ପୋଲିସ ଆଇଜିଙ୍କ ବାରିପଦା ଗସ୍ତ

ବାରିପଦା ଅଫିସ,୨୦ା୯- ଉତ୍ତରାଞ୍ଚଳ ପୋଲିସ ଆଇଜି ଦୀପ୍ତେଶ ପଟ୍ଟନାୟକ ଗୁରୁବାର ଦିନିକିଆ ମୟୂରଭଞ୍ଜ ଜିଲା ବାରିପଦା ଗସ୍ତରେ ଆସିଥିଲେ। ଏହି ଅବସରରେ ଜିଲା ପୋଲିସ ମୁଖ୍ୟାଳୟର ସମ୍ମିଳନୀ କକ୍ଷରେ ଆୟୋଜିତ କାର୍ଯ୍ୟକ୍ରମରେ ସେ ପୋଲିସ ଅଧିକାରୀମାନଙ୍କୁ ନୀତି ଓ ନୈତିକତାର ପାଠ ପଢ଼ାଇଥିଲେ। ରାଜ୍ୟ ସରକାରଙ୍କ ଦ୍ୱାରା ନିଆଯାଇଥିବା ସ୍ବତନ୍ତ୍ର କାର୍ଯ୍ୟକ୍ରମ ମୋ ସରକାରର ଉଦ୍ଦେଶ୍ୟ ସମ୍ପର୍କରେ ବିସ୍ତୃତ ଭାବରେ ଅବଗତ କରାଇଥିଲେ। ଏସ୍‌ପି ପରମାର ସ୍ମିଥ ପୁରୁଷୋତ୍ତମଦାସଙ୍କ ସମେତ ଏସଡିପିଓ, ଜିଲାର ସମସ୍ତ ଥାନା ଅଧିକାରୀମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଜନଗଣନା ସର୍ଭେ କରିବାକୁ ଯାଇଥିଲେ ଶିକ୍ଷକ, ଘେରିଗଲେ ମହୁମାଛି: ଆଉ ତା’ପରେ…

ନୂଆପଡ଼ା,୨୦ା୪ (ମକାରୁ ବେମାଲ):ଜନଗଣନା ସର୍ଭେ କାର୍ଯ୍ୟରେ ନିୟୋଜିତ ଜଣେ ଶିକ୍ଷକ ମହୁମାଛି ଆକ୍ରମଣରେ ଗୁରୁତର ହୋଇ ନୂଆପଡ଼ା ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି ହୋଇଛନ୍ତି। ଆହତ ଶିକ୍ଷକ…

‘କବିସୂର୍ଯ୍ୟଙ୍କ ରଚନାବଳୀ ଅତ୍ୟନ୍ତ ମର୍ମସ୍ପର୍ଶୀ ଓ କାଳଜୟୀ’, ଐତିହ୍ୟ ପୂର୍ଣ୍ଣ ଜନ୍ମସ୍ଥାନର ବିକାଶ ପାଇଁ…

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର): କବିସୂର୍ଯ୍ୟ ବଳଦେବ ରଥଙ୍କ ଜନ୍ମମାଟି ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଖମାରିଗାଁ ପଞ୍ଚାୟତ ବିଜୟନଗରଗଡ ଗ୍ରାମରେ ସୋମବାର ବୈଶାଖ ଶୁକ୍ଳ ତୃତୀୟା ତିଥିରେ…

ପଶ୍ଚାତାପ କରୁଛନ୍ତି ମୋଦିଙ୍କୁ ଝାଲମୁଢି ଖୁଆଇଥିବା ଦୋକାନୀ: ଦୁଃଖରେ କହିଲେ, ବଡ଼ ଭୁଲ୍‌ କରିଦେଲି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା

କୋଲକାତା,୨୦।୪: ପଶ୍ଚିମବଙ୍ଗ ବିଧାନସଭା ନିର୍ବାଚନ ପ୍ରଚାର ସମୟରେ ପ୍ରଧାନମନ୍ତ୍ରୀ ମୋଦି ଝାରଗ୍ରାମରେ ‘ଝାଲମୁଢି’ ଖାଇବା ପାଇଁ ଅଟକିଥିବାର ଫଟୋ ଏବଂ ଭିଡିଓ ଏବେ ଘୂରି ବୁଲୁଛି। କିନ୍ତୁ…

ସ୍ବର୍ଗତ ଚାଷୀଙ୍କ ସ୍ତ୍ରୀଙ୍କୁ ସହାୟତାର ହାତ ବଢାଇଲେ ବରିଷ୍ଠ ଆଇନଜୀବୀ, ଦେଲେ ଏତିକି ଲକ୍ଷ ଟଙ୍କା

ଦେବଗଡ,୨୦।୪(ଶଶାଙ୍କ ଶେଖର ଝାଙ୍କର): କୃଷକଙ୍କ ଦୁର୍ଘଟଣା ଜନିତ ମୃତ୍ୟୁରେ ୨ ଲକ୍ଷ ଟଙ୍କା ପ୍ରଦାନ କଲେ ବରିଷ୍ଠ ଆଇନଜୀବୀ। ପବିତ୍ର ଅକ୍ଷୟ ତୃତୀୟା ଅବସରରେ ଜିଲାର ସମାଜ…

କୋର୍ଟ ପରିସରରେ ଯୁବକଙ୍କ ଉନ୍ମତ୍ତ କାଣ୍ଡ, ଖଣ୍ଡାଧରି ଆତଙ୍କିତ…

ଵ୍ରହ୍ମପୁର,୨୦।୪(ସୁବାସ ଚନ୍ଦ୍ର ପାଢ଼ୀ): କୋର୍ଟ ପରିସରରେ ହାତରେ ଖଣ୍ଡା ଧରି ଜଣେ ଯୁବକଙ୍କ ଉନ୍ମତ୍ତ କାଣ୍ଡ । ଲୋକଙ୍କୁ ଗାଳିଗୁଲଜ ସହ ଭୟଭୀତ କରିବା ଅଭିଯୋଗରେ ପୋଲିସ…

ଆସୁଥିଲେ ଅଜା-ନାତି, ଧକ୍କା ଦେଲା ଅଟୋ: ଆଉ ତା’ପରେ ଘଟିଲା…

ଭଞ୍ଜନଗର,୨୦।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ତାରସିଂ ଥାନା ଅନ୍ତର୍ଗତ ଗାଲେରୀ ଗ୍ରାମ ପୂର୍ବରୁ ଏକ ଅଟୋ ଓ ବାଇକ ମଧ୍ୟରେ ସୋମବାର ମୁହାଁମୁହିଁ ଧକ୍କା ହୋଇଛି। ଏଥିରେ…

ଭାରସାମ୍ୟ ହରାଇ ପିଟି ହେଲା ବାଇକ୍, ଗଛରେ ଲାଗିଗଲା ମୁଣ୍ଡର ଖପୁରି

ମୋହନା,୨୦।୪(ମନ୍ମଥ ମିଶ୍ର): ଭାରସାମ୍ୟ ହରାଇ ଗଛକୁ ପିଟି ହେଲା ବାଇକ୍ । ଏଭଳି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି ଗଜପତି ଜିଲା ଅଡବା ଥାନା ଅନ୍ତର୍ଗତ ଡେକାପଙ୍କା…

ପୁଣି ପ୍ରେମାନନ୍ଦ ଜୀ ମହାରାଜଙ୍କ ଶରଣରେ ବିରୁଷ୍କା: ୫ ମାସ ମଧ୍ୟରେ ତୃତୀୟଥର ପାଇଁ…

ନୂଆଦିଲ୍ଲୀ,୨୦।୪: IPL 2026ରେ ଚମତ୍କାର ପ୍ରଦର୍ଶନ କରୁଥିବା RCBର କିମ୍ବଦନ୍ତୀ ବ୍ୟାଟସମ୍ୟାନ ବିରାଟ କୋହଲି IPL ମଝିରୁ ସମୟ ବାହାର କରି କୋହଲି ସ୍ତ୍ରୀ ଅନୁଷ୍କାଙ୍କ ସହିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri