Posted inଜାତୀୟ

ପ୍ରତିଦିନ ହିଂସା ଯୋଗୁ ଘର ଛାଡିବାକୁ ବାଧ୍ୟ ହେଉଛନ୍ତି ଲୋକେ

ମିରଠ,୨୭।୬: ଉତ୍ତର ପ୍ରଦେଶର ମିରଠ ଏବେ ଅଶାନ୍ତ ହୋଇପଡିଛି। ଏଠାରେ ଥିବା ପ୍ରହ୍ଲାଦ ନଗରରେ ନିତିଦିନ ଅସାମାଜିକ କାର୍ଯ୍ୟକଳାପ ବଢି ଚାଲିଥିବା ବେଳେ ଲୋକେ ଏଠାରୁ ଘରଛାଡି ଯିବାକୁ ବାଧ୍ୟ ହେଉଛନ୍ତି। ଏଠାରେ ଗୁଳି ଫୁଟିବା ଏକ ସାଧାରଣ ଘଟଣାରେ ପରିଣତ ହୋଇଗଲାଣି। ସୂଚନାଯୋଗ୍ୟ, ଏଠାରେ ଅଧିକାଂଶ ହେଉଛନ୍ତି ସଂଖ୍ୟାଲଘୁ ସମ୍ପ୍ରଦାୟର। ଦେଶ ବିଭାଜନ ହେବା ପରେ ପାକିସ୍ତାନରୁ ଆସିଥିବା ଲୋକଙ୍କୁ ଏଠାରେ ଥଇଥାନ କରାଯାଇଥିଲା। ତେଣୁ ଏହାକୁ ରିଫ୍ୟୁଜି କଲୋନି ବୋଲି ମଧ୍ୟ କୁହାଯାଏ। ଏଠାରେ ଅଧିକାଂଶ ପଞ୍ଜାବୀ ପରିବାର ବସବାସ କରନ୍ତି। ପ୍ରହ୍ଲାଦ ନଗର ସୀମାରେ ଇସଲାମାବାଦ, ପିଲ୍ଲୋଖଡି, ଶ୍ୟାମନଗର, ଗୋଲାକୁଆଁ ଆଦି ରହିଥିବାରୁ ଏପରି ପରିସ୍ଥିତି ଉପୁଜୁଥିବା କୁହାଯାଉଛି।


Enter your email to get our daily news in your inbox.

All Right Reserved By Dharitri.Com

ଚାକିରି ନୁହେଁ ବ୍ୟବସାୟରେ ରାଜ୍‌ କରନ୍ତି ଏହି ୬ ରାଶି, ନିଜ ଦମ୍‌ରେ ପାଆନ୍ତି ବଡ଼ ସଫଳତା

ବ୍ୟବସାୟ ଦୁନିଆରେ କିଛି ଲୋକ ଖୁବ କମ ସମୟରେ ସଫଳତାର ଶୀର୍ଷରେ ପହଞ୍ଚିଯାଆନ୍ତି, ଆଉ କିଛି ଲୋକ ବର୍ଷ ବର୍ଷ ଧରି ପରିଶ୍ରମ କରିବା ପରେ ମଧ୍ୟ…

ଏମିତି କାମ କରି ଗର୍ଲଫ୍ରେଣ୍ଡଙ୍କ ହୃଦୟ ଜିତିଲେ ଇଶାନ କିଶାନ: ଭାଇରାଲ ହେଉଛି…

ନୂଆଦିଲ୍ଲୀ,୭।୯: ଦୁଲୀପ ଟ୍ରଫି ଫାଇନାଲର ପ୍ରଥମ ଦିନ ପାଇଁ ଚେନ୍ନାଇର ଚେପକ ଷ୍ଟାଡିୟମରେ ଏକ ବିଶାଳ ଭିଡ଼ ହୋଇଥିଲା। ବୈଭବ ସୂର୍ଯ୍ୟବଂଶୀଙ୍କ ବ୍ୟାଟରୁ ରନର ଝଡ଼ ଦେଖିବା…

ଭୟରେ ଝାରମୁଣ୍ଡାବାସୀ; ବିପଦପୂର୍ଣ୍ଣ ଅବସ୍ଥାରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର, ସୁରକ୍ଷା ବାଡ଼…

ରିଷିଡା,୭।୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଝାରମୁଣ୍ଡା ଗ୍ରାମରେ ବିଦ୍ୟୁତ୍‌ ଟ୍ରାନ୍ସଫର୍ମର ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି । ଫଳରେ ସାଧାରଣ ଲୋକଙ୍କ ମଧ୍ୟରେ ଭୟ ଦେଖାଦେଇଛି…

୨୦ ବର୍ଷ ପରେ ଏକାଠି ହେବେ ରାଣୀ-ଅଭିଷେକ: ଆସିଲା ବଡ଼ ଅପଡେଟ୍‌

ବଲିଉଡ୍‌ ବାଦଶାହ ଶାହରୁଖ ଖାନଙ୍କୁ ବଡ଼ ପରଦାରେ ଦେଖିବାକୁ ଦୀର୍ଘଦିନ ହେଲାଣି ଅପେକ୍ଷା କରିଛନ୍ତି ପ୍ରଶଂସକ। ୨୦୨୩ ଡିସେମ୍ବର ପରଠାରୁ ଶାହରୁଖଙ୍କ କୌଣସି ନୂଆ ଫିଲ୍ମ ରିଲିଜ…

ଅନ୍ତେବାସୀଙ୍କ ହଷ୍ଟେଲ ଛାଡିବା ଘଟଣାକୁ ମାସେ, ଆଜି ବି ଶ୍ରେଣୀ ଗୃହରେ ଚାଲିଛି ଛାତ୍ରାବାସ

ଝରିଗାଁ,୭।୯(କିଶୋର ଚନ୍ଦ୍ର ମଣ୍ଡଳ): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ଅନ୍ତର୍ଗତ ସାନଟେମରା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଅନ୍ତେବାସୀଙ୍କ ହଷ୍ଟେଲ ଛାଡିବା ଘଟଣାକୁ ଏହାରି ମଧ୍ୟରେ ମାସେ…

ଉପନିର୍ବାଚନନ ଘୋଷଣା: ଏହି ସିଟ୍‌ରୁ ନିର୍ବାଚନ ଲଢିବେ ମମତା ବାନାର୍ଜୀ! ରାଜନୀତିରେ ଚହଳ

କୋଲକାତା,୭।୯: ୪ଟି ରାଜ୍ୟର ୬ଟି ଆସନରେ ଉପନିର୍ବାଚନନ ପାଇଁ ନିର୍ବାଚନ କମିଶନ ଘୋଷଣା କରିଛନ୍ତି। ଏହି ଆସନଗୁଡ଼ିକରେ ଅକ୍ଟୋବର ୬ ତାରିଖରେ ଭୋଟଗ୍ରହଣ ହେବ ଏବଂ ଅକ୍ଟୋବର…

ଶିକ୍ଷାଦାନକୁ ବ୍ରତ କରିଥିବା ନିଆରା ମଣିଷ ମହେଶ୍ୱର

ଖଡ଼ିଆଳ,୭ା୯(ସୁଜିତ କୁମାର ପ୍ରଧାନ): ଶିକ୍ଷାଦାନକୁ ଜୀବନର ବ୍ରତ ଭାବେ ଗ୍ରହଣ କରିଥିବା ଜଣେ ନିଆରା ମଣିଷ ହେଉଛନ୍ତି ମହେଶ୍ୱର ରାଉତରାଏ। ଖଡ଼ିଆଳ ବ୍ଲକ ଡୁଆଝର ଗ୍ରାମର ମହେଶ୍ୱର…

elections

ନିର୍ବାଚନ କମିଶନଙ୍କ ବଡ଼ ଘୋଷଣା: ୬ ଆସନରେ ହେବ ଉପନିର୍ବାଚନ; ଜାଣନ୍ତୁ କେବେ, କେଉଁଠି…

ନୂଆଦିଲ୍ଲୀ,୭।୯: ଦେଶର ୬ଟି ଆସନରେ ଉପନିର୍ବାଚନନ ପାଇଁ ତାରିଖ ଘୋଷଣା କରିଛନ୍ତି ନିର୍ବାଚନ କମିଶନ। ୪ଟି ରାଜ୍ୟ ଏବଂ ଗୋଟିଏ କେନ୍ଦ୍ରଶାସିତ ଅଞ୍ଚଳର ୫ଟି ବିଧାନସଭା ଆସନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri