ପୋଲିସ କାର୍ଯ୍ୟାନୁଷ୍ଠାନ ଭୟ, ରାସ୍ତା ଶୁନ୍‌ଶାନ୍‌

ରାଇକିଆ ୨୬।୩(ଡି ଏ ନ ଏ)- ସମଗ୍ର ଦେଶରେ ଲକ୍‌ ଡାଉନ ପରେ କନ୍ଧମାଳ ଜିଲା ରାଇକିଆ ଅଞ୍ଚଳରେ ନିରବତା ଦେଖା ଦେଇଛି। ସକାଳ ୭ଟାରୁ ୧୧ଟା ପର୍ଯ୍ୟନ୍ତ କିଛିମାତ୍ରାରେ ଲୋକେ ଅତ୍ୟାବଶ୍ୟକ ସାମଗ୍ରୀ ପାଇଁ ଘରୁ ବାହାରୁ ଥିବାବେଳେ ଦିନ ତମାମ ରାସ୍ତାରେ ନିରବତା ଛାଇଯାଉଛି। ଦିନ ଏଗାରଟା ପରେ ଲୋକଙ୍କୁ ରାସ୍ତାରେ ଦେଖିଲା ମାତ୍ରେ ମାଡ଼ ଯୋଗୁ ରାସ୍ତା ଘାଟ ସମୂର୍ଣ୍ଣ ଶୁନ୍‌ଶାନ୍‌ ରହିଛି। କୌଣସି ଯାନବାହନ ଚଳାଚଳ କରୁନି ଏପରିକି ସାଇକେଲ, ଦୁଇଚକିଆ ଯାନଟିଏ ମଧ୍ୟ ରାସ୍ତାରେ ଦେଖିବାକୁ ମିଳୁନି। କେବଳ ଜରୁରୀ ଥିଲେ ହେଁ କଁାଭଁା ଲୋକ ପଦାକୁ ବାହାରୁଛନ୍ତି। ମାତ୍ର ଏଥିପାଇଁ ଯଥେଷ୍ଟ ପ୍ରମାଣ ଦେଖାଇବାକୁ ପଡୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀରରେ ଚାଞ୍ଚଲ୍ୟ; ନାବାଳକଙ୍କ ଛୁରା ମାଡ଼ରେ ଆଉ ଜଣେ ନାବାଳକ ମୃତ, କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

ବଲାଙ୍ଗୀର,୨୬।୮(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଆଗଲପୁର ଥାନା ରୋତ ଗାଁରେ ଚାଞ୍ଚଲ୍ୟ । ନାବାଳକଙ୍କୁ ଛୁରି ଭୁସି ହତ୍ୟା କଲେ ନାବାଳକ । ମୃତକ ହେଲେ…

ଜି.ଉଦୟଗିରିରେ ମହମ୍ମଦଙ୍କ ଜୟନ୍ତୀ, ସମାଜର ଅନ୍ଧବିଶ୍ୱାସ ଦୂର କରିବା ନେଇ…

ଜି.ଉଦୟଗିରି,୨୬ା୮(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଜିଲା ଜି.ଉଦୟଗିରି ଅଞ୍ଚଳର ମୁସଲମାନ ସମ୍ପ୍ରଦାୟ ପକ୍ଷରୁ ବୁଧବାର ମହମ୍ମଦଙ୍କ ଜନ୍ମଦିନ ଅବସରରେ ଶାନ୍ତି ପଦଯାତ୍ରା ଓ ଧାର୍ମିକ ସଭା…

ଜିଲାରେ ବାଲ୍ୟ ବିବାହ ସମ୍ପୂର୍ଣ୍ଣ ବନ୍ଦ ପାଇଁ ନିଆଯିବ କଠୋର ପଦକ୍ଷେପ, ଶିଶୁକନ୍ୟା ମୃତ୍ୟୁହାର କମାଇବାକୁ…

ଛତ୍ରପୁର,୨୬ା୮(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମିଳନୀ କକ୍ଷରେ ଅତିରିକ୍ତ ଜିଲାପାଳ (ରାଜସ୍ବ) ଦେବଦତ୍ତ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଶିଶୁକନ୍ୟା…

ବୋମା ଗିଳିଦେଲା ଷଣ୍ଢ, ଚାଲିଗଲା ଜୀବନ

ବାଙ୍କୀ,୨୬ା୮(ଶୁଭେନ୍ଦୁ ମହାପାତ୍ର): ବାର୍‌ହା ଶିକାର ପାଇଁ ଖଞ୍ଜା ହୋଇଥିଲା ବୋମା। କିନ୍ତୁ ବାର୍‌ହା ବଦଳରେ ଶିକାର ସାଜିଲା ଷଣ୍ଢ। ଏମିତି ଅଭାବନୀୟ ଘଟଣା ଦେଖିବାକୁ ମିଳିଛି କଟକ…

ସ୍ବାମୀଜୀଙ୍କ ଲକ୍ଷ୍ୟ କାର୍ଯ୍ୟକାରୀ କରିବ ବିଶ୍ୱ ହିନ୍ଦୁ ପରିଷଦ: ଅକ୍ଟୋବର ୩୦ରେ…

ଭଞ୍ଜନଗର, ୨୬।୮(ବାବୁଲା ପ୍ରଧାନ):ସ୍ବାମୀ ଲକ୍ଷ୍ମଣାନନ୍ଦ ସରସ୍ବତୀଙ୍କ ଅଧୁରା ଲକ୍ଷ୍ୟକୁ ବିଶ୍ୱ ହିନ୍ଦୁ ପରିଷଦ କାର୍ଯ୍ୟକାରୀ କରିବ ବୋଲି ଘୁମୁସର ଜିଲା ବିଶ୍ୱ ହିନ୍ଦୁ ପରିଷଦ ପକ୍ଷରୁ କୁହାଯାଇଛି।…

ପୂର୍ବତନ ବ୍ଲକ ଅଧ୍ୟକ୍ଷଙ୍କ ପରଲୋକ: ଖେଳିଗଲା ଶୋକର ଛାୟା

କର୍ଲାମୁଣ୍ଡା,୨୬।୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ପୂର୍ବତନ ବ୍ଲକ ଅଧ୍ୟକ୍ଷ ଉତ୍କଳମଣି ସାହୁଙ୍କ ବୁଧବାର ଭୋର ପ୍ରାୟ ୪ଟା ସମୟରେ ୭୫ ବର୍ଷ ବୟସରେ…

ଶ୍ରୀମନ୍ଦିର ପରିସରରେ ଦୁଇ ଭକ୍ତ ଗୋଷ୍ଠୀ ମଧ୍ୟରେ ହାତାହାତି

ପୁରୀ,୨୬ା୮(ଅଜିତ କୁମାର ମହାନ୍ତି): ଶ୍ରୀମନ୍ଦିର ପରିସରରେ ବୁଧବାର ସକାଳେ ସମୟରେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଦର୍ଶନକୁ ନେଇ ଦୁଇ ଗୋଷ୍ଠୀ ଭକ୍ତଙ୍କ ମଧ୍ୟରେ ହାତାହାତି…

ପିଏମ୍‌ ସୂର୍ଯ୍ୟଘର ଯୋଜନା: ସବ୍‌ସିଡି ଅର୍ଥ ବ୍ୟାଙ୍କ ଖାତାକୁ ଆସିବା ପାଇଁ ମନ୍ତ୍ରୀଙ୍କୁ ଗୁହାରି

କଟକ ସଦର,୨୬ା୮(ସୁଶାନ୍ତ କୁମାର ଜେନା): କଟକ ସଦର ନିର୍ବାଚନ ମଣ୍ଡଳୀରେ ପିଏମ୍‌ ସୂର୍ଯ୍ୟଘର ଯୋଜନା ଆଖି ଦୃଶିଆ ଅଗ୍ରଗତି ହୋଇପାରୁ ନ ଥିବାରୁ ଉପମୁଖ୍ୟମନ୍ତ୍ରୀ ତଥା ବିଦ୍ୟୁତ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri