ପ୍ରତିଷ୍ଠା ଦିବସରେ ଛାତ୍ରୀଛାତ୍ର, ଅଧ୍ୟାପକଙ୍କୁ ସମ୍ମାନିତ

ଚାନ୍ଦବାଲି,୪ା୯(ଅଶୋକ ପଣ୍ଡା): ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ମତୋ ଯୁକ୍ତ ୩ ସ୍ନାତକ ମହାବିଦ୍ୟାଳୟର ୩୨ତମ ପ୍ରତିଷ୍ଠା ଦିବସ ସୋମବାର ମହାବିଦ୍ୟାଳୟ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ କେନ୍ଦ୍ରାପଡ଼ା ସ୍ବୟଂଶାସିତ କଲେଜର ପ୍ରାକ୍ତନ ଇଂଲିଶ ବିଭାଗୀୟ ମୁଖ୍ୟ ତ୍ରିଲୋଚନ ପ୍ରଧାନ ଯୋଗଦେଇଥିଲେ ା ମୁଖ୍ୟବକ୍ତା ଭାବେ ପଟ୍ଟାମୁଣ୍ଡାଇ କଲେଜର ପୂର୍ବତନ ଅଧ୍ୟକ୍ଷ ଲକ୍ଷ୍ମୀନାରାୟଣ ଦାଶ, ଅଟଳ ବିହାରୀ କଲେଜ ବାସୁଦେବପୁରର ରସାୟନ ବିଜ୍ଞାନ ବିଭାଗ ମୁଖ୍ୟ ପ୍ରଫେସର ସ୍ବର୍ଣ୍ଣଲତା ନାୟକ, ମତୋ ଯୁକ୍ତ ୩ ସ୍ନାତକ ମହାବିଦ୍ୟାଳୟର ପରିଚାଳନା ସମିତି ସଭାପତି ଇଂ. ବସନ୍ତ କୁମାର ପାଣିଗ୍ରାହୀ, ଅଧ୍ୟକ୍ଷ ବିଭୂତି ବିଶ୍ୱାଳ, ପରିଚାଳନା କମିଟି ପ୍ରାକ୍ତନ ଉପଦେଷ୍ଟା ଅଧ୍ୟାପକ ସୁବାସ ଚନ୍ଦ୍ର ମଲ୍ଲ, ଅଧ୍ୟାପକ ଦିଲୀପ ସାମଲ ପ୍ରମୁଖ ଯୋଗଦେଇ ନିଜ ମତବ୍ୟକ୍ତ କରିଥିଲେ ା ଏହି ଅବସରରେ ବିଭିନ୍ନ ବିଭାଗରେ କୃତିତ୍ୱ ଅର୍ଜନ କରିଥିବା ଛାତ୍ରୀଛାତ୍ର ଏବଂ ଅଧ୍ୟାପକ ଓ କର୍ମଚାରୀଙ୍କୁ ସମ୍ମାନିତ କରାଯାଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଋଷିମାଳ ମହାବିଦ୍ୟାଳୟରେ ବୃକ୍ଷରୋପଣ କାର୍ଯ୍ୟକ୍ରମ, ମା’ଙ୍କ ପାଇଁ ଗଛଟିଏ ସକାଶେ …

ଦାରିଙ୍ଗବାଡି, ୭।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁ ସ୍ଥିତ ଋଷିମାଳ ମହାବିଦ୍ୟାଳୟ ପରିସରରେ ମଙ୍ଗଳବାର ଏକ ବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ମହାବିଦ୍ୟାଳୟର ଅଧ୍ୟକ୍ଷ…

ଘେଁସ୍ କଲେଜର ନାମ ବଦଳିଲା: ସ୍ୱାଧୀନତା ସଂଗ୍ରାମୀ ଶହୀଦ ମାଧୋ ସିଂହଙ୍କ ନାମରେ ହେଲା ନାମିତ

ବରଗଡ଼, ୭।୭(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ସୋହେଲା ବ୍ଲକ ଅନ୍ତର୍ଗତ ଘେଁସ୍ ସ୍ଥିତ ‘ଘେଁସ୍ କଲେଜ’ର ନାମ ସୋମବାରଠାରୁ ଆନୁଷ୍ଠାନିକ ଭାବେ ବଦଳିଛି। ଏହି ଅଞ୍ଚଳର ମହାନ…

ପ୍ରଧାନଶିକ୍ଷକ ମାଗିଲେ ଫେବର, DWOଙ୍କୁ ଗୁହାରି କଲେ ୩ ମହିଳା କର୍ମଚାରୀ

ଭବାନୀପାଟଣା, ୭।୭ (ଉତ୍ତମ କୁମାର ଦାଶ): କଳାହାଣ୍ଡି ଜିଲା ମଦନପୁର ସରକାରୀ ଏସଏସଡି  ସ୍କୁଲର ପ୍ରଧାନ ଶିକ୍ଷକଙ୍କ ନାମରେ ଏକ ସାଂଘାତିକ ଅଭିଯୋଗ ସାମ୍ନାକୁ ଆସିଛି। ସ୍କୁଲର…

ବିରଳ ମୃତ୍ତିକା ସନ୍ଧାନରେ ବୃକ୍ଷହୀନ ହେଉଛି ତାମ୍ପରା-ବଙ୍ଗୋପସାଗର ମଧ୍ୟସ୍ଥ ଅରଣ୍ୟ, ଛତ୍ରପୁର ସହର ପ୍ରତି…

ଛତ୍ରପୁର,୭।୭ (ଦିଲ୍ଲୀପ ସାମଲ): ଗଞ୍ଜାମ ଜିଲାରେ ବଙ୍ଗୋପସାଗର କୂଳ ଲଙ୍ଘିବା ଘଟଣାକୁ ନେଇ ଚର୍ଚ୍ଚା ଜୋର୍ ଧରିଥିବା ବେଳେ ଏବେ ଛତ୍ରପୁର ପୌରପରିଷଦର ପ୍ରାଣବିନ୍ଦୁ କୁହାଯାଉଥିବା ପ୍ରସିଦ୍ଧ…

ଫୁଲବାଣୀରୁ ବ୍ରହ୍ମପୁର ଯାଉଥିଲା ଗୁରୁତର ରୋଗୀ, ଘନ ଜଙ୍ଗଲ ଭିତରେ ଅଚଳ ହୋଇଗଲା ୧୦୮ ଆମ୍ବୁଲାନ୍ସ,;ଆଉ ତା’ ପରେ…

ଭଞ୍ଜନଗର,୭।୭ (ବାବୁଲା ପ୍ରଧାନ): ରାଜ୍ୟରେ ବିପର୍ଯ୍ୟସ୍ତ ସ୍ୱାସ୍ଥ୍ୟ ସେବାର ଆଉ ଏକ ବିକଳ ଚିତ୍ର ସାମ୍ନାକୁ ଆସିଛି। ଜଣେ ଗୁରୁତର ରୋଗୀଙ୍କୁ ମେଡିକାଲ ନେବା ସମୟରେ ଅଧା…

ସିର୍କାବର୍ଗ ରାସ୍ତା ମରାମତି ହେଲାନି, ଲଗାଣ ବର୍ଷାରେ ବେହାଲ: ପ୍ରଶାସନ ପ୍ରତିଶ୍ରୁତି ଖିଲାପ କରିଥିବା…

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା  ଦାରିଙ୍ଗବାଡି ବ୍ଲକର ସବୁଠାରୁ ଦୁର୍ଗମ ଅଞ୍ଚଳ ଭାବେ ପରିଚିତ ସିର୍କାବର୍ଗକୁ ସଂଯୋଗ କରୁଥିବା ମୁଖ୍ୟ ରାସ୍ତାଟି ଏବେ ଲଗାଣ…

ବରିଷ୍ଠ କଂଗ୍ରେସ ନେତା ଅମୁଲ୍ୟ ସାହୁ BJPରେ ସାମିଲ: ପୂର୍ବତନ କ୍ୟାବିନେଟ ମନ୍ତ୍ରୀ ନାଗାର୍ଜୁନ ପ୍ରଧାନଙ୍କ ଥିଲେ ସହକର୍ମୀ

ଦାରିଙ୍ଗବାଡି, ୭।୭ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳର ଜଣେ ବରିଷ୍ଠ ନାଗରିକ ତଥା ପୂର୍ବତନ କଂଗ୍ରେସ ନେତା ଅମୁଲ୍ୟ ସାହୁ ମଙ୍ଗଳବାର ଆନୁଷ୍ଠାନିକ ଭାବେ…

ପ୍ରଶାସନର କଡ଼ା ଆଭିମୁଖ୍ୟ: ଦିଗପହଣ୍ଡି ନୂଆ ବସଷ୍ଟାଣ୍ଡକୁ ଗଲା ସରକାରୀ ଓ ବେସରକାରୀ ବସ୍

ଦିଗପହଣ୍ଡି, ୭।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ପ୍ରମୁଖ ବାଣିଜ୍ୟିକ କେନ୍ଦ୍ର ଦିଗପହଣ୍ଡି ସହରରେ ଦୀର୍ଘ ଦିନ ଧରି ଲାଗି ରହିଥିବା ଟ୍ରାଫିକ ସମସ୍ୟାର ସମାଧାନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri