ପୋଷ୍ଟାଲ ବାଲାଟ ଜରିଆରେ ଭୋଟ ଦେଇପାରିବେ କରୋନା ପୀଡ଼ିତ !

ପାଟନା,୨୩।୬: ଚଳିତ ବର୍ଷ ଶେଷରେ ବିହାରରେ ବିଧାନସଭା ନିର୍ବାଚନ ହେବାକୁ ଯାଉଛି। ତେବେ ଏହି ନିର୍ବାଚନରେ ମତଦାତାଙ୍କ ପାଇଁ ନିୟମରେ କିଛିଟା ପରିବର୍ତ୍ତନ କରାଯାଇଥିବା ସୂଚନା ମିଳିଛି। ଏଣିକି କରୋନା ସଂକ୍ରମିତ ମତଦାତା ପୋଷ୍ଟାଲ ବାଲାଟ ଜରିଆରେ ଭୋଟ ଦେଇପାରିବେ। ଦେଶବ୍ୟାପି କରୋନା ସଙ୍କଟ ଦେଖାଦେଇଥିବାରୁ ସଂକ୍ରମିତ ମତଦାତାଙ୍କ ପାଇଁ କେନ୍ଦ୍ର ଆଇନ ମନ୍ତ୍ରଣାଳୟ ପକ୍ଷରୁ ଏଭଳି ନିଷ୍ପତ୍ତି ନିଆଯାଇଛି। ମଙ୍ଗଳବାର ଏନେଇ ମନ୍ତ୍ରଣାଳୟର ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ନିକଟରେ ନିର୍ବାଚନ ଆୟୋଗ କରୋନା ସଂକ୍ରମିତ ମତାଦାତାଙ୍କୁ ପୋଷ୍ଟାଲ ବାଲାଟର ବ୍ୟବହାର କରିବାକୁ ଅନୁମତି ଦିଆଯାଉ ବୋଲି ମନ୍ତ୍ରଣାଳୟକୁ ନିବେଦନ କରିଥିଲେ। ତେବେ ସମସ୍ତଙ୍କ ସୁରକ୍ଷା ଓ ନିର୍ବାଚନକୁ ଦୃଷ୍ଟିରେ ରଖି ଆଇନ ମନ୍ତ୍ରଣାଳୟ ଏହି ନିଷ୍ପତ୍ତି ନେଇଥିବା ଜଣାପଡ଼ିଛି। ତେବେ ଭାରତରେ କରୋନା ଭାଇରସ୍‌ ପ୍ରକୋପ ପରେ ବିହାର ପ୍ରଥମ ରାଜ୍ୟ ଯେଉଁଠାରେ ବିଧାନସଭା ନିର୍ବାଚନ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ଗଞ୍ଜାମ ସହରରେ ଧୂମଧାମରେ ଗଣେଶ ପୂଜା: ପୁଇଁତୋଳା ପୂଜା କମିଟି ପକ୍ଷରୁ….

ଗଞ୍ଜାମ, ୧୪/୯ (ବିଦ୍ୟାଧର ସାହୁ): ଗଞ୍ଜାମ ସହରର ବିଭିନ୍ନ ସ୍ଥାନରେ ମହାବିନାୟକ, ଅଗ୍ରପୂଜ୍ୟ ଶ୍ରୀଗଣେଶଙ୍କ ଚତୁର୍ଥୀ ପୂଜା ମହାଆଡ଼ମ୍ବରରେ ପାଳିତ ହେଉଛି। ଏଥିପାଇଁ ଗାଁଠାରୁ ସହର ପର୍ଯ୍ୟନ୍ତ…

ପୁଣି ମହାବୀର ପର୍ବତକୁ ଫେରିଆସିଛି ମାଈ ହାତୀ

ବଡ଼ଗାଁ,୧୩ା୯(ଅଶୋକ ଷଡ଼ଙ୍ଗୀ): ଝାଡ଼ଖଣ୍ଡ ରାଜ୍ୟ ଜଙ୍ଗଲରୁ କିଛି ମାସ ତଳେ ଆସିଥିବା ୨୬ ଟିକିଆ ହାତୀପଲ ସୁନ୍ଦରଗଡ଼ ଜିଲା ବଡ଼ଗାଁ ଫରେଷ୍ଟ ରେଞ୍ଜ ଅନ୍ତର୍ଗତ ମହାବୀର ପର୍ବତରେ…

ଟ୍ରକ୍‌-କାର୍‌ ମୁହାଁମୁହିଁ ଧକ୍କା: ତିରିଂ ହାଇସ୍କୁଲ ପ୍ରଧାନଶିକ୍ଷକ ଗୁରୁତର

ରାଇରଙ୍ଗପୁର, ୧୪।୯ (ମାନସ ରଞ୍ଜନ ମହାନ୍ତି): ବହଳଦା ଥାନା ଅନ୍ତର୍ଗତ ରାଇରଙ୍ଗପୁର-ଟାଟା ଜାତୀୟ ରାଜପଥ ୨୨୦ ନମ୍ବର କାଦୁଆଣି-ବାସିଙ୍ଗୀ ମଧ୍ୟରାସ୍ତା ତିତିଲି ଢାବା ନିକଟରେ ସୋମବାର ଏକ…

ମଦ ଦୋକାନକୁ ନେଇ ବଢୁଛି ଅସନ୍ତୋଷ, ଅନ୍ୟତ୍ର ସ୍ଥାନାନ୍ତର ଦାବି

କେନ୍ଦୁଝର,୧୪ା୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲାପାଳ, ଆରକ୍ଷୀ ଅଧୀକ୍ଷକ, ଡିଏଫ୍‌ଓଙ୍କ କାର୍ଯ୍ୟାଳୟ ସମ୍ମୁଖ ଗୁରୁତ୍ୱପୂର୍ଣ୍ଣ ଟ୍ରାଫିକ ଛକରେ ଏକ ଠିପିବନ୍ଦ ମଦ ଦୋକାନ ପୁଣିଥରେ ଖୋଲିବାକୁ ନେଇ…

କନ୍ଧମାଳ ସମସ୍ୟା ନେଇ ‘ବିଚାର ମନ୍ଥନ’, ସରକାରଙ୍କ ନିକଟରେ ଦାବି ରଖିବାକୁ ନିଷ୍ପତ୍ତି

ଦାରିଙ୍ଗବାଡ଼ି, ୧୪।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ହନୁମାନ ମନ୍ଦିର ପ୍ରାଙ୍ଗଣସ୍ଥିତ ସଭାଗୃହରେ ସୋମବାର ‘ବିଚାର ମନ୍ଥନ’ ନାମରେ ଏକ କର୍ମଶାଳା ଅନୁଷ୍ଠିତ ହୋଇଯାଇଛି। ଜିଲାର…

ସ୍କୁଲ ବସ୍‌ ଧକ୍କାରେ ଚାଲିଗଲା ଜୀବନ: ଜଣେ ମୃତ, ଜଣେ ଗୁରୁତର

ବଲାଙ୍ଗୀର, ୧୪।୯ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ପୁଇଁତଲା ଥାନା ଅନ୍ତର୍ଗତ କୁଲୁଥିପାଲି ଗାଁ ନିକଟ ରାସ୍ତାରେ ସୋମବାର ସକାଳେ ଏକ ସଡ଼କ ଦୁର୍ଘଟଣା ଘଟିଛି।…

୧୭ରେ ମୋଦିଙ୍କ ଜନ୍ମଦିନ, ଆଶୀର୍ବାଦର ଦୀପ ଜାଳିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୧୪।୯: ପ୍ରଧାନମନ୍ତ୍ରୀ ମୋଦିଙ୍କ ଜନ୍ମଦିନରେ ‘ଆଶୀର୍ବାଦର ଦୀପ’ ଜାଳିବାକୁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ସୋମବାର ଭିଡିଓ ବାର୍ତ୍ତା ମାଧ୍ୟମରେ ରାଜ୍ୟବାସୀଙ୍କୁ ନିବେଦନ କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି,…

ଦିଗପହଣ୍ଡିରେ ଶ୍ରୀଗଣେଶ ପୂଜା ମହୋତ୍ସବ, ଦେବୀ ଗଙ୍ଗାଙ୍କୁ ଆବାହନ ପରେ କଳସ ଯାତ୍ରା

ଦିଗପହଣ୍ଡି,୧୪ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହର ବଜାର ସାହି ପୂଜା କମିଟି ପକ୍ଷରୁ ୪୬ ତମ ଶ୍ରୀ ଗଣେଶ ପୂଜା ମହୋତ୍ସବ ସୋମବାର ଠାରୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?