ପୋଲିସ ଶହୀଦ ଦିବସ: ଲୋକଙ୍କ ହିତରେ କାର୍ଯ୍ୟ କରିବାକୁ ଏସ୍‌ପିଙ୍କ ପରାମର୍ଶ

ଭଦ୍ରକ ଅଫିସ,୨୧।୧୦: ଭଦ୍ରକ ଜିଲା ଚରମ୍ପା ରିଜର୍ଭ ପୋଲିସ ପଡ଼ିଆରେ ଜିଲା ପୋଲିସ ପକ୍ଷରୁ ୬୦ତମ ଶହୀଦ ଦିବସ ପାଳିତ ହୋଇଯାଇଛି I ଏସ୍‌ପି ରାଜେଶ ପଣ୍ଡିତ ମିଳିତ ପ୍ୟାରେଡ୍‌ରେ ଅଭିବାଦନ ଗ୍ରହଣ କରିଥିଲେ। ଶହୀଦଙ୍କ ବଳିଦାନ ଉପରେ ବ୍ୟକ୍ତବ୍ୟ ରଖିବା ସହ ଲୋକଙ୍କ ହିତରେ କାର୍ଯ୍ୟ କରିବାକୁ ସେ ପରାମର୍ଶ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଶୁଭିଲା ପ୍ରଚଣ୍ଡ ଶବ୍ଦ : ହଠାତ୍‌ ଘର କାନ୍ଥ ଫାଟି ଆଁ କରିଲା, ଜୀବନ ବିକଳରେ ଦୌଡ଼ି ଆସିଥିଲେ ପରିବାର ଲୋକେ

ଆନନ୍ଦପୁର, ୨୩।୫(ସୁଶାନ୍ତ କୁମାର ସାହୁ): କେନ୍ଦୁଝର ଜିଲାରୁ ଲୁହାପଥର ଚାଲାଣ ପାଇଁ ଜେଏସଡବ୍ଲୁ କମ୍ପାନୀ ପକ୍ଷରୁ ଏମ୍ପ୍ରୋକନ ଠିକା ସଂସ୍ଥା ଦ୍ୱାରା ୨୦ ନମ୍ବର ଜାତୀୟ ରାଜପଥ…

ବିଧାୟକ ରଣେନ୍ଦ୍ରଙ୍କ ଗାଡ଼ିକୁ ଅଣ୍ଡାମାଡ଼: ତା’ପରେ ଘଟିଲା…

ତିଗିରିଆ,୨୩ା୫(ଜାଫର ଖାଁ): କଟକ ଜିଲା ତିଗିରିଆ ପଞ୍ଚାୟତର ସମିତି ବୈଠକରେ ଯୋଗଦେବାକୁ ବିଧାୟକ ରଣେନ୍ଦ୍ର ପ୍ରତାପ ସ୍ବାଇଁ ଆସୁଥିବାବେଳେ ପାଞ୍ଚଗଁା ଛକରେ ତାଙ୍କୁ ବିରୋଧ କରାଯାଇଛି। କେତେଜଣ…

ନାବାଳକଙ୍କୁ ଅସଦାଚରଣ: ପଡୋଶୀ ଘରର ନାବାଳକଙ୍କୁ ଘରକୁ ଡାକି….

ବଲାଙ୍ଗୀର, ୨୨ା୫ (ସୁନିଲ କୁମାର ମହାନ୍ତି): ଜଣେ ନାବାଳକଙ୍କୁ ଅସଦାଚରଣ ଅଭିେଯାଗରେ ପୁଇଁନ୍ତଳା ଥାନା ପୋଲିସ ଜଣେ ବ୍ୟକ୍ତିଙ୍କୁ ଥାନାକୁ ଆଣି ଅଟକ ରଖିଥିବା ଜଣାପଡିଛି। ବ୍ୟକ୍ତି…

ପେଣ୍ଟ ପକେଟ୍‌ରେ ଥିଲା ମୋବାଇଲ୍ ହଠାତ ହେଲା ବିସ୍ଫୋରଣ, ଅଳ୍ପକେ ବଞ୍ଚିଲେ..

ପଦ୍ମପୁର, ୨୨/୦୫ (ପ୍ରଦୀପ୍ତ ଦାଶ): ପଦ୍ମପୁର ନିକଟସ୍ଥ ଭେଉଁରିଆ ପଞ୍ଚାୟତର ଅମିତ କୁମାର ସାହୁ ସାଧାରଣ ଦିନମାନଙ୍କ ଭଳି ପେଣ୍ଟ ପକେଟ୍‌ରେ ମୋବାଇଲ୍ ରଖି କାମକୁ ବାହାରିଥିଲେ।…

ଥୁଆମୂଳ ରାମପୁରରେ କାଳବୈଶାଖୀର ତାଣ୍ଡବ

ଥୁଆମୂଳ ରାମପୁର, ୨୨ା୫ (ଦୁର୍ଗା କୀର୍ତ୍ତି): ଥୁଆମୂଳ ରାମପୁର ବ୍ଲକ ନାକୁରୁଣ୍ଡି ପଞ୍ଚାୟତର ବିଭିନ୍ନ ଗ୍ରାମରେ ଶୁକ୍ରବାର ଅପରାହ୍ନରେ କାଳବୈଶାଖୀର ତାଣ୍ଡବ ଦେଖିବାକୁ ମିଳିଛି। ହଠାତ୍‌ ବର୍ଷାପବନ…

ସିବିଏସଇ ଭଳି ସିଏଚଏସଇରେ ବିକାଶର ନୂଆଁ ରେକର୍ଡ: ଖୁସିରେ ମିଠା ଖୁଆଇଲେ କ୍ରୀଷ୍ଣା ବିକାଶ ଗ୍ରୁପ୍ ଚେୟାରମେନ, ସତ୍ୟସୁନ୍ଦର ରାଜ୍ୟ ଓ ସମର୍ପିତା ପଶ୍ଚିମ ଓଡ଼ିଶା ଟପ୍ପର

ବରଗଡ଼,୨୨।୫(ପ୍ରେମାନନ୍ଦ ଖମାରୀ): କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ପରିଷଦ (ସିବିଏସଇ) ପରିଚାଳିତ ପରୀକ୍ଷା ଭଳି ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ, ଭୁବନେଶ୍ୱର, ଓଡ଼ିଶା ଦ୍ଵାରା ଆୟୋଜିତ ଦ୍ଵାଦଶ ଶ୍ରେଣୀ…

ଚୋରା ଚାଲାଣ ରୋକିବା ପାଇଁ ବାଲି ସୈରାତକୁ ଖୋଳି ଦେଲା ଖଣି ବିଭାଗ   

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ନିକଟ ପତ୍ରଚୁଡ଼ି, ସୁନ୍ଦରଡ଼ା ଗ୍ରାମ ନିକଟ ବାହୁଦା ନଦୀ ର ବାଲି ସୈରାତ ନିଲାମ ହୋଇନଥିବା ବେଳେ ସେଠାରୁ…

ଭୋଜି ଖାଇବାକୁ ଆସି କଳାକନା ବୁଲାଇଦେଲେ ସମ୍ପର୍କୀୟ: ନେଇଗଲେ ୧୯ ଭରି ସୁନା ଓ ୧୪ ଭରି ରୂପା ଅଳଙ୍କାର

ଦିଗପହଣ୍ଡି,୨୨|୫(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମ ଉଦୟ ନାରାୟଣ ସାହି ର ନାରାୟଣ ଦାସଙ୍କ ଘର ଆଲମିରା ରୁ ପ୍ରାୟ ୧୯…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri