣିଲେ, ୪ ଗିରଫ, ରକ୍ତଭିଜା ଖଣ୍ଡା…

ଦିଗପହଣ୍ଡି,୫। ୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମଳାଭଞ୍ଜା ପଞ୍ଚାୟତ ତିଳେଶ୍ୱର ଗ୍ରାମର ଗ୍ରାମ୍ୟକମିଟି ସଭ୍ୟ ବନମାଳୀ ବିଷୋୟୀଙ୍କ ପୁଅ ପ୍ରେମା ଓରଫ ପ୍ରେମାନନ୍ଦ…

ବରଗଡ଼ରେ ଠିକାଦାରଙ୍କୁ ଅପହରଣ ଘଟଣା: ୪୮ ଘଣ୍ଟାରେ ଅଭିଯୁକ୍ତଙ୍କୁ ଗିରଫ ଦାବି କଲା ବିଜେଡି, ନହେଲେ ଆନ୍ଦୋଳନ…

ବରଗଡ଼,୫।୯ (ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ବିଜେପୁର ନିର୍ବାଚନମଣ୍ଡଳୀରେ ଜଣେ ଠିକାଦାରଙ୍କୁ ଅପହରଣ ଓ ଟେଣ୍ଡର ପ୍ରକ୍ରିୟାକୁ ନେଇ ଉପୁଜିଥିବା ଘଟଣାକୁ ନେଇ ବିଜେଡି ପକ୍ଷରୁ ଶନିବାର…

‘ସମାଜ ଗଠନରେ ଶିକ୍ଷକଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ’

ବଞ୍ଚୋ/ଆନନ୍ଦପୁର,୫ା୯(ପ୍ରଦୋଷ ବିଶ୍ୱାଳ/ଶ୍ରୀଧର ମହାରଣା): କେନ୍ଦୁଝର ଜିଲା ଆନନ୍ଦପୁର ବ୍ଲକ୍‌ ଶିକ୍ଷା ଅଧିକାରୀଙ୍କ କାର୍ଯ୍ୟାଳୟ ପରିସରରେ ଗୁରୁଦିବସ ପାଳିତ ହୋଇଯାଇଛି। ବ୍ଲକ ଶିକ୍ଷା ଅଧିକାରୀ ହରିହର ଦଳେଇଙ୍କ ନେତୃତ୍ୱରେ…

ଜିଲା ଯୁବ କଂଗ୍ରେସ ସଭାପତିରୁ ଓପିସିସି ସମ୍ପାଦକ: ମହମ୍ବଦ ସାହେବଙ୍କୁ ମିଳିଲା ଗୁରୁଦାୟିତ୍ୱ

ଭବାନୀପାଟଣା,୫।୯(ଉତ୍ତମ କୁମାର ଦାଶ): ନିଖିଳ ଭାରତ କଂଗ୍ରେସ କମିଟି (ଏଆଇସିସି) ସଭାପତିଙ୍କ ଅନୁମୋଦନ କ୍ରମେ ଓଡ଼ିଶା ପ୍ରଦେଶ କଂଗ୍ରେସ କମିଟି (ଓପିସିସି) ପାଇଁ କାର୍ଯ୍ୟକାରୀ କମିଟି ଓ…

ଠିକାଦାରଙ୍କ ବିଲ୍‌ କରାଇଦେବାକୁ ନେଉଥିଲେ ଲାଞ୍ଚ; ଭିଜିଲାନ୍ସ ଜାଲରେ ଡ୍ରେନେଜ୍‌ ଏଇ: ଅଫିସ୍‌ ଗାଡ଼ିରୁ ଲକ୍ଷାଧିକ ଟଙ୍କା ଜବତ

କେନ୍ଦ୍ରାପଡ଼ା/ମାର୍ଶାଘାଇ, ୫।୯(ଜଗନ୍ନାଥ ଧଳ/ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): କେନ୍ଦ୍ରାପଡ଼ା ଜିଲା ଡ୍ରେନେଜ୍‌ ଡିଭିଜନ୍‌ର ଆସିଷ୍ଟାଣ୍ଟ ଇଞ୍ଜିନିୟର (ଏଇ) ଅନୁପମା ସାହୁ ଭିଜିଲାନ୍ସ ହାତରେ ଶନିବାର ଧରାପଡ଼ିଛନ୍ତି। ତାଙ୍କ ନିକଟରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri