Posted inଜାତୀୟ

ପ୍ରତିଘଣ୍ଟାରେ ଦେଶରେ ୧୫ ଜଣ କରୁଛନ୍ତି ଆତ୍ମହତ୍ୟା

ନୂଆଦିଲ୍ଲୀ,୨୦।୧୧: ପ୍ରତି ଘଣ୍ଟାରେ ଦେଶରେ ୧୫ ଜଣ ଆତ୍ମହତ୍ୟା କରୁଛନ୍ତି। ଏନେଇ ଜାତୀୟ ଅପରାଧ ରେକର୍ଡ ବ୍ୟୁରୋ ପକ୍ଷରୁ ଏକ ରିପୋର୍ଟ ପ୍ରକାଶ ପାଇଛି। ୨୦୧୬ରେ ଲକ୍ଷେ ୩୧ ହଜାର ୮ଜଣ ଲୋକ ଆତ୍ମହତ୍ୟା କରିଥିବାବେଳେ ୨୦୧୫ ତୁଳନାରେ ଏଥିରେ ୨ ପ୍ରତିଶତ ହ୍ରାସ ପରିଲକ୍ଷିତ ହୋଇଥିଲା। ୨୦୧୫ରେ ଲକ୍ଷେ ୩୩ ହଜାର ୬ଶହ ୨୩ ଜଣ ଲୋକ ଆତ୍ମହତ୍ୟା କରିଥିଲେ। ମହିଳାଙ୍କ ତୁଳନାରେ ଅଧିକ ପୁରୁଷ ଆତ୍ମହତ୍ୟା କରୁଥିବା ଏଥିରେ ଦର୍ଶାଯାଇଛି। ଦେଶରେ ପ୍ରାୟ ୬୮ ପ୍ରତିଶତ ପୁରୁଷ ଆତ୍ମହତ୍ୟା କରିଥାନ୍ତି। ୨୦୧୦ରେ ଅଧିକ ଲୋକ ଆତ୍ମହତ୍ୟା କରିଥିବାବେଳେ ପରବର୍ତ୍ତୀ ସମୟରେ ଏହା କମିଥିବା ରିପୋର୍ଟରେ କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ହର୍ମୁଜ ପ୍ରଣାଳୀରେ ଇରାନ ଅଭିମୁଖେ ଯାଉଥିବା ଜାହାଜ ଉପରେ କ୍ଷେପଣାସ୍ତ୍ର ଆକ୍ରମଣ; ଆମେରିକା କଲାଣି ଏମିତି ଦାବି ଚିନ୍ତାରେ ପଡ଼ିଲାଣି ସାରା ବିଶ୍ୱ

ତେହରାନ,୩୧।୫: ଶନିବାର ଆମେରିକା ଚେତାବନୀ ଦେଇଛି ଯେ ଆବଶ୍ୟକ ହେଲେ ଇରାନ ବିରୁଦ୍ଧରେ ସାମରିକ କାର୍ଯ୍ୟାନୁଷ୍ଠାନ ଆରମ୍ଭ କରିବାକୁ ପ୍ରସ୍ତୁତ। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ପୁନର୍ବାର କହିଛନ୍ତି…

ସୂର୍ଯ୍ୟା ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଏନକାଉଣ୍ଟରରେ ନିହତ; ମା’ କହିଲେ: ‘ଘର ଉପରେ ମଧ୍ୟ ବୁଲଡୋଜର ଚଲାଇ ଦିଅ’

ନୂଆଦିଲ୍ଲୀ,୩୧।୫: ଗାଜିଆବାଦରେ ସୂର୍ଯ୍ୟା ଚୌହାନ ହତ୍ୟା ମାମଲାର ମୁଖ୍ୟ ଅଭିଯୁକ୍ତ ଆସଦ ପୋଲିସ ଏନକାଉଣ୍ଟରରେ ନିହତ ହୋଇଛି। ପୋଲିସ ଇନ୍ଦିରାପୁରମରେ ଆସଦକୁ ଏନକାଉଣ୍ଟରରେ ନିଯୁକ୍ତ କରିଥିଲା। ଏହି…

ଆକ୍ସନ ମୁଡ୍‌ରେ ଦାରିଙ୍ଗବାଡି ପୋଲିସ୍: ସପ୍ତାହରେ ଏକାଧିକ ଗାଡ଼ି ଜବତ, ନିୟମ ଖିଲାପକାରୀଙ୍କ ନିଦ ହଜାଇଲେ…

ଦାରିଙ୍ଗବାଡି, ୩୦।୫ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ପୋଲିସ ଏବେ ଆକ୍ସନ ମୁଡ୍‌ରେ। ଟ୍ରାଫିକ୍ ନିୟମ ଉଲ୍ଲଂଘନକାରୀ ଏବଂ ବେପରୁଆ ଗାଡ଼ି ଚାଳକଙ୍କ ବିରୋଧରେ ପୋଲିସ…

୩ରେ ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ଶିବକୁମାର

ବେଙ୍ଗାଲୁରୁ,୩୦ା୫: କର୍ନାଟକ ପ୍ରଦେଶ କଂଗ୍ରେସ ସଭାପତି ଡି.କେ. ଶିବକୁମାର ଶନିବାର ବିଧାୟକ ଦଳ ନେତା ନିର୍ବାଚିତ ହୋଇଛନ୍ତି। ଜୁନ୍‌ ୩ରେ ସେ କର୍ନାଟକର ନୂଆ ମୁଖ୍ୟମନ୍ତ୍ରୀ ଭାବେ…

ତୁମୁଡିବନ୍ଧରେ କାଳବୈଶାଖୀର ଭୟଙ୍କର ତାଣ୍ଡବ: ପତ୍ର ଭଳି ଉଡ଼ିଲା ଆଜବେଷ୍ଟସ, ଭାଙ୍ଗିଲା ବିଦ୍ୟୁତ ଖୁଣ୍ଟ

ତୁମୁଡିବନ୍ଧ, ୩୦।୫ (ଦୀପକ କୁମାର ପରାସେଠ): କନ୍ଧମାଳ ଜିଲା ତୁମୁଡିବନ୍ଧ ବ୍ଲକ ଅଞ୍ଚଳରେ କାଳବୈଶାଖୀର କରାଳ କୋପ ଦେଖିବାକୁ ମିଳିଛି। ଶନିବାର ସନ୍ଧ୍ୟା ପ୍ରାୟ ୫ଟା ୩୦…

ଟିଏମ୍‌ସି ନେତା ଅଭିଷେକଙ୍କୁ ଆକ୍ରମଣ

କୋଲକାତା,୩୦।୫: ଟିଏମ୍‌ସି ନେତା ତଥା ସାଂସଦ ଅଭିଷେକ ବାନାର୍ଜୀଙ୍କ ଉପରେ ଶନିବାର ସନ୍ଧ୍ୟାରେ କିଛି ଲୋକ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି। ମିଳିଥିବା ସୂଚନା ମୁତାବକ, ଅଭିଷେକ…

ବିଦ୍ୟୁତ୍‌ତାର ଚୋରି ଘଟଣାରେ ଯୁବକଙ୍କୁ ଥାନାରେ ଅଟକ ରଖି ଛାଡ଼ିଦେଲା ପୋଲିସ, ତାତିଲେ ଗ୍ରାମବାସୀ

ବାସୁଦେବପୁର,୩୦ା୫(କାଳୀପଦ ରାୟ): ଭଦ୍ରକ ଜିଲା ବାସୁଦେବପୁର ଜାମଝାଡ଼ି ରାସ୍ତାର ପରପୋଖରୀ ଛକଠାରେ ବିଦ୍ୟୁତତାର ଚୋରି ଘଟଣାରେ ଦୁଇ ଯୁବକଙ୍କୁ ଥାନାରେ ଅଟକ ଘଟଣାକୁ ନେଇ ଉତ୍ତ୍ୟକ୍ତ ଗ୍ରାମବାସୀ…

ଜନଗଣନା ଫର୍ମ ବାଣ୍ଟିଲେ ଜିଲାପାଳ, SIRକୁ ନେଇ ଗଞ୍ଜାମବାସୀ ଉତ୍ସାହିତ

ଛତ୍ରପୁର,୩୦ା୫(ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ଶନିବାରଠାରୁ ପରିଗଣନା ଫର୍ମ ବଣ୍ଟନ ଆରମ୍ଭ ହୋଇଛି। ସ୍ଥାନୀୟ ବିଏଲ୍‌ଓ ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀ ଭି କୀର୍ତ୍ତି ଭାସନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri