ପ୍ରଚାରପତ୍ରରେ ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁକୁ ଆକସ୍ମିକ ଦର୍ଶାଯିବା ଘଟଣା: ସମସ୍ତ ପୁସ୍ତିକାକୁ ନଷ୍ଟ କରିବାକୁ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର,୧୬।୧୧(ବ୍ୟୁରୋ): ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁକୁ ଏକ ଆକସ୍ମିକ ଦୁର୍ଘଟଣା ଦର୍ଶାଯିବା ଘଟଣାକୁ ନେଇ ଶନିବାର ବିଧାନସଭାରେ ସ୍କୁଲ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶ ବିବୃତି ଦେଇଥିଲେ। ଏହାପରେ ଏବେ ସମସ୍ତ ପୁସ୍ତିକାକୁ ନଷ୍ଟ କରିବାକୁ ବିଭାଗ ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଏନେଇ ସମସ୍ତ ଡିଇଓ, ଡିପିସି, ବିଇଓମାନଙ୍କୁ ପ୍ରକଳ୍ପ ନିର୍ଦ୍ଦେଶକ ଚିଠି ଲେଖିଛନ୍ତି। ସେମାନଙ୍କୁ ସଫ୍ଟ କପି ପ୍ରତ୍ୟାହାର ସହ ସବୁ ଲିଫ୍‌ଲେଟ, କପି ନଷ୍ଟ ଲାଗି ନିର୍ଦ୍ଦେଶ ଦିଆଯାଇଥିବା ସୂଚନା ମିଳିଛି।

ପ୍ରକାଶଯୋଗ୍ୟ, ରାଜ୍ୟ ସରକାରଙ୍କ ସ୍କୁଲ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ‘ଆମ ବାପୁଜୀ: ଏକ ଝଲକ’ ଶୀର୍ଷକ ଲିଫ୍‌ଲେଟ୍‌ରେ ମହାତ୍ମା ଗାନ୍ଧୀଙ୍କ ମୃତ୍ୟୁକୁ ଆକସ୍ମିକ ଦୁର୍ଘଟଣା ବୋଲି ଲେଖାଯାଇଥିଲା। ଏହାକୁ ବିଭିନ୍ନ ସଂଗଠନ ପକ୍ଷରୁ ସମାଲୋଚନା କରାଯାଇଥିବା ବେଳେ ଶୁକ୍ରବାର ବିଧାନସଭାରେ ମଧ୍ୟ କଂଗ୍ରେସ ଏହାକୁ ଭର୍ତ୍ସନା କରିଥିଲା। ଏଣୁ ବାଚସ୍ପତି ମନ୍ତ୍ରୀ ବିବୃତି ଦେବାକୁ ରୁଲିଂ ଦେଇଥିଲେ। ଶନିବାର ବିବୃତି ରଖି ମନ୍ତ୍ରୀ ଏହି ତ୍ରୁଟି ଅନିଚ୍ଛାକୃତ ବୋଲି କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଓରାଙ୍ଗଉଟାନ ଲିଙ୍କ୍‌ରେ ନୂଆ ସିସିଟିଭି ଫୁଟେଜ୍‌: ସାମ୍ନାକୁ ଆସିଲା ରାତିଅଧର…

ଜଳେଶ୍ୱର, ୧୨।୯: ଓରାଙ୍ଗଉଟାନ ଚାଲାଣ ଲିଙ୍କ୍‌ ନେଇ ଚାଲିଥିବା ଛାନଭିନ୍‌ ମଧ୍ୟରେ ନୂଆ ସିସିଟିଭି ଫୁଟେଜ୍‌ ସାମ୍ନାକୁ ଆସିଛି। ଦୀଘାର ଜଣେ ସନ୍ଦିଗ୍ଧ ହୋଟେଲ ସମ୍ମୁଖରେ ଲାଗିଥିବା…

ଉତ୍ସବମୁଖର ପଶ୍ଚିମ ଓଡ଼ିଶା: ହାଟବଜାରରେ ନାହିଁ ନ ଥିବା ଭିଡ଼, ମୁଖ୍ୟ ଆକର୍ଷଣ ପାଲଟିଛି…

ରିଷିଡ଼ା,୧୨ା୯(ସୁଶାନ୍ତ ମଲ୍ଲିକ): ପଶ୍ଚିମ ଓଡ଼ିଶାର ମହାନ କୃଷିଭିତ୍ତିକ ଗଣପର୍ବ ‘ନୂଆଖାଇ’ ପାଇଁ ଏବେ ପୁରପଲ୍ଲୀ ଉତ୍ସବମୁଖର। ଇଷ୍ଟଦେବୀଙ୍କ ନିକଟରେ ନବାନ୍ନ ଲାଗି ହେବାକୁ ଥିବା ବେଳେ ଘରେ…

ଇସ୍ରୋର ଭୟଙ୍କର ଚେତାବନୀ, ଓଡ଼ିଶାକୁ ମାଡ଼ିଆସୁଛି ୩ଟି ସୁପର ସାଇକ୍ଲୋନ! ଏହି ଜିଲାରେ ରଚିବ ପ୍ରଳୟ…

ନୂଆଦିଲ୍ଲୀ, ୧୨।୯ : ମାଡ଼ି ଆସିବ ମହାବାତ୍ୟା ! ୧୯୯୯ ଠୁ ବି ହେବ ଭୟଙ୍କର। ନିମିଷକେ ସବୁ ହୋଇଯିବ ଛାରଖାର। ମାଡ଼ିଆସିବ ସମୁଦ୍ର ଜୁଆର। କିଛି…

ଖୋଲିଲା ପ୍ରୀତିଙ୍କ ଗୁମର: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମୁମ୍ବାଇ,୯।୧୨: ବଲିଉଡ ଅଭିନେତ୍ରୀ ପ୍ରୀତି ଜିଣ୍ଟା ଏବେ ତାଙ୍କ ଆଗାମୀ ଫିଲ୍ମ ‘ଭାଇବ’କୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏହି ଫିଲ୍ମର ପ୍ରମୋସନ୍‌ରେ ବ୍ୟସ୍ତ ଥିବା ପ୍ରୀତି ନିକଟରେ…

ବିଲରୁ ଫେରୁଥିଲେ: ରାସ୍ତାରେ ଚାଲିଗଲା ଜୀବନ

ଛତ୍ରପୁର, ୧୨।୯ (ଦିଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଚମାଖଣ୍ଡି ଥାନା ଅନ୍ତର୍ଗତ ରେଗିଡ଼ି ଛକ ନିକଟରେ ଶୁକ୍ରବାର ଘଟିଥିବା ସଡ଼କ ଦୁର୍ଘଟଣାରେ ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ…

ବଡ଼ଭାଇଙ୍କୁ ଲୁହା ପାଇପରେ ହତ୍ୟା: ସାନ ଭାଇ ଗିରଫ

ଭେଡେନ, ୧୨/୯ (ହୃଷିକେଶ ଖମାରୀ): ବରଗଡ଼ ଜିଲା ଭେଡେନ ଥାନା ରୁଷୁଡ଼ା ଫାଣ୍ଡି ଅଧୀନସ୍ଥ ଲୁଇସିରା-ଖଲିଆପାଲି କୁଚିଆ ମଦଭାଟି ନିକଟରେ ପୂର୍ବ ଶତ୍ରୁତାକୁ କେନ୍ଦ୍ର କରି ବଡ଼ଭାଇଙ୍କୁ…

ନନ୍ଦନକାନନରେ ଦେଖାଦେଲେ ୧୪ ପ୍ରଜାତିର ବିଦେଶୀ ପ୍ରାଣୀ

ବାରଙ୍ଗ, ୧୨/୧୦ (ଲିଙ୍ଗରାଜ ରାଉତ): ନନ୍ଦନକାନନ ପ୍ରାଣୀ ଉଦ୍ୟାନକୁ ଶୁକ୍ରବାର ବିଳମ୍ବିତ ରାତିରେ ଗୁଜରାଟର ‘ରାଧା କୃଷ୍ଣ ମନ୍ଦିର ହାତୀ କଲ୍ୟାଣ ଟ୍ରଷ୍ଟ’ (RKTEWT) ପକ୍ଷରୁ ଦାନ…

ମୁଁ ଆତ୍ମହତ୍ୟା କରିଦେବି… ମୋତେ କ୍ଷମା କରିଦିଅ ବାପା: ଭାବପ୍ରବଣ ହୋଇ ଏମିତି କାହିଁକି କହିଲେ ୱୁଶୁ ଖେଳାଳି

ନୂଆଦିଲ୍ଲୀ,୧୨।୯: ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରିବାର ସ୍ବପ୍ନ ଭାଙ୍ଗିଯିବା ପରେ ଭାରତୀୟ ୱୁଶୁ (Wushu) ଖେଳାଳି ଦିବ୍ୟାଂଶୀ ଚୌଧୁରୀଙ୍କ ଏକ ଅତ୍ୟନ୍ତ ଭାବପ୍ରବଣ ଭିଡିଓ ସାମ୍ନାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?