Posted inUncategorized

ପୋଲ ତଳୁ ମୃତଦେହ ଉଦ୍ଧାର: ଦୁର୍ଘଟଣା ସନ୍ଦେହ

କେନ୍ଦୁଝର,୧୨।୬(ସ୍ବ.ପ୍ର.): କେନ୍ଦୁଝର ଜିଲା ନୟାକୋଟ ଥାନା ଗଜପୁର ଗ୍ରାମ ରାସ୍ତାର ଏକ ପୋଲତଳୁ ବୁଧବାର ଜଣେ ବ୍ୟକ୍ତିଙ୍କ ମୃତଦେହ ଉଦ୍ଧାର କରାଯାଇଛି। ସେ ହେଲେ ଗଜପୁର ଗ୍ରାମର ପଡୁ ନାଏକ। ପଡ଼ୁ ଗତକାଲି ରାତିରେ ସିଙ୍ଗପୁରରୁ ନିଜ ଗାଁ ଗଜପୁରକୁ ଫେରୁଥିବା ବେଳେ ପୋଲ ଉପରୁ ଖସିପଡ଼ିଥିବା ସନ୍ଦେହ କରାଯାଉଛି। ବୁଧବାର ଖବରପାଇ ନୟାକୋଟ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ମୃତଦେହ ଉଦ୍ଧାର କରି ବ୍ୟବଚ୍ଛେଦ ପାଇଁ ଜିଲା ମୁଖ୍ୟ ଡାକ୍ତରଖାନା ପଠାଇ ତଦନ୍ତ ଚଳାଇଛିା


Enter your email to get our daily news in your inbox.

All Right Reserved By Dharitri.Com

ପାରାଲିସିସ୍‌ ପୀଡ଼ିତାଙ୍କ ପରିବାର ପାଖରେ ବିଧାୟକ: ବଢ଼ାଇଲେ ଆର୍ଥିକ ସହାୟତାର ହାତ

ଗଞ୍ଜାମ, ୩।୧୦ (ଅନାଥ ତରାଇ): ଗଞ୍ଜାମ ଏନ୍‌ଏସି ଅନ୍ତର୍ଗତ ପୁଇଁତୋଳା ବଡ଼ସାହିର ଲକ୍ଷ୍ମୀନାରାୟଣ ବେହେରାଙ୍କ ପତ୍ନୀ ପାର୍ବତୀ ବେହେରା ପାରାଲିସିସ୍‌ ରୋଗରେ ପୀଡ଼ିତ ଥିବା ଖବର ପାଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?