ପୋଲିସ କର୍ମଚାରୀଙ୍କୁ କରୋନା: ଟୁଇଟ୍‌ କରି ସୂଚନା ଦେଲା କମିଶନରେଟ ପୋଲିସ

ଭୁବନେଶ୍ୱର, ୧୯।୫(ବ୍ୟୁରୋ): ଭୁବନେଶ୍ୱରର ଜଣେ ପୋଲିସ କର୍ମଚାରୀ କରୋନା ଆକ୍ରାନ୍ତ ହୋଇଛନ୍ତି। ଏ ନେଇ କମିଶନରେଟ ପୋଲିସ ପକ୍ଷରୁ ମଙ୍ଗଳବାର ଟୁଇଟ୍‌ କରି ସୂଚନା ଦିଆଯାଇଛି। ସମ୍ପୃକ୍ତ କର୍ମଚାରୀ ଛୁଟିରୁ ଫେରିଥିବାରୁ ତାଙ୍କର କରୋନା ପରୀକ୍ଷା ହୋଇଥିଲା। ଏହା ପରେ ସେ କରୋନା ପଜିଟିଭ ଥିବା ଜଣାପଡ଼ିଛି। ସମ୍ପୃକ୍ତ ୩୬ ବର୍ଷୀୟ କର୍ମଚାରୀଙ୍କଠାରେ କୌଣସି ଲକ୍ଷଣ ନ ଥିଲା। ବାହାର ରାଜ୍ୟର ଶ୍ରମିକଙ୍କ ସଂସ୍ପର୍ଶରେ ଆସି ଆକ୍ରାନ୍ତ ହୋଇଥିବା ଜଣାପଡ଼ୁଛି। ଜଣେ କର୍ମଚାରୀ କରୋନା ଚିହ୍ନଟ ପରେ ପ୍ରତିଷେଧକମୂଳକ ବ୍ୟବସ୍ଥା କରାଯାଇଛି। ଏହି ଘଟଣା ପରେ ଅନ୍ୟ ସବୁ କର୍ମଚାରୀଙ୍କ ସ୍ବାସ୍ଥ୍ୟ ପ୍ରତି ନିଘା ରଖାଯାଇଛି। ତେବେ ଆକ୍ରାନ୍ତ ପୋଲିସ କର୍ମଚାରୀଙ୍କୁ କୋଭିଡ କେୟାର ବ୍ୟବସ୍ଥାରେ ରଖାଯାଇଥିବା ଜଣାପଡ଼ିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କ ସ୍ବପ୍ନ ଆଜି ହେବ ସାକାର! ନିଷ୍ପତ୍ତି ନେବେ ଆୟର

ରାଞ୍ଚି,୯।୧୦: ଭାରତ ଓ ୱେଷ୍ଟଇଣ୍ଡିଜ ମଧ୍ୟରେ ଚାଲିଥିବା ପାଞ୍ଚ ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ୍‌ର ଦ୍ୱିତୀୟ ମୁକାବିଲା ଆଜି ରାଞ୍ଚିରେ ଖେଳାଯିବ। ପ୍ରଥମ ମ୍ୟାଚ୍‌ରେ ବିଜୟ ହାସଲ…

ବିକ୍ଷୋଭ ବେଳେ ଦୁଇ କଂଗ୍ରେସ ନେତ୍ରୀଙ୍କ ମଧ୍ୟରେ ମାରପିଟ, ପରସ୍ପରକୁ ମାରିଲେ ଚାପୁଡ଼ା

ନୂଆଦିଲ୍ଲୀ,୯ା୧୦: ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନେଶ କୁମାରଙ୍କ ଇସ୍ତଫା ଏବଂ ଭୋଟର ତାଲିକାର ସ୍ୱତନ୍ତ୍ର ସଘନ ସଂଶୋଧନ (SIR)ରେ ଅନିୟମିତତା ଅଭିଯୋଗକୁ ନେଇ ହରିୟାଣାର ଫରିଦାବାଦରେ ବିରୋଧୀ…

ଭଦ୍ରକର ଏହି ଦୁଇ କଲେଜର ନିର୍ବାଚନ ବାତିଲ

ଭଦ୍ରକ,୯ା୧୦(ସନାତନ ରାଉତ): ଛାତ୍ର ସଂସଦ ନିର୍ବାଚନ ପାଇଁ ଶୁକ୍ରବାର ପ୍ରାର୍ଥିପତ୍ର ଦାଖଲ କରିବା ପାଇଁ ଦିନ ଧାର୍ଯ୍ୟ ହୋଇଥିଲା। କିନ୍ତୁ ଶୁକ୍ରବାର ଭଦ୍ରକ ଜିଲାର ଦୁଇଟି କଲେଜରେ…

କୋହଲିଙ୍କ ଏହି ସ୍କିଲ୍‌ ଚୋରାଇବାକୁ ଚାହୁଁଛନ୍ତି ଅଭିଷେକ: କହୁ କହୁ କହିଦେଲେ ମନର କଥା

ନୂଆଦିଲ୍ଲୀ,୯।୧୦: ଭାରତୀୟ କ୍ରିକେଟ୍‌ର ଯୁବ ତାରକା ଅଭିଷେକ ଶର୍ମା ନିଜ ବିସ୍ଫୋରକ ବ୍ୟାଟିଂ ପାଇଁ ବେଶ ପରିଚିତ। ଛକା ଓ ଚୌକା ବର୍ଷା କରିବାରେ ମାହିର ଏହି…

୧୦ମ-ଯୁକ୍ତ ୨ ଶିକ୍ଷା ପଦ୍ଧତିକୁ ନେଇ କଟକ ଜିଲା ଶିକ୍ଷାଧିକାରୀଙ୍କ ଚାଞ୍ଚଲ୍ୟକର ବୟାନ, ରାଜ୍ୟରେ ଆଲୋଡ଼ନ

କଟକ ସଦର,୯ା୧୦(ସୁଶାନ୍ତ କୁମାର ଜେନା): ସାରା ରାଜ୍ୟରେ ୧୦ମ ଯୁକ୍ତ ୨ ଶିକ୍ଷା ପଦ୍ଧତି ଭୂ-୧୯୮୩ରେ ପ୍ରଚଳନ କରାଯାଇଥିଲା। ସେହିଦିନଠାରୁ ଅଦ୍ୟାବଧି ଏହି ବ୍ୟବସ୍ଥା ଅନୁଯାୟୀ ମାଟ୍ରିକ…

ଛାତ୍ର ସଂସଦ ନିର୍ବାଚନ: ନୋମିନେଶନ ଜାରି

ଭୁବନେଶ୍ୱର,୯ା୧୦: ଛାତ୍ର ସଂସଦ ନିର୍ବାଚନ ନେଇ ରାଜ୍ୟର ବିଭିନ୍ନ କଲେଜରେ ନୋମିନେଶନ ଜାରି ରହିଛି। ଶୁକ୍ରବାର ସକାଳ ୧୦ଟାରୁ ଦିନ ଗୋଟାଏ ଭିତରେ ପ୍ରାର୍ଥୀମାନେ ସେମାନଙ୍କର ନୋମିନେଶନ…

ବଢ଼ିଲା ଶ୍ରମିକଙ୍କ ଭତ୍ତା: ଏଣିକି ଦିନକୁ ମିଳିବ…

ଭୁବନେଶ୍ୱର,୯ା୧୦(ରବିନାରାୟଣ ଜେନା):ରାଜ୍ୟର ବିଭିନ୍ନ ସଂଗଠିତ ଓ ଅଣସଂଗଠିତ କ୍ଷେତ୍ରରେ ନିୟୋଜିତ କର୍ମଜୀବୀଙ୍କ ହିତକୁ ଦୃଷ୍ଟିରେ ରଖି ସରକାର ଗୁରୁବାର ମହଙ୍ଗାଭତ୍ତା ବୃଦ୍ଧି କରିଛନ୍ତି। ଶ୍ରମ ଓ କର୍ମଚାରୀ…

ଜିନ୍‌ ଥେରାପି କ୍ଷେତ୍ରରେ ବିଜ୍ଞାନୀଙ୍କ ବଡ଼ ସଫଳତା, ଦୃଷ୍ଟିହୀନଙ୍କୁ ମିଳିବ ଆଂଶିକ ଦୃଷ୍ଟିଶକ୍ତି

ଲଣ୍ଡନ/ୱାଶିଂଟନ,୯।୧୦: ଆଲୋକ ବ୍ୟବହାର କରି ସ୍ନାୟୁ କୋଷ (ନର୍ଭ ସେଲ୍‌) ଗୁଡ଼ିକୁ ସକ୍ରିୟ ଓ ନିଷ୍କ୍ରିୟ କରିବା ପ୍ରକ୍ରିୟା ଉପରେ ଆଧାରିତ ‘ଓପ୍ଟୋଜେନେଟିକ୍‌ ଥେରାପି’ ଦୃଷ୍ଟିହୀନ ଲୋକଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?