ପୋଲିସ ମହାନିର୍ଦ୍ଦେଶକଙ୍କ କେନ୍ଦ୍ରାପଡ଼ା ଗସ୍ତ

କେନ୍ଦ୍ରାପଡା ଅଫିସ୍‌, ୫ା୪- ପୋଲିସ ମହାନିର୍ଦ୍ଦେଶକ ଅଭୟ ରବିବାର ମଧ୍ୟାହ୍ନରେ କେନ୍ଦ୍ରାପଡା ଜିଲା ଗସ୍ତ କରିଛନ୍ତି । ଏହି ଅବସରରେ ସେ ଜିଲାର ଆଇନ ଶୃଙ୍ଖଳା ସମ୍ପର୍କରେ ସମୀକ୍ଷା ସହ ପୋଲିସ ବାରାକ ଓ ସହରର ମଧ୍ୟରେ ପୋଲିସ ବ୍ୟବସ୍ଥାକୁ ଅନୁଧ୍ୟାନ କରିଥିଲେ । ଏଥିସହ କରୋନା ଭୂତାଣୁ ସଂକ୍ରମଣରୁ ବତ୍ତିବା ପାଇଁ ଜିଲା ପୋଲିସକୁ ସଚେତନ କରିଥିବା ବିଭାଗ ପକ୍ଷରୁ ସୂଚନା ମିଳିଛି । ସମୀକ୍ଷା ସମୟରେ କେନ୍ଦ୍ରାପଡ଼ା ଏସ୍‌ପି ନୀତିଶେଖର ଓ ଜିଲା ପୋଲିସର ବରିଷ୍ଠ ଅଧିକାରୀମାନେ ଉପସ୍ଥିତ ଥିଲେ । ସୂଚନାଯୋଗ୍ୟଯେ, କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ସାରା ଦେଶ ୨୧ ଦିନିଆ ତାଲାବନ୍ଦ ହୋଇଛି । ଇତିମଧ୍ୟରେ ଜିଲାକୁ ୫୯୧ ଜଣ ବିଦେଶରୁ ଓ ୮୮୩୮ ଜଣ ରାଜ୍ୟ ବାହାରୁ ଆସିଛନ୍ତି । ଏହି ତାଲାବନ୍ଦ ଆଇନକୁ ଉଲ୍ଲଘଂନ କରିଥିବାରୁ ୫୫ଟି ମାମଲା ରୁଜୁ କରାଯାଇ ୯୨ ଅଭିଯୁକ୍ତଙ୍କ ନାମରେ ମାମଲା ରୁଜୁ ହୋଇଛି । ୪୨ ବାଇକ, ୬ଟି ୪ଚକିଆ ଯାନ ଓ ୨ଟି ଅଟୋ ଜବତ ହୋଇଛି । ଏଥିସହ ମୋଟ ୨୫ ହଜାର ଟଙ୍କା ଜବତ କରାଯାଇଥିବା ସୂଚନା ମିଳିଛି ।


Enter your email to get our daily news in your inbox.

All Right Reserved By Dharitri.Com

ତାରାତାରିଣୀ କଲେଜରେ ତ୍ରିମୁଖୀ ଲଢ଼େଇ: ନାମାଙ୍କନ ପ୍ରତ୍ୟାହାର କଲେ ସଭାପତି ପ୍ରାର୍ଥୀ ଅଙ୍କିତ ପ୍ରଧାନ, ମଇଦାନରେ ଅଛନ୍ତି…

ପୁରୁଷୋତ୍ତମପୁର,୧୦ା୧୦(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ତାରାତାରିଣୀ କଲେଜ ଛାତ୍ର ସଂସଦ ନିର୍ବାଚନକୁ ନେଇ କ୍ୟାମ୍ପସରେ ରାଜନୈତିକ ଉଷ୍ଣତା ବଢ଼ିଛି। ଶନିବାର ପ୍ରାର୍ଥିପତ୍ର ପ୍ରତ୍ୟାହାର ଦିବସରେ ସଭାପତି…

ଉଠୁଛି ପଡୁଛି ସାରାଦେଶ: ଜ୍ଞାନେଶ କୁମାରଙ୍କ ଇସ୍ତଫା ଦାବିରେ ବି ବରଗଡ଼ରେ ତୀବ୍ର ଆନ୍ଦୋଳନ

ବରଗଡ଼,୧୦ା୧୦(ପ୍ରେମାନନ୍ଦ ଖମାରୀ): ଭୋଟ୍‌ ଚୋରି ଅଭିଯୋଗ ନେଇ ସାରାଦେଶ ଉଠୁଛି ଓ ପଡୁଛି। ଏଭଳି ଅଭିଯୋଗ ନେଇ ମୁଖ୍ୟ ନିର୍ବାଚନ କମିଶନର ଜ୍ଞାନଶ କୁମାରଙ୍କ ଇସ୍ତଫା ଦାବିରେ…

ମଦଭାଟି ବିରୋଧରେ ମହିଳାଙ୍କ ମହାବିଦ୍ରୋହ: ଭାଙ୍ଗିଲେ ଭାଟି

ଅମରପାଲି, ୧୦।୧୦ (ପୀତାମ୍ବର ସାହୁ): ମଦମୁକ୍ତ ଗାଁ ଗଠନ ଦାବିରେ ତେଜିଲା ଜନଆକ୍ରୋଶ। ମଦର କୁପ୍ରଭାବରେ ଗ୍ରାମର ସାମାଜିକ ପରିବେଶ ନଷ୍ଟ ହେଉଥିବା ଅଭିଯୋଗ କରି ଶେଷରେ…

ଆମ୍ବୁଲାନ୍ସରେ ନିଆଁ ଲାଗିବା ଘଟଣା: ସାମ୍ନାକୁ ଆସିଲା ସତ, ସବୁ ବଖାଣିଲେ ଡ୍ରାଇଭର

ଉଦଳା,୧୦ା୧୦(ସନ୍ତୋଷ ବାଛିନୀ): ମୟୂରଭଞ୍ଜ ଜିଲା ଉଦଳା ମେଡିକାଲ ଭିତରେ ଆମ୍ବୁଲାନ୍ସ ଅଗ୍ନିକାଣ୍ଡ ହେବା ପଛର ସତ ଆସିଲା ସାମ୍ନାକୁ। ଉକ୍ତ ଆମ୍ବୁଲାନ୍ସର ଡ୍ରାଇଭର ଏମଭିଆଇଙ୍କ ଆଗରେ ବଖାଣିଲେ…

ବାଇକ୍ ଧକ୍କାରେ ବୃଦ୍ଧ ଗୁରୁତରଚିକିତ୍ସା ଦାବିରେ ରାସ୍ତାରୋକ

ଚିକିଟି, ୧୦/୦୯/୨୦୨୬ (ପ୍ରକାଶ ଚନ୍ଦ୍ର ସାହୁ): ବ୍ରହ୍ମପୁର ପୋଲିସ ଜିଲା ଅନ୍ତର୍ଗତ କେ. ନୂଆଗାଁ ଥାନା ଅଧୀନ ଚିକିଟି ଫାଣ୍ଡି ଅଞ୍ଚଳର ଓଳପୁର ଛକ ନିକଟରେ ଶନିବାର…

ଛାତ୍ର ସଂସଦ ନିର୍ବାଚନକୁ ନେଇ ଉତ୍ତେଜନା: ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଛୁରାମାଡ଼

ନବରଙ୍ଗପୁର, ୧୦/୧୦ (ସନ୍ତୋଷ ସନ୍ତୋଷ): ଉମରକୋଟରେ କଲେଜ ନିର୍ବାଚନକୁ କେନ୍ଦ୍ର କରି ଉତ୍ତେଜନା ଦେଖାଦେଇଛି। ଦୁଇ ଅଣଛାତ୍ର ଗୋଷ୍ଠୀ ମଧ୍ୟରେ ଗଣ୍ଡଗୋଳ ପରେ ଦୀପକମଲ ମହାପାତ୍ର ନାମକ…

ନାଗସାପ ସହ ରିଲ୍ସ କରିବାବେଳେ ମାରିଲା ଚୋଟ, ଚାଲିଗଲା ଯୁବକଙ୍କ ଜୀବନ

ପୁରୀ,୧୦ା୧୦(ଅଜିତ୍‌ କୁମାର ମହାନ୍ତି): ସୋସିଆଲ ମିଡିଆରେ ରିଲ୍ସ କରିବା ନିଶା ଜଣେ ଯୁବକଙ୍କ ପାଇଁ ମହଙ୍ଗା ପଡ଼ିଛି। ନାଗ ସାପକୁ ଧରି ରିଲ୍ସ କରୁଥିବା ବେଳେ ସାପ…

ବିଶ୍ୱ ଦରବାରରେ ଓଡ଼ିଆ ପୁଅ: ଜାପାନରେ ପ୍ରଶଂସିତ ହୋଇ ଜନ୍ମମାଟି ପାଇଁ ଗୌରବ ଆଣିଲେ ଗୋଡ଼ଭଗାର ଡାକ୍ତର ଅଭିଷେକ

ଅତାବିରା,୧୦ା୧୦(ଯୁଧିଷ୍ଠିର ମହାପାତ୍ର): ବରଗଡ଼ ଜିଲା ଅତାବିରା ବ୍ଲକ ଗୋଡ଼ଭଗାର ଡା. ଅଭିଷେକ ନାଏକ। ଜନ୍ମମାଟି ପାଇଁ ଆଣିଛନ୍ତି ଗର୍ବ ଓ ଗୌରବ। ସେ ବିଏଚ୍‌ୟୁସ୍ଥିତ ଇନ୍‌ଷ୍ଟିଚ୍ୟୁଟ ଅଫ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?