ସଜନାଗଡ, ୩୦।୧୦(ଡି.ଏନ.ଏ.)-ଏକ ଠକେଇ ମାମଲାରେ ଅଭିଯୁକ୍ତ ଥିବା ଜଣେ ଯୁବକଙ୍କୁ ବାଲେଶ୍ୱର ଜିଲା ନୀଳଗିରି ଥାନା ପୋଲିସ ମଙ୍ଗଳବାର ଗିରଫ କରି ନେଉଥିବା ବେଳେ ଶ୍ୟାମସୁନ୍ଦରପୁର ଅଞ୍ଚଳର ୧୦ରୁ ଊର୍ଦ୍ଧ୍ୱ ଯୁବକ ପହଞ୍ଚି ତାଙ୍କୁ ଛଡାଇନେବା ଘଟଣା ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ହୋଇଛି। ଯୁବକମାନେ ସଂଘବଦ୍ଧ ଭାବେ ପୋଲିସକୁ ଠେଲାପେଲା କରି ଅଭିଯୁକ୍ତଙ୍କୁ ସାଙ୍ଗରେ ନେଇଯାଇଥିଲେ। ଅସହାୟ ହୋଇ ପୋଲିସକୁ ଫେରିବାକୁ ପଡିଥିଲା। ଏହି ଠେଲାପେଲାରେ ୨ଜଣ କନଷ୍ଟେବଳ ଓ ଜଣେ ହୋମଗାର୍ଡ ଆହତ ହୋଇଛନ୍ତି। ପୂର୍ବରୁ ସମ୍ପୃକ୍ତ ଯୁବକଙ୍କ ନାମରେ ଠକେଇ ମାମଲା(ନଂ.୨୦୪/୧୯) ଥିଲା। ଏହି ଘଟଣା ପରେ ନୀଳଗିରି ଥାନା ପକ୍ଷରୁ ମାମଲା(ନଂ.୨୭୩/୧୯) ରୁଜୁ ହୋଇ ତାଙ୍କୁ ଗିରଫ କରିବା ପାଇଁ ଜୋରଦାର ତଦନ୍ତ ଆରମ୍ଭ ହୋଇଛି।
Posted inଆମ ଜିଲା ଖବର, ବାଲେଶ୍ୱର View All
ଜେଲ୍ରେ କଏଦୀଙ୍କ ଆନ୍ଦୋଳନ
ସୁନ୍ଦରଗଡ଼,୨୪।୧୨: ସୁନ୍ଦରଗଡ଼ ଜେଲ ଅଧୀକ୍ଷକଙ୍କ ବିରୋଧରେ କଏଦୀମାନେ ବୁଧବାର ଆନ୍ଦୋଳନ କରିଛନ୍ତି। ବିଭିନ୍ନ ଦାବି ନେଇ ୫୦୦ରୁ ଊଦ୍ଧର୍ବ କଏଦୀ ଆନ୍ଦୋଳନରେ ସାମିଲ ହୋଇଛନ୍ତି। ଜେଲରେ...
ବଡଦିନ ପାଇଁ ବ୍ୟାପକ ପ୍ରସ୍ତୁତି: ପୋଲିସର ଫ୍ଲାଗମାର୍ଚ୍ଚ
ରାଇକିଆ, ୨୪।୧୨(ପ୍ରଦୀପ ବେହେରା)- ଆଉ ଗୋଟିଏ ଦିନ ପରେ ବଡଦିନ। ଏଥିପାଇଁ କନ୍ଧମାଳ ଜିଲା ରାଇକିଆ ବ୍ଲକର ବିଭିନ୍ନ ଚର୍ଚ୍ଚରେ ଆକର୍ଷଣୀୟ ସାଜସଜ୍ଜା ସାଙ୍ଗକୁ ବ୍ୟାପକ...
ସୋଲାର ଲାଇଟ ଅଚଳ ଘଟଣା: ସରପଞ୍ଚ ଲଗାଇଲେ ଷ୍ଟ୍ରିଟ ଲାଇଟ
ଦାରିଙ୍ଗବାଡି, ୨୪୧୨ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତରେ ପ୍ରତି ମଙ୍ଗଳବାର ସାପ୍ତାହିକ ହାଟ ହେଉଛି। ଏହି ହାଟରେ ଭିଡ଼ ଜମୁଛି।...
ଭିଜିଲାନ୍ସ ଜାଲରେ ବରିଷ୍ଠ ରାଜସ୍ବ ସହାୟକ: ପୈତୃକ ଘର ସହ ୪ଟି ସ୍ଥାନରେ ଚଢ଼ାଉ ଜାରି…
ସମ୍ବଲପୁର,୨୪।୧୨(ପ୍ରମୋଦ ବହିଦାର): ଭିଜିଲାନ୍ସ ଜାଲରେ ସମ୍ବଲପୁର ବନ୍ଦୋବସ୍ତ କାର୍ଯ୍ୟାଳୟର ବରିଷ୍ଠ ରାଜସ୍ବ ସହାୟକ( SRA)ବାସୁଦେବ ଭୋଇ। ଆୟ ବର୍ହିଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବିଭାଗ...
ଲୋକ ଉତ୍ସବ ପ୍ରସ୍ତୁତି ବୈଠକ: ଗଣମାଧ୍ୟମ ପ୍ରତିନିଧିଙ୍କୁ ଅଣଦେଖା
ବଲାଙ୍ଗୀର,୨୪।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପ୍ରଶାସନ ଏବଂ ଜିଲା ସଂସ୍କୃତି ବିଭାଗ ପକ୍ଷରୁ ସ୍ଥାନୀୟ ଡିଏଫ୍ଓ ସମ୍ମିଳନୀ କକ୍ଷରେ ବଲାଙ୍ଗୀର ଲୋକ ଉତ୍ସବ ପାଇଁ...
ପରିସ୍ରା କରିବାକୁ ଯାଇଥିଲେ ବ୍ୟବସାୟୀ, ଭୁଷୁଡିଲା କାନ୍ଥ: ଆଉ ତା’ପରେ…
ଅମରପାଲି,୨୪।୧୨(ପୀତାମ୍ବର ସାହୁ): ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକ ଅନ୍ତର୍ଗତ କେନଝିରିଆପାଲି ପଞ୍ଚାୟତ ରୁଗୁଡ଼ିପାଲି ଗ୍ରାମରେ କାନ୍ଥ ଭୁଷୁଡି ଜଣେ ଯୁବ ବ୍ୟବସାୟୀଙ୍କ ମୃତ୍ୟୁ ହୋଇଛି। ମୃତ...
ରାତି ପାହିଲେ ବଡ଼ ଦିନ: ଧରାବତରଣ କରିବେ ପ୍ରଭୁ ଯୀଶୁ
ଭୁବନେଶ୍ୱର,୨୪।୧୨: ରାତି ପାହିଲେ ବଡ଼ ଦିନ। ଆଜି ମଧ୍ୟରାତ୍ରୀରେ ଧରାବତରଣ କରିବେ ପ୍ରଭୁ ଯୀଶୁ। ପ୍ରଭୁ ଯୀଶୁଙ୍କୁ ଉପାସନା ପାଇଁ ଖ୍ରୀଷ୍ଟ ଧର୍ମାବଲମୱୀଙ୍କ ମନରେ ଉତ୍କଣ୍ଠା...
ଶୀତ ମହୋତ୍ସବକୁ ଆସିବେ ୨ କୃଷ୍ଣ: ବଢୁଛି ଚର୍ଚ୍ଚା
ଦାରିଙ୍ଗବାଡି,୨୪।୧୨(ଅରୁଣ ସାହୁ):ଦାରିଙ୍ଗବାଡିରେ ଆସନ୍ତା ୮ଠାରୁ ୧୧ ପର୍ଯ୍ୟନ୍ତ ଶୀତ ମହୋତ୍ସବ ହେବାକୁ ଯାଉଛି। ଏହି ମହୋତ୍ସବରେ ରାଜ୍ୟର ବିଭିନ୍ନ ବିଭାଗ ମନ୍ତ୍ରୀମାନେ ଯୋଗଦେବାକୁ ରହିଥିବାବେଳେ କିଏ...
Archives


