Posted inଫୁରସତ

ପୋଲ୍‌କା ଡଟ୍‌ ବେବି ଜେବ୍ରା

ଜେବ୍ରା, ଦେହସାରା ଧଳାରଙ୍ଗର ଷ୍ଟ୍ରାଇପ୍‌ ଥିବା ସୁନ୍ଦର ପ୍ରାଣୀ। ହେଲେ ନିକଟରେ କେନିଆର ମାସାଇ ମାରା ନ୍ୟାଶନାଲ ରିଜର୍ଭରେ ଦେଖିବାକୁ ମିଳିଛି ଏକ ଅଦ୍ଭୁତ ଜେବ୍ରା ଛୁଆ। ଯାହାର ଫଟୋ ଓ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ ହେବାରେ ଲାଗିଛି। କାରଣ ଉକ୍ତ ଜେବ୍ରା ଛୁଆର ଶରୀରରେ ଧଳାରଙ୍ଗର ପଟି ଭଳି ଦାଗ ନ ଥାଇ ଅଛି ହରିଣଙ୍କ ପରି ପୋଲ୍‌କା ଡଟ୍‌ ଦାଗ। ପାମେଲା ଲେମିନ୍‌ ଯେ କି ଜଣେ ଓ୍ବାଇଲ୍ଡ ଲାଇଫ୍‌ ସ୍ପେଶାଲିଷ୍ଟ କହନ୍ତି, ବୋଧହୁଏ ଜେବ୍ରା ଛୁଆଟି ମେଲାନିଜମ୍‌, ଯାହାକି ଅଲ୍‌ବିନିଜମ୍‌ର ବିପରୀତ ରୋଗରେ ଆକ୍ରାନ୍ତ। ତାଙ୍କ କହିବାନୁସାରେ ଏଭଳି ଜେବ୍ରା ୬ ମାସରୁ ଅଧିକ ସମୟ ବଞ୍ଚି ନ ଥାଆନ୍ତି। ସେ ଯାହା ବି ହେଉ ଏହି ଜେବ୍ରା ଛୁଆଟି ଅନେକଙ୍କ ହୃଦୟ ଜିଣିସାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬ର ବିଜେତା ହେଲେ ଓଡ଼ିଶାର ଜ୍ୟୋତିର୍ମୟୀ ନାୟକ

ମୁମ୍ବାଇ / ଭୁବନେଶ୍ୱର: ଦେଶର ଅନ୍ୟତମ ଲୋକପ୍ରିୟ ସଙ୍ଗୀତ ଭିତ୍ତିକ ରିଆଲିଟି ସୋ’ ‘ଇଣ୍ଡିଆନ୍ ଆଇଡଲ୍ ସିଜନ୍-୧୬’ (Indian Idol Season 16) ର ମୁକୁଟ ଜିତି…

ଭାରତୀୟ ମୁଦ୍ରା କଟକଣା କୋହଳ କଲା ନେପାଳ

ନୂଆଦିଲ୍ଲୀ, ୨୬।୭ : ଭାରତୀୟ ମୁଦ୍ରା ଉପରେ ଥିବା କଟକଣାକୁ କୋହଳ କରି ନେପାଳ ଏକ ବଡ଼ ପଦକ୍ଷେପ ଗ୍ରହଣ କରିଛି । ବର୍ତ୍ତମାନ ଭାରତୀୟ ଏବଂ…

ଅଙ୍ଗନୱାଡି କେନ୍ଦ୍ରରେ ତାଲା, ସରକାରୀ ସୁବିଧାରୁ ବଞ୍ଚିତ ହେଲେ ଶିଶୁ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ବ୍ଲକ ଅଧୀନ ହାଲୁପାଲି ପଞ୍ଚାୟତ ଅଧୀନ ନିଲଜି ଗ୍ରାମରେ ଭୋଟର ତାଲିକା ସଘନ ସଂଶୋଧନ ବେଳେ ଉପୁଜିଥିବା ଏକ କଥାକୁ…

ଅଧରପଣା ଲାଗି, ମହାପ୍ରଭୁ ଦଧିବାମନଙ୍କ ନୀଳାଦ୍ରି ବିଜେ

ବରଗଡ଼,୨୬।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଭଟଲି ଶ୍ରୀ ଶ୍ରୀ ଦଧିବାମନ ପୀଠରେ ଶ୍ରୀଶ୍ରୀ ଦଧିବାମନ ମହାପ୍ରଭୁଙ୍କ ଅଧରପଣା ନୀତି ରବିବାର ଅନୁଷ୍ଠିତ ହୋଇଯାଇଛି । ପରମ୍ପରା ଆଧାରରେ…

ବରଗଡ଼ ଏମ୍‌ପି ରଖିଲେ ବଡ଼ ଦାବି: ‘ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଜାତୀୟ ସମ୍ମାନ ଦିଆଯାଉ’

ବରଗଡ,୨୬।୭(ପ୍ରେମାନନ୍ଦ ଖମାରୀ): ଓଡ଼ିଶାର ବିଶିଷ୍ଟ ସ୍ବାଧୀନତା ସଂଗ୍ରାମୀ ବୀରାଙ୍ଗନା ବହ୍ନିକନ୍ୟା ପାର୍ବତୀ ଗିରିଙ୍କୁ ଯଥୋଚିତ ଜାତୀୟ ସମ୍ମାନ ପ୍ରଦାନ ପାଇଁ ଲୋକ ସଭାରେ ବରଗଡ଼ ସାଂସଦ(ଏମ୍‌ପି) ପ୍ରଦୀପ…

ଦାଦନ ସାଜିଲା କାଳ: ବର୍ଷେ ବିତିବାକୁ ବସିଲା, ମିଳୁନି ନିଖୋଜ ଯୁବକଙ୍କ ସନ୍ଧାନ

ଥୁଆମୂଳ ରାମପୁର,୨୬।୭ (ଦୁର୍ଗା କୀର୍ତ୍ତି): ପେଟର ଭୋକ ଓ ପରିବାର ପ୍ରତିପୋଷଣ ପାଇଁ କେରଳକୁ ଦାଦନ ଖଟିବାକୁ ଯାଇଥିବା ଜଣେ ନିରୀହ ଯୁବକ ନିଖୋଜ ହେବାର ବର୍ଷେ…

ଗଞ୍ଜେଇ ପରିବହନ କରିବା ପାଇଁ ବସ୍‌କୁ କରିଥିଲେ ଅପେକ୍ଷା: ମାଡିବସିଲା ପୋଲିସ, ଜଣେ ଯୁବତୀଙ୍କ ସମେତ…

ମୋହନା, ୨୬।୭( ମନ୍ମଥ ମିଶ୍ର ) : ରବିବାର ମୋହନା ଥାନା ପୋଲିସ ସ୍ଥାନୀୟ ଅଞ୍ଚଳରେ ପାଟ୍ରୋଲିଂ କରୁଥିବାବେଳେ ରାଇସିଂ ଛକ ନିକଟରେ ଦୁଇଟି ବ୍ୟାଗରେ ବେଆଇନ…

ଦୀର୍ଘ ୯ ବର୍ଷ ପରେ ପୁଣି ଗ୍ରାମରେ ପହଞ୍ଚିଲା ଖୁସି, କନ୍ଧକୂଳ ସମାଜର ପାରମ୍ପରିକ ରୀତିନୀତିରେ ଫେରିଲେ ୩ ପରିବାର

କଲ୍ୟାଣସିଂହପୁର, ୨୬।୭(ଦୀପକ କୁମାର ପରିଡା ): ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ସେରିଗୁମା ପଞ୍ଚାୟତର କଣାଗାଁରେ ଦେଖିବାକୁ ମିଳିଛି ଏକ ସାମାଜିକ ଓ ସାଂସ୍କୃତିକ ପୁର୍ନମିଳନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri