ପୋଷା ବିରାଡ଼ିକୁ ଗୁଳିମାଡ଼

ଭୁବନେଶ୍ୱର,୧୮।୧୨(ବ୍ୟୁରୋ): ବିରାଡ଼ିକୁ ଗୁଳିମାଡ଼। ନିର୍ଦ୍ଦୟ ଭାବେ ବିରାଡ଼ିକୁ ଗୁଳି ମାରିବା ପରେ ତା’ର ମୃତ୍ୟୁ ଘଟିଛି। ଏଭଳି ଘଟଣାକୁ ନେଇ ବୁଧବାର ଖାରବେଳ ଥାନାରେ ଅଭିଯୋଗ ହୋଇଛି।

ସୂଚନାନୁଯାୟୀ, ଥାନା ଅଞ୍ଚଳରେ ରହୁଥିବା ସୁଶାନ୍ତ ପଟ୍ଟନାୟକଙ୍କ ପୋଷା ବିରାଡ଼ିକୁ ପଡୋଶୀ ଗୁଳି କରିଥିଲେ। ଏନେଇ ଖବର ପାଇ ପିପୁଲ ଫର୍‌ ଆନିମଲ ସଂସ୍ଥାର ଅମୂଲ୍ୟ ନାୟକ ଘଟଣାସ୍ଥଳରେ ପହଞ୍ଚି ବିରାଡ଼ିକୁ ଉଦ୍ଧାର କରି ଓୟୁଏଟିକୁ ନେଇ ଚିକିତ୍ସା କରିଥିଲେ। ହେଲେ ସେଠାରେ ତା’ର ମୃତ୍ୟୁ ଘଟିଥିଲା। ତେବେ ଡାକ୍ତରମାନେ ଏକ୍ସରେ କରିବା ସମୟରେ ବିରାଡ଼ିର ମୁଣ୍ଡ ଓ ଛାତିରେ ୨ଟି ଗୁଳିଥିବା ଦେଖିବାକୁ ପାଇଥିଲେ। ଏନେଇ ଅମୂଲ୍ୟ ଓ ସୁଶାନ୍ତ ଥାନାରେ ଅଭିଯୋଗ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମାଲିକ ଆଖି ମିଟିକାଇଲେ ଅନୁକରଣ କରନ୍ତି କୁକୁର: ସାମ୍ନାକୁ ଆସିଲା ଚମକପ୍ରଦ ଘଟଣା

ସିଡ୍‌ନୀ/ଲଣ୍ଡନ,୨୯ା୮: କୁକୁର ଏବଂ ମଣିଷଙ୍କ ସମ୍ପର୍କକୁ ନେଇ ଏକ ଚମକପ୍ରଦ ଗବେଷଣା ସାମ୍ନାକୁ ଆସିଛି। ମାଲିକ ଆଖିପତା ପକାଇବା ବା ଆଖି ମିଟିକାଇବା (ବ୍ଲିକିଂ) ଦେଖିଲେ କୁକୁରମାନେ…

ପୁସ୍ତକ ପ୍ରତ୍ୟାହାର ଅଭିଯୋଗକୁ ଫେଙ୍ଗୁଇନ୍‌ ଇଣ୍ଡିଆର ଖଣ୍ଡନ

ନୂଆଦିଲ୍ଲୀ, ୨୯।୮: କଂଗ୍ରେସ ନେତ୍ରୀ ସୋନିଆ ଗାନ୍ଧୀଙ୍କ ବହୁଚର୍ଚ୍ଚିତ ଜୀବନୀ ‘ବିଲଙ୍ଗିଙ୍ଗ୍‌:ଏ ଜର୍ଣ୍ଣି ଅଫ୍‌ ଲଭ୍‌’ ପ୍ରକାଶନକୁ ନେଇ ଆସିଥିବା ସମସ୍ତ ଗଣମାଧ୍ୟମ ରିପୋର୍ଟକୁ ପେଙ୍ଗୁଇନ ରାଣ୍ଡମ…

ମହାକାଶରେ ଫେଣା ତିଆରିକଲେ ୩,୩୦୧ ମହୁମାଛି

ୱାଶିଂଟନ, ୨୯ା୮: ବିଜ୍ଞାନ ଜଗତରେ ଅନେକ ଅଦ୍ଭୁତ ପରୀକ୍ଷଣ କରାଯାଇଛି, କିନ୍ତୁ ମହାକାଶକୁ ମହୁମାଛି ପଠାଇବା ସବୁଠାରୁ ନିଆରା ଥିଲା। ଆମେରିକାର ଜାତୀୟ ମହାକାଶ ସଂସ୍ଥା ‘ନାସା’…

ଜୁଏଲଙ୍କ ସାଂଘାତିକ ବୟାନ : ଯିଏ ଅପଦସ୍ଥ କରିବ ତାକୁ ଜାଳିି…

ଭୁବନେଶ୍ୱର, ୨୯।୮(ସୁନିତ୍‌ ମିଶ୍ର): ସମସ୍ତଙ୍କୁ ରକ୍ଷାବନ୍ଧନ ଉପଲକ୍ଷେ ଅଭିନନ୍ଦନ। ରାଉରକେଲାରେ କିଛିଦିନ ହେବ କେତେଜଣ ଲୋକ ପଇସାପତ୍ର ଖର୍ଚ୍ଚକରି ମତେ ବଦନାମ କରିବାକୁ ଚେଷ୍ଟା କରୁଛନ୍ତି ବୋଲି…

ସ୍କୁଲ ସମୟରେ ୯ମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର: ପରିସ୍ରା କରିବାକୁ ଯାଇଥିବା ବେଳେ…

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ଅଧୀନ ଏକ ଉଚ୍ଚ ବିଦ୍ୟାଳୟରେ ଜଣେ ନବମ ଶ୍ରେଣୀ ଛାତ୍ରୀଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ୨୧…

ଆଉ ଏକ ଲଘୁଚାପ, ୬ ଦିନ ଯାଏ ପ୍ରବଳ ବର୍ଷା, ଏସବୁ ଜିଲାକୁ ରେଡ୍‌ ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୮ା୮(ବନ୍ଦନା ସେଠୀ) – ଉତ୍ତର ବଙ୍ଗୋପସାଗର ଓ ସଂଲଗ୍ନ ପଶ୍ଚିମବଙ୍ଗ-ବାଂଲାଦେଶ ଉପକୂଳ ଅଞ୍ଚଳରେ ଉପରିବାୟୁ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଶନିବାର ଏହା ପ୍ରଭାବରେ ଉତ୍ତର-ପଶ୍ଚିମ ବଙ୍ଗୋପସାଗର…

ଏମ୍‌ପି ସୁଜିତ କୁମାରଙ୍କଠାରୁ ୫୦ ଲକ୍ଷର ଠକେଇ: ପୂର୍ବତନ ମନ୍ତ୍ରୀଙ୍କ ପୁଅ ଗିରଫ

ଭୁବନେଶ୍ୱର,୨୮ା୮(ତ୍ରିନାଥ ମହାନ୍ତି): ଜମି ଠକେଇ ମାମଲାରେ ପୂର୍ବତନ ମନ୍ତ୍ରୀ ତଥା ଢେଙ୍କାନାଳ ଜିଲା ପରଜଙ୍ଗ ବିଧାନସଭା କ୍ଷେତ୍ରର ପୂର୍ବତନ ବିଜେଡି ବିଧାୟକ ନୃସିଂହ ଚରଣ ସାହୁଙ୍କ ପୁଅ…

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri