ପୋଲିସ ଷ୍ଟେଶନରେ ବଲିଉଡ୍‌ ଅଭିନେତା ସୁଶାନ୍ତଙ୍କ ବାନ୍ଧବୀ ରିଆ

ମୁମ୍ବାଇ,୧୮।୬: ବଲିଉଡ୍‌ ନାୟକ ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ଖବର ଏବେବି ଯେମିତି ଅସମାହିତ ପ୍ରଶ୍ନ ହୋଇରହିଛି। ଡିପ୍ରେଶନ ଯୋଗୁ ସେ ଆତ୍ମହତ୍ୟା କରି ଥାଇପାରନ୍ତି ବୋଲି କୁହାଯାଉଥିବା ବେଳେ ଏହା ଆତ୍ମହତ୍ୟା ନା ହତ୍ୟା ତାହା ଏବେବି ଅନେକଙ୍କ ମନରେ ପ୍ରଶ୍ନବାଚୀ ସୃଷ୍ଟି କରୁଛି। ଇତିମଧ୍ୟରେ ଗୁରୁବାର ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ବାନ୍ଧବୀ ରିଆ ଚକ୍ରବର୍ତ୍ତୀ ବାନ୍ଦ୍ରା ପୋଲିସ ଷ୍ଟେଶନ ପହଞ୍ଚିଛନ୍ତି। ସୁଶାନ୍ତଙ୍କ ଆତ୍ମହତ୍ୟା ଘଟଣାରେ ପୋଲିସ ତାଙ୍କୁ ପଚରା ଉଚରା କରିବ ବୋଲି ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ଗୃହ ନିର୍ମାଣ ବେଳେ ଗୋଟିଏ ମହଲାରୁ ପଡ଼ି ଚାଲିଗଲା ମହିଳା ଶ୍ରମିକଙ୍କ ଜୀବନ, ବିଦ୍ୟୁତ ସଂସ୍ପର୍ଶରେ ଆସି….

ଦାରିଙ୍ଗବାଡି,୨୭।୫(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଅଞ୍ଚଳରେ ଏକ ଗୃହ ନିର୍ମାଣ ସମୟରେ ଏକ ବଡ଼ ଅଘଟଣ ଘଟିଯାଇଛି । ବୁଧବାର ପୂର୍ବାହ୍ନ ୧୧ ଟା…

ଜବତ ବଢିଲେବି କମୁନି ଗଞ୍ଜେଇ ବେପାର; ୪୫ କେଜି ଗଞ୍ଜେଇ ସହ କନ୍ଧମାଳର ୨ ଅଭିଯୁକ୍ତ ଗିରଫ

ଭଞ୍ଜନଗର,୨୭।୫(ବାବୁଲା ପ୍ରଧାନ): କନ୍ଧମାଳ ଜିଲାରୁ ଅଧିକାଂଶ ସମୟ ଗଞ୍ଜାମ ଜିଲା ଭଞ୍ଜନଗର ଦେଇ ବିପୁଳ ପରିମାଣର ଗଞ୍ଜେଇ ରାଜ୍ୟର ବିଭିନ୍ନ ଅଞ୍ଚଳ ଏବଂ ରାଜ୍ୟ ବାହାରକୁ ଚୋରା…

ଜନଜାତି ମହିଳା ସମାବେଶରେ ଯୋଗଦେଲେ ଦିଗପହଣ୍ଡି ବିଧାୟକ, ମେଧାବୀ ଛାତ୍ରୀଛାତ୍ର….

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସହଦେବ ଟିକରପଡା  ମହେନ୍ଦ୍ରଗିରି ଆଦିମ ଅଧିବାସୀ କୁଇ ସମାଜ ପକ୍ଷରୁ ବୁଧବାର ଜନଜାତି ମହିଳା ସମାବେଶ ଅନୁଷ୍ଠିତ…

କୁକୁଟବନ୍ଧ ଛକରେ ମର୍ମନ୍ତୁଦ ଦୁର୍ଘଟଣା; ଭାରସାମ୍ୟ ହରାଇ ଗଛକୁ ଧକ୍କା ଦେଲା ସ୍କୁଟି, ଚାଳକ ମୃତ

ଦିଗପହଣ୍ଡି,୨୭।୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଛକରେ ରାସ୍ତାକଡର ଏକ ଗଛକୁ ଧକ୍କା ଦେଲା ସ୍କୁଟି । ଦୁର୍ଘଟଣାରେ ସ୍କୁଟି…

ମୁଖ୍ୟମନ୍ତ୍ରୀ ହେବା ପରେ ଦିଲ୍ଲୀରେ ମୋଦିଙ୍କୁ ସାକ୍ଷାତ କଲେ ବିଜୟ, ୨୦ ମିନିଟରେ କଲେ…..

ନୂଆଦିଲ୍ଲୀ,୨୭।୫: ଜୋସେଫ ବିଜୟ ତାମିଲନାଡୁର ମୁଖ୍ୟମନ୍ତ୍ରୀ ହେବା ପରେ ପ୍ରଥମ ଥର ପାଇଁ ଦିଲ୍ଲୀ ଗସ୍ତ କରିଥିଲେ। ଏଠାରେ ସେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଭେଟିଥିଲେ। ଏହା ତାମିଲନାଡୁରେ…

ପତ୍ନୀଙ୍କୁ ହତ୍ୟା, ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡ ଶୁଣାଇଲେ ରାୟଗଡା ଏଡିଜେ

ଗୁଣପୁର,୨୭।୫( ସୁଜାତା ପାଢ଼ୀ ): ଘରୋଇ କନ୍ଦଳ ପରେ ପତ୍ନୀଙ୍କୁ ନିର୍ମମ ଭାବେ ହତ୍ୟା କରିବା ଘଟଣାରେ ବିଚାରଣା କରି ରାୟଗଡା ଏଡିଜେ ଅଳ୍ପନା ସ୍ବାଇଁ ଅଭିଯୁକ୍ତ…

ସାର୍ଟିଫିକେଟ ପାଇଁ ଯାଉଥିବା ବେଳେ ବାଇକକୁ ଧକ୍କା ଦେଲା ଟ୍ରକ, ଚାଲିଗଲା ଚନ୍ଦନଙ୍କ ଜୀବନ

ଗଜପତି,୨୭।୫(ଗିରିଧାରୀ ପରିଛା) : ଚାଉଳ ବୋଝେଇ ଟ୍ରକ ସହ ମୁହାଁମୁହିଁ ଧକ୍କା ହେଲା ବାଇକ । ଦୁର୍ଘଟଣାରେ ବାଇକ ଆରୋହୀଙ୍କର ମୃତ୍ୟୁ ଘଟିଥିବା ବେଳେ ଚାଳକ ଆହତ…

୨ ମାସରୁ ଊର୍ଦ୍ଧ୍ୱ ହେବ ଭତ୍ତା ପାଇନାହାନ୍ତି ହିତାଧିକାରୀ, ବ୍ଲକ କାର୍ଯ୍ୟାଳୟରେ ପହଞ୍ଚି ବିଡିଓଙ୍କୁ କଲେ ଗୁହାରି

ଥୁଆମୂଳ ରାମପୁର,୨୭ା୫(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକରେ ସାମାଜିକ ସୁରକ୍ଷା ଯୋଜନାରେ ଭତ୍ତା ପାଉଥିବା ହିତାଧିକାରୀମାନେ ଚରମ ଅସୁବିଧାର ସମ୍ମୁଖୀନ ହୋଇଛନ୍ତି। ୨ ମାସରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri