ପୌରପାଳିକାରେ ଖୋଲିଲା ଏଫ୍‌ଏସ୍‌ଏମ୍‌: ଫୋନ୍‌ କଲେ ଘରୁ ନେଇଯିବେ ମଳପଙ୍କ

ଅନୁଗୋଳ ଅଫିସ, ୨୦।୧୨-ଅନୁଗୋଳ ପୌରପାଳିକାରେ ମଳପଙ୍କ ପରିଚାଳନା ସହାୟତା ସେବା କେନ୍ଦ୍ର (ଏଫ୍‌ଏସ୍‌ଏମ୍‌) ଉଦ୍‌ଘାଟିତ ହୋଇଯାଇଛି। ଏଥିସହ ଲୋକଙ୍କ ପାଇଁ ନିଃଶୁଳ୍କ ଫୋନ ନମ୍ବର ମଧ୍ୟ ବ୍ୟବସ୍ଥା କରାଯାଇଛି। ଏଣିକି ଅନୁଗୋଳ ପୌରପାଳିକାବାସୀ ଫୋନ କଲେ ସେମାନଙ୍କ ଘରେ ଗାଡ଼ି ପହଞ୍ଚି ମଳପଙ୍କ ଉଦ୍ଧାର କରିବ ବୋଲି ପୌରନିର୍ବାହୀ ଅଧିକାରୀ ବିନୋଦ ଚନ୍ଦ୍ର ପଣ୍ଡା ସୂଚନା ଦେଇଛନ୍ତି। ଏଥିସହ ସହର ଉପକଣ୍ଠରେ ଥିବା ପଞ୍ଚମହଲାରେ ଲିକ୍ୟୁଇଡି ୱେଷ୍ଟ ମ୍ୟାନେଜମେଣ୍ଟ ପ୍ଲାଣ୍ଟ କାର୍ଯ୍ୟକ୍ଷମ ହେବା ଆରମ୍ଭ ହୋଇଥିବା ସେ କହିଛନ୍ତି।
ଏଣିକି ମଳପଙ୍କରୁ ପ୍ରସ୍ତୁତ ହେବ ସାର। ଏହି ସାର ଅନୁଗୋଳ ପଞ୍ଚମହଲା ଠାରେ ନିର୍ମାଣ ହୋଇଥିବା ଲିକ୍ୟୁଇଡ ୱେଷ୍ଟ ମ୍ୟାନେଜମେଣ୍ଟ ପ୍ଲାଣ୍ଟରୁ ବାହାରିବ। ବନ ବିଭାଗ ସହ ଇଚ୍ଛୁକ ବ୍ୟକ୍ତିଙ୍କୁ ଏହା ବିକ୍ରି କରାଯିବାକୁ ପୌରପାଳିକା ପକ୍ଷରୁ ଯୋଜନା କରାଯାଇଛି। ନିର୍ମଳ ଯୋଜନାରେ ୫ କୋଟି ଟଙ୍କା ବ୍ୟୟରେ ଏହି ଲିକ୍ୟୁଇଡ ୱେଷ୍ଟ ମ୍ୟାନେଜମେଣ୍ଟ ପ୍ଲାଣ୍ଟ ନିର୍ମାଣ କରାଯାଇଛି। ଏହା ଗୁରୁବାର ଠାରୁ ପ୍ରାଥମିକ ଭାବେ କାର୍ଯ୍ୟକ୍ଷମ ହୋଇଥିଲେ ମଧ୍ୟ ୨୮ ତାରିଖ ପରେ


Enter your email to get our daily news in your inbox.

All Right Reserved By Dharitri.Com

ପାଖେଇ ଆସିଲାଣି ଗଣେଶ ପୂଜା, ମୂର୍ତ୍ତି ନିର୍ମାଣରେ ବ୍ୟସ୍ତ କାରିଗର

ରିଷିଡ଼ା,୯ା୯(ସୁଶାନ୍ତ ମଲ୍ଲିକ): ଗଣେଶ ପୂଜା ଉପଲକ୍ଷେ କଳାହାଣ୍ଡି ଜିଲା ଉତ୍ସବ ମୁଖର ହୋଇଉଠିଛି। ବିଶେଷକରି କର୍ଲାମୁଣ୍ତା ବ୍ଲକ ରିଷିଡ଼ା ଅଞ୍ଚଳର ମୂର୍ତ୍ତି କାରିଗରମାନେ ମାଟି ମୂର୍ତ୍ତି ନିର୍ମାଣରେ…

ଆବୁଧାବି ଗସ୍ତରେ ମୁଖ୍ୟମନ୍ତ୍ରୀ, ଆଜି ଆଇଏଚ୍‌ସିର ବ୍ୟବସାୟିକ ୟୁନିଟ୍‌-ଗ୍ରୁପ୍‌ କମ୍ପାନୀ ସହ କରିବେ ଆଲୋଚନା

ଭୁବନେଶ୍ୱର,୯ା୯(ସୁନିତ୍‌ ମିଶ୍ର): ଓଡ଼ିଶା ସରକାରଙ୍କ ୟୁଏଇ ନିବେଶ ଅଭିଯାନର ଅଂଶ ଭାବେ ୯ ସେପ୍ଟେମ୍ବର ୨୦୨୬ରେ ବ୍ୟବସାୟ ନିବେଶ ଓ କୂଟନୈତିକ କ୍ଷେତ୍ରରେ ଏକାଧିକ ଉଚ୍ଚସ୍ତରୀୟ ଆଲୋଚନା…

ବିଭିନ୍ନ ଦାବିରେ ଉପଜିଲାପାଳ ଅଫିସ ଘେରାଉ କଲା ବିଜେଡି

ପାଟଣାଗଡ଼,୯ା୯(ସଚ୍ଚିଦାନନ୍ଦ ମହାକୁର): ବଲାଙ୍ଗୀର ଜିଲା ପାଟଣାଗଡ଼ରେ ବିଭିନ୍ନ ଦାବି ନେଇ ବୁଧବାର ସ୍ଥାନୀୟ ବିଜେଡି ପକ୍ଷରୁ ଉପଜିଲାପାଳଙ୍କ କାର୍ଯ୍ୟାଳୟକୁ ଘେରାଉ କରାଯାଇଛି। ଏହି ଅବସରରେ ରାଜ୍ୟପାଳଙ୍କ ଉଦ୍ଦେଶ୍ୟରେ…

ଦ୍ୱିତୀୟ ସେମିଷ୍ଟାର ପରୀକ୍ଷା ଫଳକୁ ନେଇ ଛାତ୍ରୀଛାତ୍ରଙ୍କ ମଧ୍ୟରେ ଅସନ୍ତୋଷ: ମୂଲ୍ୟାଙ୍କନ ଉପରେ ପ୍ରଶ୍ନବାଚୀ

ଭଞ୍ଜନଗର,୯।୯(ବାବୁଲା ପ୍ରଧାନ): ବ୍ରହ୍ମପୁର ବିଶବିଦ୍ୟାଳୟ ପକ୍ଷରୁ ମଙ୍ଗଳବାର ସନ୍ଧ୍ୟାରେ ଯୁକ୍ତ ୩ ଦ୍ୱିତୀୟ ସେମିଷ୍ଟର ପରୀକ୍ଷା ଫଳ ପ୍ରକାଶିତ ହୋଇଛି। ଏଥିରେ ଅନେକ ଛାତ୍ରୀଛାତ୍ରଙ୍କ ପେପର ବ୍ୟାକ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…

ପ୍ରଧାନ ଶିକ୍ଷକଙ୍କ ବଦଳି ନିଷ୍ପତ୍ତି ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ଅଭିଭାବକ

ବରୀ,୯।୯(ମହେନ୍ଦ୍ର ସ୍ବାଇଁ):ସରକାର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦେଉଥିବାବେଳେ ବରୀ ଶିକ୍ଷାମଣ୍ଡଳ ଅଧୀନସ୍ଥ କୃଷ୍ଣନଗର ପ୍ରାଥମିକ ବିଦ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri