ପ୍ରତି ୫ ଜଣରେ ଜଣଙ୍କୁ କରୋନା ସଂକ୍ରମଣର ରହିଛି ଆଶଙ୍କା: ପୃଥିବୀର ୧୭୦ କୋଟି ଲୋକ ବିପଦରେ

ପ୍ୟାରିସ୍‌, ୧୭।୬: କରୋନା ସଂକ୍ରମଣ ଯୋଗୁ ପୃଥିବୀରେ ଆତଙ୍କ ସୃଷ୍ଟି ହୋଇଛି। ଏପରିସ୍ଥଳେ ଲାସେଣ୍ଟ୍‌ ପତ୍ରିକା ପକ୍ଷରୁ ହୋଇଥିବା ଏକ ଅଧ୍ୟୟନ ରିପୋର୍ଟରେ ଉଲ୍ଲେଖ ହୋଇଛି ଯେ, ପୃଥିବୀର ୧୭୦ ଲୋକଙ୍କୁ କରୋନା ସଂକ୍ରମଣ ହେବାର ଆଶଙ୍କା ରହିଛି। ଯାହାକି ପୃଥିବୀର ମୋଟ ଜନସଂଖ୍ୟାର ୨୦ ପ୍ରତିଶତ। ପ୍ରତି ୫ ଜଣରେ ଜଣେ କରୋନା ଦ୍ୱାରା ଆକ୍ରାନ୍ତ ହେବାର ଯଥେଷ୍ଟ ଆଶଙ୍କା ରହିଥିବା ଏହି ରିପୋର୍ଟରେ ଦର୍ଶାଯାଇଛି। ମେଦବହୁଳତା ଏବଂ ହାର୍ଟ ସମସ୍ୟାଥିବା ବ୍ୟକ୍ତି ଏହାଦ୍ୱାରା ଅଧିକ ଆକ୍ରାନ୍ତ ହେବାର ଆଶଙ୍କା ଅଛି। ଲଣ୍ଡନ ସ୍କୁଲ୍‌ ଅଫ୍‌ ଟ୍ରପିକାଲ ମେଡ଼ିସିନ୍‌ ପକ୍ଷରୁ କୁହାଯାଇଛି ଯେ, ଜୀବନଶୈଳୀରେ ପରିବର୍ତ୍ତନ ଯୋଗୁ ହେଉଥିବା ବିଭିନ୍ନ ଶାରିରୀକ ସମସ୍ୟା ଯୋଗୁ ରୋଗ ପ୍ରତିରୋଧକ ଶକ୍ତି କମିଯାଇଥାଏ। ସେଭଳି ଲୋକଙ୍କ କ୍ଷେତ୍ରରେ କରୋନା ସଂକ୍ରମଣ ହେବାର ଆଶଙ୍କା ଅଧିକ ରହିଥାଏ।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri