ପୋଲିସ କର୍ମଚାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବି: ଧାରଣାରେ ବସିଲେ ପୂଜା କମିଟି ସଦସ୍ୟ, ଗ୍ରାମବାସୀ

ଆନନ୍ଦପୁର,୧୦।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ସାର୍ବଜନୀନ ଦୁର୍ଗାପୂଜା କମିଟି ପକ୍ଷରୁ ମା’ ଦୁର୍ଗାଙ୍କ ଭସାଣି ଉତ୍ସବ ବୁଧବାର ଅନୁଷ୍ଠିତ ହୋଇଥିଲା। ଏହି ସମୟରେ ଶାନ୍ତିଶୃଙ୍ଖଳା ଦାୟିତ୍ୱରେ ଥିବା ଜନୈକ ପୋଲିସ କର୍ମଚାରୀ କମିଟି ସଦସ୍ୟଙ୍କୁ ଦୁର୍ବ୍ୟବହାର ଏବଂ ଗାଲିଗୁଲଜ କରିଥିବା ଅଭିଯୋଗ ହୋଇଛି। ଏହି ଘଟଣାରେ ପୂଜା କମିଟି ସଦସ୍ୟ ଏବଂ ଆନନ୍ଦପୁରବାସୀ ସଂପୃକ୍ତ ପୋଲିସ କର୍ମଚାରୀଙ୍କ ବିରୋଧରେ ଦୃଢ କାର୍ଯ୍ୟାନୁଷ୍ଠାନ ଦାବିକରି ଗୁରୁବାର ପୂର୍ବାହ୍ନରେ ଥାନା ସମ୍ମୁଖରେ ଧାରଣା ଦେଇଥିଲେ। ଆନନ୍ଦପୁର ଏସ୍‌ଡିପିଓ ବିଦ୍ୟୁତ୍‌ କୁମାର ପଣ୍ଡା ଘଟଣାସ୍ଥଳରେ ପହଞ୍ଚି ଧାରଣାକାରୀଙ୍କ ସହିତ ଆଲୋଚନା କରିଥିଲେ। ପରେ ସମ୍ପୃକ୍ତ ପୋଲିସ କର୍ମଚାରୀ ଏବଂ କମିଟି ସଦସ୍ୟ ବସି ଆପୋଷ ବୁଝାମଣା ପରେ ପରିସ୍ଥିତି ଶାନ୍ତ ପଡ଼ିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ମୋହନାରେ କାଳବୈଶାଖୀ ତାଣ୍ଡବ; ଉଡିଲା ଟିଣ ଛପର, ଘର ଉପରେ ପଡ଼ିଲା ଗଛ

ମୋହନା,୧୨।୬(ମନ୍ମଥ ମିଶ୍ର): ଗଜପତି ଜିଲା ମୋହନା ଅଞ୍ଚଳରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି । ଏହାର ପ୍ରଭାବରେ ଗୋବିନ୍ଦପୁର ଅଞ୍ଚଳରେ ବ୍ୟାପକ କ୍ଷୟକ୍ଷତି ହୋଇଛି । ଗୋବିନ୍ଦପୁର…

ବିନା ଲାଇସେନ୍ସରେ ୯୦୦ରୁ ଅଧିକ ବିମାନ ଉଡ଼ାଣ କରିଛନ୍ତି ଏହି ପାଇଲଟ୍‌, ପୂରା ଘଟଣା ଜାଣିଲେ…

ଅଟାଓ୍ବା,୧୨ା୬: କାନାଡାର ପ୍ରମୁଖ ବିମାନ କମ୍ପାନୀ ଏୟାର କାନାଡା ସହିତ ଜଡ଼ିତ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ପୂର୍ବତନ ବିମାନ ପାଇଲଟ୍‌ ଜେଫ୍ରି ଓ୍ବାଲ ପ୍ରାୟ…

ଜିଲାରେ ବୁଲିଲା ଶିଶୁ ଶ୍ରମିକ ନିରାକରଣ ସଚେତନତା ରଥ: ପତାକା ଦେଖାଇ ଶୁଭାରମ୍ଭ କଲେ ଅତିରିକ୍ତ ଜିଲାପାଳ

ଛତ୍ରପୁର, ୧୨।୬ (ଦିଲ୍ଲୀପ ସାମଲ) : ଜିଲା ଶ୍ରମ ବିଭାଗ ପକ୍ଷରୁ ଶିଶୁ ଶ୍ରମିକ ନିରାକରଣ ନେଇ ଏକ ସଚେତନତା ରଥର ଶୁଭାରମ୍ଭ ହୋଇଯାଇଛି । ଏନେଇ…

ଏଲ ନିନୋର ପ୍ରଭାବରେ କମ୍‌ ବର୍ଷା! ଚିନ୍ତାରେ ପଡିଲେ ଚାଷୀ, ସମସ୍ୟାର ସମାଧାନ ପାଇଁ…

ଛତ୍ରପୁର, ୧୨।୬ (ଦିଲୀପ ସାମଲ): ଗଞ୍ଜାମ ଜିଲାର ଚାଷୀମାନଙ୍କ ମୁଖ୍ୟ ସମସ୍ୟାର ସମାଧାନ ନିମନ୍ତେ ଋଷିକୁଲ୍ୟା ରୟତ ମହାସଭାର ଆହ୍‌ବାନକ୍ରମେ ଏକ ସଭା ଜିଲାପାଳଙ୍କ ସମ୍ମିଳନୀ କକ୍ଷରେ…

ପୁଣି ବଢ଼ିଲା ସୁନା ଦର:୨୨ କ୍ୟାରେଟ ସୁନା ଦର ଏବେ…

ଭୁବନେଶ୍ୱର,୧୨।୬: ଲଗାତାର ୨ ଦିନ ହ୍ରାସ ପାଇବା ପରେ ପୁଣି ବଢ଼ିଛି ସୁନା ଦର। ୨୪ କ୍ୟାରେଟ ସୁନା ଦର ୧୦ ଗ୍ରାମ ପିଛା ୨ ହଜାର…

ଓଡ଼ିଶା ପାଇଁ ଗୌରବ ଆଣିଲେ ସୁଦର୍ଶନ ପଟ୍ଟନାୟକ: ପ୍ରଥମ ଭାରତୀୟ ଭାବେ ଜିତିଲେ…

ଭୁବନେଶ୍ୱର,୧୨।୬: ପ୍ରସିଦ୍ଧ ବାଲୁକା ଶିଳ୍ପୀ ପଦ୍ମଶ୍ରୀ ସୁଦର୍ଶନ ପଟ୍ଟନାୟକ ଇତିହାସ ରଚିଛନ୍ତି। ସେ ରୁଷିଆନ ଗ୍ରାଣ୍ଡ ସ୍ୟାଣ୍ଡ ମାଷ୍ଟର କପ-୨୦୨୬ ବିଜେତା ହୋଇଛନ୍ତି। ପ୍ରଥମ ଭାରତୀୟ ବାଲୁକା…

ଏନଏସ୍‌ଏସ୍‌ ରାଜ୍ୟସ୍ତରୀୟ ପୁରସ୍କାର ପାଇଁ ମନୋନୀତ ହେଲେ ଅଭିଶେଖ, ବିଭିନ୍ନ ମହଲରୁ ଛୁଟୁଛି ଶୁଭେଚ୍ଛାର ସୁଅ

ଭବାନୀପାଟଣା,୧୨।୬(ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ଭବାନୀପାଟଣା ସ୍ଥିତ ମା’ ମାଣିକେଶ୍ୱରୀ ବିଶ୍ୱବିଦ୍ୟାଳୟର ଏନଏସଏସ ଛାତ୍ର ଅଭିଶେଖ ମହାପାତ୍ର ଶ୍ରେଷ୍ଠ ସ୍ବେଚ୍ଛାସେବୀ ଭାବେ ରାଜ୍ୟସ୍ତରୀୟ ପୁରସ୍କାର ପାଇଁ…

ପୁଣି ମହାପ୍ରଭଙ୍କୁ ଅସମ୍ମାନ, ଶାଢ଼ିରେ ଜଗନ୍ନାଥଙ୍କ ଚିତ୍ର ଦେଖି ତେଜିଲା ଅସନ୍ତୋଷ

ଭୁବନେଶ୍ୱର,୧୨ା୬: ପୁଣି ମହାପ୍ରଭୁ ଜଗନ୍ନାଥଙ୍କୁ ଅସମ୍ମାନ କରାଯାଇଛି। ଶାଢ଼ିରେ ମହାପ୍ରଭୁଙ୍କ ଚିତ୍ର ଥିବା ସୋସିଆଲ ମିଡିଆରେ ବିଜ୍ଞାପନ ଭାଇରାଲ ହେଉଛି। ଶାଢ଼ି କାନିରେ ତିନି ରଥ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri