ପ୍ରତିରକ୍ଷା କ୍ଷେତ୍ରରେ ଭାରତ ହେବ ଆତ୍ମନିର୍ଭରଶୀଳ: ୨୦୨୫ ସୁଦ୍ଧା ୨୬ ଶହ କୋଟି ଡଲାରର ପ୍ରତିରକ୍ଷା ଶିଳ୍ପ ସ୍ଥାପନ ଲକ୍ଷ୍ୟ

ବ୍ୟାଙ୍କକ୍‌,୧୮।୧୧: ଏଣିକି ଭାରତ ପ୍ରତିରକ୍ଷା ସରଞ୍ଜାମ ଆମଦାନି କରିବା କମାଇବ। ଭାରତ ପ୍ରତିରକ୍ଷା କ୍ଷେତ୍ରରେ ଆତ୍ମନିର୍ଭରଶୀଳ ହେବ। ଏଥିପାଇଁ ଦେଶରେ ୨୦୨୫ ସୁଦ୍ଧା ୨୬ ଶହ କୋଟି ଡଲାରର ପ୍ରତିରକ୍ଷା ଶିଳ୍ପ ସ୍ଥାପନ କରାଯିବ। ଏନେଇ ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ସୋମବାର ବ୍ୟାଙ୍କକ୍‌ରେ ଆୟୋଜିତ ‘ଇଣ୍ଡିଆ ରାଇଜିଂ’ ସମ୍ମିଳନୀରେ ସୂଚନା ଦେଇଛନ୍ତି। ଏଥିପାଇଁ ୨୦୧୮ ପ୍ରତିରକ୍ଷା ନୀତି ଉପରେ ଭାରତ ସରକାର ଗୁରୁତ୍ୱାରୋପ କରିବା ସହିତ ୨୦୨୫ ବେଳକୁ ୫ ଶହ କୋଟି ଡଲାରର ପ୍ରତିରକ୍ଷା ସରଞ୍ଜାମ ରପ୍ତାନି କରିବା ଲକ୍ଷ୍ୟ ରଖିଥିବା ରାଜନାଥ ପ୍ରକାଶ କରିଛନ୍ତି। ଦେଶର ୨୦୧୮-୧୯ ବଜେଟ୍‌ରେ ଘରୋଇ ଉତ୍ପାଦନ ବୃଦ୍ଧି ଉପରେ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଛି। ଏହା ସହିତ ସରକାରୀ କ୍ଷେତ୍ର, ଘରୋଇ କ୍ଷେତ୍ର ଏବଂ ଏମ୍‌ଏସ୍‌ଏମଇର ଉତ୍ପାଦନ ବୃଦ୍ଧି ଲାଗି ସ୍ବତନ୍ତ୍ର ଯୋଜନା ଉପରେ ଧ୍ୟାନ ଦିଆଯାଉଥିବା ସେ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

କୋଟାରେ ପୁଣି ଏନ୍‌ଇଇଟି ଆଶାୟୀଙ୍କ ଆତ୍ମହତ୍ୟା

ନୂଆଦିଲ୍ଲୀ,୨୭ା୮: ଦେଶର ଅନ୍ୟତମ ପ୍ରତିଯୋଗିତାମୂଳକ କୋଚିଂ ସହର ରାଜସ୍ଥାନ କୋଟାରେ ଆଉ ଜଣେ ୨୦ବର୍ଷୀୟ ଏନ୍‌ଇଇଟି ଆଶାୟୀ ଆତ୍ମହତ୍ୟା କରିଛନ୍ତି। ଅତ୍ୟଧିକ ପାଠ ଚାପ ଏବଂ ମାନସିକ…

ନେପାଳରେ ଜଳପ୍ରଳୟ: ଦେବଦୂତ ସାଜିଲା ଭାରତ, ବାଲେନ ଶାହା କହିଲେ-PM ମୋଦି ଆମେ ଆପଣଙ୍କ…

କାଠମାଣ୍ଡୁ,୨୭।୮: ନେପାଳରେ ବନ୍ୟା ଯୋଗୁ ଏପର୍ଯ୍ୟନ୍ତ ୧୬୦ ଜଣଙ୍କ ମୃତ୍ୟୁ ହୋଇସାରିଛି ଏବଂ ୭୦୦ରୁ ଅଧିକ ଲୋକ ନିଖୋଜ ଅଛନ୍ତି। ଏହି କଠିନ ସମୟରେ ଭାରତ ନେପାଳ…

କଟକଣା ଲଗାଇ କିଛି କରିପାରିବ ନାହିଁ ଆମେରିକା

ତେହେରାନ, ୨୭।୮: ନୂତନ ଆର୍ଥିକ କଟକଣା ଦ୍ୱାରା ଆମେରିକା କିଛି ହାସଲ କରିପାରିବ ନାହିଁ ବୋଲି ବୁଧବାର ଇରାନ ରାଷ୍ଟ୍ରପତି ମାସୁଦ ପେଜେସ୍କିଆନ କହିଛନ୍ତି। ଆଇଏଏସ୍‌ଏନ୍‌ଏ ଖବର…

ଆଜିଠାରୁ କିଲୋ ପିଛା ୩୫ ଟଙ୍କାରେ ବିକ୍ରି ହେବ ପିଆଜ

ନୂଆଦିଲ୍ଲୀ,୨୭।୮: କେନ୍ଦ୍ର ସରକାର ଗୁରୁବାରଠାରୁ ପ୍ରତି କିଲୋଗ୍ରାମ ୩୫ ଟଙ୍କା ସବସିଡି ଦରରେ ରାଜଧାନୀରେ ପିଆଜର ଖୁଚୁରା ବିକ୍ରୟ ଆରମ୍ଭ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଦିଲ୍ଲୀ ବ୍ୟତୀତ…

ନେପାଳ ଅଭିମୁଖେ ଭାରତୀୟ ବାୟୁସେନାର ୩ ମହାବଳୀ, ଜୀବନ ବଞ୍ଚାଇବାରେ ଏକ୍ସପର୍ଟ!

କାଠମାଣ୍ଡୁ,୨୭।୮: ନେପାଳର ରସୁୱା ଜିଲାର ଭୋଟେକୋଶୀ ନଦୀରେ ଆସିଥିବା ବନ୍ୟା ଭୟଙ୍କର ତାଣ୍ଡବ ରଚିଛି। ଏହି ପ୍ରଳୟଙ୍କରୀ ବନ୍ୟାକୁ ଦେଖି ଲୋକଙ୍କ ଲୋମ ଟାଙ୍କୁରି ଉଠୁଛି। ବନ୍ୟା…

ରକ୍ଷାବନ୍ଧନ ପୂର୍ବରୁ ପେଟ୍ରୋଲ-ଡିଜେଲ ଦରରେ ବଡ଼ ହଲଚଲ: ବଢିଲା କି କମିଲା କରନ୍ତୁ ଚେକ୍‌

ନୂଆଦିଲ୍ଲୀ,୨୭।୮: ଇରାନ ଉପରେ ଆମେରିକାର ନୂଆ କଠୋର ପ୍ରତିବନ୍ଧକ ଲାଗୁ ହେବା ପରେ ଅନ୍ତର୍ଜାତୀୟ ବଜାରରେ ଅଶୋଧିତ ତୈଳ (Crude Oil) ମୂଲ୍ୟରେ ବଡ଼ ହ୍ରାସ ଦେଖାଯାଉଛି।…

ନେପାଳରେ ଆକସ୍ମିକ ବନ୍ୟା: ୯୫ ମୃତ

କାଠମାଣ୍ଡୁ, ୨୭ା୮: ତିବ୍ବତ-ରସୁୱାଗଢ଼ି ସୀମାରୁ ୨୦ କିଲୋମିଟର ଉତ୍ତର-ପୂର୍ବରେ ଥିବା ଅସ୍ଥିର ପାହାଡ଼ ଧସିବା ଏବଂ ସୀମାନ୍ତରେ ଥିବା ଲେନ୍ଦେ ନଦୀର ଜଳସ୍ତର ବୃଦ୍ଧି ଯୋଗୁଁ ନେପାଳର…

ରାତି ସାରା ଦୁଇ ଗାଁରେ ହାଇଭୋଲଟେଜ୍ ପ୍ରେମ ଡ୍ରାମା: ନାକେଦମ ହେଲା ନନ୍ଦିପଦା ପୋଲିସ

ହାଟଡିହୀ/ଛେନାପଦୀ, ୨୬/୮ (ଶୁଭକାନ୍ତ ନାୟକ/ନିରାକାର ପରିଡା): କେନ୍ଦୁଝର ଜିଲ୍ଲା ନନ୍ଦିପଦା ଥାନା ଅଞ୍ଚଳରେ ଗତ ମଙ୍ଗଳବାର ବିଳମ୍ବିତ ରାତିରେ ଦୁଇଟି ଭିନ୍ନ ଭିନ୍ନ ଗ୍ରାମରେ ପ୍ରେମ ବ୍ୟାପାରକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri