ପୋଲିସ ହାବୁଡରେ ଅମାନିଆ ବାଇକ ଚାଳକ

ସମ୍ବଲପୁର, ୯।୪ (ବ୍ୟୁରୋ): କରୋନା କଟକଣା ନେଇ ଜିଲା ପ୍ରଶାସନ ଓ ପୋଲିସ ଗୁରୁବାର କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବା ଦ୍ୱିତୀୟ ଦିନରେ ପହଞ୍ଚତ୍ଛି । ଅଇଁଠାପାଲି, ଶାସନ, ଟାଉନ ଥାନା, ଧନୁପାଲି ଥାନା, କ୍ଷେତରାଜପୁର ଥାନା, ସଦର ଥାନା ପୋଲିସ ଅପରାହ୍ନ ୩ଟା ପର୍ଯ୍ୟନ୍ତ ୧୭୦ଟି ବାଇକ୍‌ ଜବତ କରିଛି । ସକାଳ ୭ଟାରୁ ମଧ୍ୟାହ୍ନ ୧୨ଟା ପର୍ଯ୍ୟନ୍ତ କୋହଳ କରାଯାଇଥିଲା । ହେଲେ ମଧ୍ୟାହ୍ନ ୧୨ଟା ପରେ ମଧ୍ୟ ଅମାନିଆ ବାଇକ ଚାଳକ କଟକଣାକୁ ବେଖାତିର କରି ରାସ୍ତାରେ ବୁଲୁଥିଲେ । ଶେଷରେ ସେମାନେ ପୋଲିସ ହାବୁଡରେ ପଡିଯାଇଥିଲେ । ସନ୍ଧ୍ୟା ସମୟରେ ମଧ୍ୟ ପୋଲିସ ପକ୍ଷରୁ ବିଭିନ୍ନ ସ୍ଥାନରେ ଗାଡି ମଟର ଯାଞ୍ଚ କରାଯାଇଥିଲା । ତେବେ ପ୍ରଶାସନ ପକ୍ଷରୁ ପନିପରିବା, କିରାନା ସାମଗ୍ରୀ, ଔଷଧ ଭଳି ଅତ୍ୟାବଶ୍ୟକ ସାମଗ୍ରୀ ଘରେ ପହଞ୍ଚାଇବାର ସୁବିଧା ରହିଛି । ତେଣୁ ଲୋକେ ଘରୁ ନ ବାହାରନ୍ତୁ । କରୋନା ମୁକାବିଲା ପାଇଁ ପୋଲିସ ଓ ପ୍ରଶାସନକୁ ସହଯୋଗ କରନ୍ତୁ ବୋଲି ସମ୍ବଲପୁର ଏସ୍‌ପି କନୱର ବିଶାଳ ସିଂ ସୂଚନା ଦେଇଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

୪୦ ଫୁଟ ତଳକୁ ଖସିଲା ବାଇକ୍; ଜଣେ ମୃତ, ଜଣେ ଗୁରୁତର

ଗୁଣୁପୁର, ୧/୮ (ସଂକେତ ପାତ୍ର): ରାୟଗଡ଼ା ଜିଲା ପୁଟାସିଂ ଥାନା ଅନ୍ତର୍ଗତ ଆରାଡୁଲ ଘାଟିରେ ଶନିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଇକ୍ ଭାରସାମ୍ୟ…

ମା’ ପାଇଁ ଭକ୍ତଙ୍କ ଉପହାର :ମନ୍ଦିରକୁ ୨ ଲକ୍ଷ ୫୪ ହଜାର ଟଙ୍କା ସହ…

ଛତ୍ରପୁର, ୧।୮ (ଦିଲ୍ଲୀପ ସାମଲ/ଦ୍ୱାରକା ପଟ୍ଟନାୟକ): ଛତ୍ରପୁର ସହରର ଆରାଧ୍ୟ ଦେବୀ ମା’ ରାମାୟଣାମ୍ମା ଠାକୁରାଣୀ ଯାତ୍ରା କମିଟି ପକ୍ଷରୁ ମନ୍ଦିର ପରିଚାଳନା କମିଟି ଓ ବହୁ…

ଜ୍ଞାନବିଜ୍ଞାନ ମେଳା: ୨୧୦ ପ୍ରକଳ୍ପ ପ୍ରଦର୍ଶିତ କରି ଛାତ୍ରୀଛାତ୍ର…

ଭଞ୍ଜନଗର,୧ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସରସ୍ବତୀ ଶିଶୁ ବିଦ୍ୟାମନ୍ଦିରଠାରେ ଶନିବାର ବିଦ୍ୟାଳୟ ସ୍ତରୀୟ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ ହୋଇଯାଇଛି । ଏହି କାର୍ଯ୍ୟକ୍ରମକୁ ମୁଖ୍ୟ…

odisha flood: ମହାନଦୀ ବନ୍ୟାକୁ ନେଇ ଆସିଲା ବଡ଼ ଅପଡେଟ୍‌, ସର୍ବୋଚ୍ଚ ଯନ୍ତ୍ରୀ କହିଲେ…

ଭୁବନେଶ୍ୱର,୧।୮: ଆଗକୁ ବର୍ଷା ନ ହେବା ଯାଏଁ ମହାନଦୀରେ ବନ୍ୟା ଆଶଙ୍କା ନାହିଁ ବୋଲି ଜଳ ସମ୍ପଦ ବିଭାଗ ସର୍ବୋଚ୍ଚ ଯନ୍ତ୍ରୀ ଦିଲ୍ଲୀପ ରାଉତ ଶନିବାର ଗଣମାଧ୍ୟମକୁ…

ବିଭିନ୍ନ ବିଦ୍ୟାଳୟରେ ମାସିକ କ୍ଲଷ୍ଟରସ୍ତରୀୟ ବୈଠକ, ମୌଳିକ ସାକ୍ଷରତା ସଂଖ୍ୟା ଜ୍ଞାନ ନେଇ…

କର୍ଲାମୁଣ୍ଡା,୧ା୮(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକର ବିଭିନ୍ନ ବିଦ୍ୟାଳୟରେ ଶନିବାର ମାସିକ କ୍ଲଷ୍ଟରସ୍ତରୀୟ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ନୋଡାଲ କ୍ଲଷ୍ଟର ପକ୍ଷରୁ…

ପର ଘରେ ରୋଷେଇ କରିବାକୁ ଯାଇ ପଡ଼ିଲା ଲୋଲୁପ ଦୃଷ୍ଟି: ବ୍ଲାକମେଲରେ ଅତିଷ୍ଠ ହୋଇ ନାବାଳିକା କରିଦେଲେ ଏମିତି କାଣ୍ଡ

ପୁରୁଷୋତ୍ତମପୁର, ୧।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଗଡ଼ସାହିରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ଧମକ ଓ ବ୍ଲାକମେଲରେ ଅତିଷ୍ଠ ହୋଇ…

ବୃଦ୍ଧାଙ୍କ ଶରୀରକୁ ଖଣ୍ଡ ବିଖଣ୍ଡିତ କରି ମାରିଲା ରକ୍ତମୁଖା ଦନ୍ତା, ପୁଅ-ବୋହୂଙ୍କ ସହ…

ଲାଞ୍ଜିଗଡ଼,୧ା୮(ରମେଶ ଚନ୍ଦ୍ର ନାୟକ): ଏକ ରକ୍ତମୁଖା ଦନ୍ତା ଜଣେ ବୃଦ୍ଧାଙ୍କୁ କଲବଲ କରି ମାରିଛି। ତାଙ୍କ ଶରୀର ଖଣ୍ଡ ବିଖଣ୍ଡିତ ହୋଇ ଏତେତେଣେ ପଡ଼ିଛି। ଏପରି ହୃଦୟ…

ତପ୍ତପାଣି ଆସିବେ ରାଷ୍ଟ୍ରପତି: ପୋଲିସ ପ୍ରଶାସନର ଜୋରଦାର ପ୍ରସ୍ତୁତି, ସ୍ଥିତି ଅନୁଧ୍ୟାନ କଲେ ଜିଲାପାଳ-ଏସ୍‌ପି

ଦିଗପହଣ୍ଡି,୧ା୮(ଅଶେଷ ନାଥ ମିଶ୍ର): ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଆସନ୍ତା ୪ ତାରିଖ ଗଞ୍ଜାମ-ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ଣ ପ୍ରସବଣ ତପ୍ତପାଣି ପରିଦର୍ଶନ କରିବା ସହ ସେଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri