ଚିକିଟି,୩୧ା୧(ଡି.ଏନ.ଏ.)- ବ୍ରହ୍ମପୁର ପୋଲିସ ଜିଲା କେ.ନୂଆଗାଁ ଥାନା ଅନ୍ତର୍ଗତ ଚିକିଟି ଅଞ୍ଚଳରେ ଗୁରୁବାର ମଧ୍ୟାହ୍ନରେ ଜଣେ ବୃଦ୍ଧ ଲୁଟର ଶିକାର ହୋଇଛନ୍ତିି ା ସେ ହେଲେ ଗୋଳନ୍ଥରା ଥାନା ଅନ୍ତର୍ଗତ ବଇରିବାଡ ଗ୍ରାମର ପି.ଦଣ୍ଡ। ପୋଲିସ ପରିଚୟ ଦେଇ ଦୁର୍ବୃତ୍ତମାନେ ତାଙ୍କଠାରୁ ସୁନାଚେନ୍ ଓ ମୁଦି ଲୁଟି ନେଇଛନ୍ତି। ପି.ଦଣ୍ଡ ସ୍କୁଟର ଯୋଗେ ଚିକିଟି ବଜାରକୁ ଆସୁଥିଲେ। ଜନଗହଳିପୂର୍ଣ୍ଣ ସ୍ଥାନରେ ବାଇକ୍ରେ ଆସିଥିବା ୨ ଦୁର୍ବୃତ୍ତ ନିଜକୁ ପୋଲିସ୍ ପରିଚୟ ପି. ଦଣ୍ଡ ପିନ୍ଧିଥିବା ଚେନ ଓ ମୁଦି ସାଇତି ରଖିବାକୁ ତାଙ୍କୁ କହିଥିଲେ। ପି. ଦଣ୍ଡ ଚେନ ମୁଦି କାଢ଼ିିବା ବେଳେ ଦୁର୍ବୃତ୍ତ କୌଶଳକ୍ରମେ ତାହାକୁ ଲୁଟିନେଇ ଏକ କଳା ରଙ୍ଗର ବାଇକରେ ଚମ୍ପଟ ମାରିଥିଲେ ା ଲୁଟର ଶିକାର ହୋଇଥିବା ପି.ଦଣ୍ଡ ଏ ନେଇ କେ. ନୂଆଗାଁ ଥାନାରେ କରିଥିଲେ। ପୋଲିସ ନଂ.୨୦/୨୦୨୦ରେ ମାମଲା ରୁଜୁ କରଛି। ଥାନା ଅଧିକାରୀ ମାଧବନନ୍ଦ ନାୟକ ଘଟଣାସ୍ଥଳରେ ପହଞ୍ଚି ପ୍ରତ୍ୟେକ ଦୋକାନର ସିସିଟିଭି ଫୁଟେଜ ଯାଞ୍ଚ କରିଥିଲେ ମଧ୍ୟ ଲୁଟେରାଙ୍କ କୌଣସି ସନ୍ଧାନ ମିଳିନି। ପ୍ରଥମ ଥର କେ.ନୂଆଗାଁ ଥାନା ଏପରି ଘଟଣା ଘଟିଥିବାରୁ ଅଞ୍ଚଳରେ ଚାପା ଉତ୍ତେଜନା ପ୍ରକାଶ ପାଇଛି ା
Posted inଆମ ଜିଲା ଖବର, ଗଞ୍ଜାମ View All
ହୀରାକୁଦରେ ବନ୍ଦ ହେଲା ୮ ଗେଟ୍, ୭ ଗେଟ୍ରେ ହେଉଛି ବନ୍ୟାଜଳ ନିଷ୍କାସନ
ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ହୀରାକୁଦ ଜଳଭଣ୍ଡାରକୁ କ୍ରମଶଃ ବନ୍ୟାଜଳ ପ୍ରବେଶ ପରିମାଣ ହ୍ରାସ ପାଇବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଶୁକ୍ରବାର ଜଳଭଣ୍ଡାରର ୨ ପର୍ଯ୍ୟାୟରେ ୮ ସ୍ଲୁଇସ୍…
ଚାଷ କାମ ଚାଲିଥିବା ବେଳେ ବଜ୍ରପାତ: ଜଣେ ମୃତ ଜଣେ ଗୁରୁତର
ମହାକାଳପଡ଼ା, ୨୧।୮ (ପ୍ରତାପ ଚନ୍ଦ୍ର ସ୍ୱାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଅଧୀନ ଯଦୁପୁର ପଞ୍ଚାୟତର ଯଦୁପୁର ଖସାଡ଼ି ଗ୍ରାମ ନିକଟରେ ଚାଷ ଜମିରେ ବେଉଷଣ କାମ…
ଗ୍ରାମ୍ୟ ରାସ୍ତା ମରାମତି ପାଇଁ ସରପଞ୍ଚଙ୍କ ଦାବି: ଜିଲାପାଳଙ୍କୁ ସ୍ମାରକପତ୍ର
ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ କଇଠଖଣ୍ଡି ପଞ୍ଚାୟତ ସରପଞ୍ଚ ମନୋରଞ୍ଜନ ଗୌଡ଼ କଇଠଖଣ୍ଡି ଏବଂ ବୋରିପଦର ଗ୍ରାମ ଖାଲଖମା ରାସ୍ତା ଗୁଡ଼ିକୁ ତୁରନ୍ତ…
ଜନ୍ମଦିନରେ ଭାସିଯାଇ ଥିଲେ ଯୁବକ, ଦିନକ ପରେ ମିଳିଲା…
ସମ୍ବଲପୁର,୨୧ା୮(ପ୍ରମୋଦ ବହିଦାର): ସମ୍ବଲପୁର ଧନୁପାଲି ଥାନା ଅନ୍ତର୍ଗତ ମାନେଶ୍ୱରସ୍ଥିତ ମାଳତୀଯୋରରେ ଭାସିଯାଇ ନିଖୋଜ ପ୍ରବାସୀ ଶ୍ରମିକ ପ୍ରକାଶ ସରଣ(୨୧)ଙ୍କ ମୃତଦେହକୁ ମାନେଶ୍ୱରର ଅଗ୍ନିଶମ ବାହିନୀ ଶୁକ୍ରବାର ଉଦ୍ଧାର…
ନଦୀରୁ ଦଳ କାଢ଼ିବା ବେଳେ ଅଘଟଣ, ଜଣେ ମୃତ, ଜଣେ ଗୁରୁତର
କେନ୍ଦ୍ରାପଡ଼ା, ୨୧।୮ (ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ବ୍ଲକ ସଦର ଥାନା ଅନ୍ତର୍ଗତ ମାଲୁଅ ନିକଟସ୍ଥ ଗୋବରୀ ନଦୀରେ ଶୁକ୍ରବାର ଏକ ଅଘଟଣ ଘଟିଛି। ନଦୀରେ ବନ୍ୟାଜଳର ସ୍ରୋତ…
ତପ୍ତପାଣି ରେ ମା ‘ କନ୍ଧୁଣୀ ଦେବୀ ଙ୍କୁ ଦର୍ଶନ କଲେ ବିଧାନସଭା ଗୃହ କମିଟି
ଦିଗପହଣ୍ଡି,୨୧|୮(ଅଶେଷ ନାଥ ମିଶ୍ର): ରାଜ୍ୟ ବିଧାନସଭା ଗୃହ କମିଟି(ଉପସ୍ଥାପନ) ବ୍ରହ୍ମପୁର ଠାରୁ ଭାୟା ଦିଗପହଣ୍ଡି ଦେଇ ଶୁକ୍ରବାର ପୂର୍ବାହ୍ନ ପ୍ରାୟ ୧୧ ଟାରେ ଗଞ୍ଜାମ – ଗଜପତି…
ବନ୍ୟାରେ ବନ୍ୟଜନ୍ତୁ ଗାଁ ମୁହାଁ : ଦୁଇ ଜଣଙ୍କୁ ଆକ୍ରମଣ କଲା ବାରହା
ରାଜନଗର, ୨୧।୮ (ଭାସ୍କର ରାଉତରାୟ): ଭିତରକନିକା ଜଙ୍ଗଲରୁ ବନ୍ୟାଜଳରେ ଭାସି ଆସିଥିବା ଏକ ଜଙ୍ଗଲୀ ବାରହା ଶୁକ୍ରବାର ମଧ୍ୟାହ୍ନରେ ଓସ୍ତିଆ ପଞ୍ଚାୟତର ବନ୍ଧପଟଣା ଗାଁରେ ପଶି ଆତଙ୍କ…
ନିଯୁକ୍ତି ମେଳାରେ ୧୩୭ ପ୍ରାର୍ଥୀ ଚୟନ
କୋରାପୁଟ,୨୧ା୮(ଅମିତାଭ ବେହେରା): ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ (ସିୟୁଓ) ପକ୍ଷରୁ ବୋର୍ଡ ଅଫ ପ୍ରାକ୍ଟିକାଲ ଟ୍ରେନିଂ (ଇଷ୍ଟର୍ଣ୍ଣ ରିଜିଅନ) ସହଯୋଗରେ ସୁନାବେଡ଼ାସ୍ଥିତ ବିଶ୍ୱବିଦ୍ୟାଳୟ ପରିସରରେ ସ୍ନାତକ ଛାତ୍ରୀଛାତ୍ରଙ୍କ ପାଇଁ…
Archives

