ପୋଲ ତଳୁ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର: ସାହି କଳିକୁ ନେଇ ହତ୍ୟା ସନ୍ଦେହ

କେନ୍ଦୁଝର,୬।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ସଦର ଥାନା ଅନ୍ତର୍ଗତ ତଳଜାଗର ଗ୍ରାମ ନିକଟରେ ଥିବା ପୋଲ ତଳୁ ଶୁକ୍ରବାର ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ ତଳଜାଗର ଗ୍ରାମର କବି ଦେହୁରି (୫୦) ବୋଲି ଜଣାପଡିଛି। ସାହିରେ ହୋଇଥିବା ଝଗଡାକୁ ନେଇ ତାଙ୍କୁ ହତ୍ୟା କରି ପୋଲ ତଳକୁ ଫୋପାଡ଼ି ଦିଆଯାଇଥିବା ସନ୍ଦେହ କରାଯାଉଛି । ଖବରପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତନାଘନା ଆରମ୍ଭ କରିଛି। ଏ ନେଇ ଜଣଙ୍କୁ ଅଟକ ରଖି ପଚରାଉଚରା ମଧ୍ୟ କରାଯାଉଛି। ଏହା ହତ୍ୟାକାଣ୍ଡ ବୋଲି ପ୍ରାଥମିକ ତଦନ୍ତରୁ ଜଣାପଡିଥିବା ସଦର ଥାନା ଅଧିକାରୀ କହିଛନ୍ତି। ଏହା ସହ ଖୁବ୍‌ଶୀଘ୍ର ଅଭିଯୁକ୍ତଙ୍କୁ ଧରାଯିବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ଦୁର୍ଗା ପୂଜା ପାଇଁ ପ୍ରସ୍ତୁତି ଜୋର୍‌ଦାର: ମୂର୍ତ୍ତି ନିର୍ମାଣରେ ନିମଗ୍ନ କାରିଗର

ଦାରିଙ୍ଗବାଡ଼ି,୨୬ା୯(ଅରୁଣ ସାହୁ): ଆଗକୁ ପାର୍ବଣ ଋତୁ। ଏଥିପାଇଁ ଚାରିଆଡ଼େ ଚଳଚଞ୍ଚଳ। ଏହି ପ୍ରରିପ୍ରେକ୍ଷୀରେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଏହି ପର୍ବ ପାଳନ ପାଇଁ ମା’…

ବ୍ୟାଟେରି ଚୋରି କରି ବନ୍ଧାହେଲେ ଦୁଇ ଅଭିଯୁକ୍ତ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ପୋଲିସ ଶନିବାର ଦୁଇ ଅଭିଯୁକ୍ତଙ୍କୁ ଗିରଫ କରିଛି। ସେମାନେ ହେଲେ ଚମାଖଣ୍ଡି ଥାନା ଅନ୍ତର୍ଗତ କଣମଣା ଗ୍ରାମର ଏସ.…

ମୁରବୀ ବିହୀନ ହୋଇପଡ଼ିଛି କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗ, ନିଯୁକ୍ତିର ୪ ମାସ ପରେ ବଦଳି

କର୍ଲାମୁଣ୍ଡା,୨୬ା୯(ପ୍ରଦୀପ କୁମାର ସାହୁ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଶିକ୍ଷା ବିଭାଗରେ ବ୍ଲକ ଶିକ୍ଷା ଅଧିକାରୀଙ୍କ ବଦଳି ପରେ ଏବେ ଶିକ୍ଷା ବିଭାଗ ମୁରବୀ ବିହୀନ ହୋଇପଡ଼ିଛି।…

ଶ୍ରୀଜିଉଙ୍କ ସୁନାବେଶ ପାଇଁ ତିଆରି ହେବ ନୂଆ ଅଳଙ୍କାର ସେଟ୍‌

ପୁରୀ, ୨୬।୫: ଶ୍ରୀଜିଉଙ୍କ ସୁନାବେଶ ପାଇଁ ନୂଆ ଅଳଙ୍କାର ସେଟ୍‌ ତିଆରି କରାଯିବ। ଏ ନେଇ ଶ୍ରୀମନ୍ଦିର ପରିଚାଳନା କମିଟିର ଅନୁମୋଦନ ମିଳିଥିବା ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ…

କଳିଙ୍ଗା ଘାଟିରେ ପରିବହନ ମନ୍ତ୍ରୀ: ବିକଳ୍ପ ରାସ୍ତା ନିର୍ମାଣ ଓ ଘାଟି ରାସ୍ତା ମରାମତି ନେଇ ଅନୁଧ୍ୟାନ

ଭଞ୍ଜନଗର, ୨୬/୯ (ବାବୁଲା ପ୍ରଧାନ): ଲଗାଣ ବର୍ଷା ଯୋଗୁଁ ଗଞ୍ଜାମ-କନ୍ଧମାଳ ଜିଲା ସୀମାରେ ଥିବା କଳିଙ୍ଗା ଘାଟିର ଦୁଇଟି ସ୍ଥାନରେ ଭୂସ୍ଖଳନ ହେବାରୁ ବିଗତ ୫ ଦିନ…

ଭୟଙ୍କର ଭୂସ୍ଖଳନ: ହଠାତ୍‌ ଧସିଲା ବଡ଼ବଡ଼ ପଥର ଖଣ୍ଡ, ମାଟି ଅତଡ଼ା

ବଞ୍ଚୋ,୨୬ା୯(ପ୍ରଦୋଷ ବିଶ୍ୱାଳ): ଆନନ୍ଦପୁର ଉପଖଣ୍ଡ ଅଧୀନ ତରତରା ପଂଚାୟତ ବାହିଆବାରଦଣ୍ଡା ଅଞ୍ଚଳର ବାରହାଗାଡ଼ିଆ ନିକଟରେ ଶନିବାର ଏକ ଭୟାନକ ଭୂସ୍କଳନ ଘଟିଥିବା ଜଣାପଡ଼ିଛି। ହଠାତ୍‌ ମାଟି ଓ…

ସଡ଼କ ଦୁର୍ଘଟଣାରେ ୨ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ, ଡାକ୍ତରଖାନାରେ ପହଞ୍ଚି ସ୍ବାସ୍ଥ୍ୟାବସ୍ଥା ପଚାରିଲେ ଅଧୀକ୍ଷକ

ଛତ୍ରପୁର,୨୬ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗଞ୍ଜାମ ଜିଲା ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ଅଗସ୍ତି ନୂଆଗାଁ ନିକଟରେ ଶନିବାର ସଡ଼କ ଦୁର୍ଘଟଣାରେ ଦୁଇ ଜଣ ଗୋଷ୍ଠୀ ସ୍ବାସ୍ଥ୍ୟ ଅଧିକାରିଣୀ ଆହତ…

ବସ୍‌ ଡିକିରୁ ୨ ବସ୍ତା ଗଞ୍ଜେଇ ଜବତ, ୫ ଅଟକ

ବଲାଙ୍ଗୀ ର, ୨୬।୯(ସୁନିଲ କୁମାର ମହାନ୍ତି): ବସ୍‌ ଡିକିରେ ଗଞ୍ଜେଇ ଚାଲାଣ ହେଉଥିବା ଖବର ପାଇ ଅବକାରୀ ବିଭାଗ ଚଢ଼ାଉ କରି ୫ ଜଣଙ୍କୁ ଅଟକ ରଖିଛି।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?