ପ୍ରକାଶ ପାଇଲା କାର୍ଯ୍ୟସୂଚୀ, ୨୭ରୁ ବିଜେଡିର ସାଙ୍ଗଠନିକ ନିର୍ବାଚନ

ଭୁବନେଶ୍ୱର,୨୦।୧୨(ବ୍ୟୁରୋ): ବିଜୁ ଜନତା ଦଳ(ବିଜେଡି)ର ସାଙ୍ଗଠନିକ ନିର୍ବାଚନ ୫ଟି ପର୍ଯ୍ୟାୟରେ ଡିସେମ୍ବର ୨୭ରୁ ୨୦୨୦ ଫେବୃୟାରୀ ୨୬ ମଧ୍ୟରେ ଅନୁଷ୍ଠିତ ହେବ। ଏହାର ସୁପରିଚାଳନା ପାଇଁ ଦଳର ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟ ନିର୍ବାଚନ ଅଧିକାରୀ ଭାବେ ପ୍ରତାପ କେଶରୀ ଦେବଙ୍କୁ ନିଯୁକ୍ତ କରିଥିଲେ। ତେବେ ୩୩ଟି ସାଙ୍ଗଠନିକ ଜିଲା ପାଇଁ ଜିଲା ନିର୍ବାଚନ ଅଧିକାରୀ ଓ ସମସ୍ତ ବ୍ଲକ ଏବଂ ନଗରାଞ୍ଚଳ ପାଇଁ ସହାୟକ ନିର୍ବାଚନ ଅଧିକାରୀମାନଙ୍କୁ ନିଯୁକ୍ତ କରିଥିବା ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ପ୍ରତାପ ସୂଚନା ଦେଇଛନ୍ତି।

ପ୍ରଥମ ପର୍ଯ୍ୟାୟ ନିର୍ବାଚନ ଆସନ୍ତା ୨୭ ତାରିଖରୁ ୨୦୨୦ ଜାନୁୟାରୀ ୧୩ ମଧ୍ୟରେ ହେବ। ଏଥିରେ ପଞ୍ଚାୟତ ସଭାପତି ସହ କମିଟି ସଭ୍ୟ, ନଗରାଞ୍ଚଳ ଓ୍ବାର୍ଡ ସଭାପତି ଏବଂ କମିଟି ସଭ୍ୟପଦ ପାଇଁ ନିର୍ବାଚନ ଅନୁଷ୍ଠିତ ହେବ। ସେହିଭଳି ଦ୍ୱିତୀୟ ପର୍ଯ୍ୟାୟ ୨୦୨୦ ଜାନୁୟାରୀ ୧୪ରୁ ଆରମ୍ଭ ହୋଇ ୨୯ ପର୍ଯ୍ୟନ୍ତ, ତୃତୀୟ ପର୍ଯ୍ୟାୟ ଜାନୁୟାରୀ ୩୦ରୁ ଫେବୃୟାରୀ ୧୫, ଚତୁର୍ଥ ପର୍ଯ୍ୟାୟ ଫେବୃୟାରୀ ୧୬ରୁ ୧୮ ଏବଂ ପଞ୍ଚମ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ ଫେବୃୟାରୀ ୨୩ରୁ ଆରମ୍ଭ ହୋଇ ସେହିମାସ ୨୬ରେ ଶେଷ ହେବ ବୋଲି ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଉପକୂଳରେ ଘୂର୍ଣ୍ଣିବଳୟ, ଦୁଇଟି ଟ୍ରଫ୍‌: ଆସନ୍ତା ୫ ଦିନ ଯାଏ ଏସବୁ ଜିଲାରେ ପ୍ରବଳ ବର୍ଷା, ଓ୍ବାର୍ନିଂ ଜାରି କଲା…

ଭୁବନେଶ୍ୱର, ୨୧ା୭ (ବନ୍ଦନା ସେଠୀ)- ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଓ ଏହା ସଂଲଗ୍ନ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳରେ ଏକ ଘୂର୍ଣ୍ଣିବଳୟ ସକ୍ରିୟ ରହିଛି। ଏଥିସହ ଦୁଇଟି ଟ୍ରଫ୍‌…

ଦକ୍ଷିଣମୋଡ଼ ହେଲା ଦର୍ପଦଳନ, ଅଧାରେ ଅଟକିଲା ତାଳଧ୍ୱଜ: ନନ୍ଦିଘୋଷ… 

ପୁରୀ,୨୧ା୭(ଅଜିତ୍‌ କୁମାର ମହାନ୍ତି): ମହାପ୍ରଭୁ ଶ୍ରୀଜଗନ୍ନାଥ ବଡ଼ଭାଇ ବଳଭଦ୍ର ଏବଂ ଭଉଣୀ ସୁଭଦ୍ରାଙ୍କୁ ସାଙ୍ଗରେ ଧରି ରଥାରୂଢ଼ ହୋଇ ଆସି ଶ୍ରୀଗୁଣ୍ଡିଚା ମନ୍ଦିରରେ ଅବସ୍ଥାନ କରିଛନ୍ତି। ରଥଯାତ୍ରାର…

ଛାତ୍ରଙ୍କ ଉପରେ ଲାଠିଚାର୍ଜକୁ ନେଇ କ୍ଷୁବ୍ଧ ଅରିଜିତ, କହିଲେ– ‘ନିଜକୁ ଭଗବାନ ଭାବୁଛନ୍ତି କି?’

ନୂଆଦିଲ୍ଲୀ,୨୧।୭: ଦିଲ୍ଲୀରେ ୨୦ ଜୁଲାଇରେ କକରୋଚ୍ ଜନତା ପାର୍ଟି (CJP)ର ଆହ୍ୱାନରେ ଆୟୋଜିତ ସଂସଦ ମାର୍ଚ୍ଚ ସମୟରେ ଛାତ୍ର ଓ ପୋଲିସ ମଧ୍ୟରେ ଉତ୍ତେଜନା ସୃଷ୍ଟି ହୋଇଥିଲା।…

ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଆଧାର ନିଷ୍କ୍ରିୟ; ଜିଲାପାଳଙ୍କ ଦ୍ୱାରସ୍ଥ ହେଲେ…

ମୋହନା,୨୧।୭(ମନ୍ମଥ ମିଶ୍ର): ଜୀବିତ ଥାଇ ବି ସରକାରୀ ରେକର୍ଡରେ ମୃତ! ଏଭଳି ଏକ ଆଶ୍ଚର୍ଯ୍ୟଜନକ ଘଟଣା ଗଜପତି ଜିଲା ଆର୍. ଉଦୟଗିରି ବ୍ଲକ ରଣାଲଇ ଗ୍ରାମରେ ଦେଖିବାକୁ…

ରାଜ୍ୟ ରାଜନୀତିରେ ଚହଳ: ଧର୍ମେନ୍ଦ୍ରଙ୍କ ଇସ୍ତଫା ଦାବି କଲେ ନବୀନ

ନୂଆଦିଲ୍ଲୀ/ ଭୁବନେଶ୍ୱର:୨୧।୭: ଓଡ଼ିଶା ତଥା ଜାତୀୟ ରାଜନୀତିରେ ଏକ ବଡ଼ ଧରଣର ହଟଚମଟ ସୃଷ୍ଟି ହୋଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ଓଡ଼ିଶା ବିଧାନସଭାର ବିରୋଧୀ ଦଳ ନେତା ନବୀନ…

ପୁଣି ଆନ୍ଦୋଳନ ଡାକରା ଦେଲା CJP! ଆଜି ରାତି ୮ଟାରେ ଦିଲ୍ଲୀରେ ହେବ…

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍, କୃଷକଙ୍କ ଆନ୍ଦୋଳନ ଏବଂ ପୋଲିସର ବଳପ୍ରୟୋଗ ବିରୋଧରେ ଦିଲ୍ଲୀରେ ରାଜନୈତିକ ସରଗରମ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ କକରୋଚ…

ଜୀରାନଦୀ ଜଳ ହେବ ସ୍ବଚ୍ଛ: ୧୭୮.୫୦ କୋଟି ଟଙ୍କାର ଏସଟିପି ପ୍ରକଳ୍ପ ପାଇଁ ମିଳିଲା ରାଜ୍ୟ ସରକାରଙ୍କ ମଞ୍ଜୁରୀ

ବରଗଡ଼,୨୧।୭(ପ୍ରେମାନନ୍ଦ ଖମାରୀ)- ବରଗଡ଼ ସହର ମଧ୍ୟ ଦେଇ ପ୍ରବାହିତ ଜୀରାନଦୀକୁ ପ୍ରଦୂଷଣମୁକ୍ତ କରିବା ଏବଂ ସହରର ବ୍ୟବହୃତ ଜଳ ପରିଚାଳନା ବ୍ୟବସ୍ଥାକୁ ସୁଦୃଢ଼ କରିବା ପାଇଁ ରାଜ୍ୟ…

ମୋଦିଙ୍କ ଘର ଆଗରେ ଶୋଇଗଲେ ରାହୁଲ; ଉଠାଇ ନେଲା ପୋଲିସ, ଭିଡିଓ ଭାଇରାଲ

ନୂଆଦିଲ୍ଲୀ,୨୧।୭: ନିଟ୍ (NEET) ପେପର ଲିକ୍ ଏବଂ ଛାତ୍ରଛାତ୍ରୀଙ୍କ ଉପରେ ଦିଲ୍ଲୀ ପୋଲିସର ବଳପ୍ରୟୋଗ ବିରୋଧରେ ମଙ୍ଗଳବାର ଦିନ ପ୍ରଧାନମନ୍ତ୍ରୀଙ୍କ ବାସଭବନ ଆଗରେ କଂଗ୍ରେସ ପକ୍ଷରୁ ଧାରଣା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri