Posted inଖେଳ

ପ୍ରତ୍ୟେକ ଛକା ପିଛା ୧୨ ହଜାର ଟଙ୍କା ଦାନ କରିବେ ଖେଳାଳି

ମେଲ୍‌ବୋର୍ନ,୪।୧- ଜଙ୍ଗଲରେ ଲାଗିଥିବା ନିଆଁ ଅଷ୍ଟ୍ରେଲିଆରେ ଆତଙ୍କ ଖେଳାଇ ଦେଇଛି। ହଜାର ହଜାର ହେକ୍ଟର ଜଙ୍ଗଲ ନିଆଁ ଯୋଗୁ ବହୁ ଜୀବନ ଓ ସମ୍ପତ୍ତି କ୍ଷତିଗ୍ରସ୍ତ ହୋଇଛି। ଏଭଳି ପରିସ୍ଥିତିରେ ସହାୟତା ପାଇଁ ଆଗେଇ ଆସିଛନ୍ତି ଅଷ୍ଟ୍ରେଲିଆନ୍‌ ଓପନର କ୍ରିସ ଲିନ ଓ ମଧ୍ୟକ୍ରମର ବିସ୍ଫୋରକ ବ୍ୟାଟ୍ସମ୍ୟାନ ଗ୍ଲେନ ମ୍ୟାକ୍ସଓ୍ବେଲ। ଚଳିତ ବିଗ୍‌ ବାଶ ଲିଗ୍‌ (ବିବିଏଲ୍‌)ରେ ପ୍ରତ୍ୟେକ ଛକା ପିଛା ୨୫୦ ଅଷ୍ଟ୍ରେଲିଆନ୍‌ ଡଲାର ଦାନ କରାଯିବ ବୋଲି ଦୁହେଁ ଟୁଇଟ୍‌ କରି ଘୋଷଣା କରିଛନ୍ତି। ଭାରତୀୟ ମୁଦ୍ରାରେ ଏହାର ପରିମାଣ ୧୨,୪୬୭ ଟଙ୍କା। ବିବିଏଲ୍‌ ମୋର ପ୍ରତ୍ୟେକ ଛକା ହିସାବରେ ରେଡ୍‌କ୍ରସ ଜରୁରୀ ପାଣ୍ଠିକୁ ୨୫୦ ଆମେରିକୀୟ ଡଲାର ଦାନ ସ୍ବରୂପ ଦେବି। ଯେଉଁମାନେ ଜୀବନ ଓ ଦେଶର ସମ୍ପତ୍ତିକୁ ସୁରକ୍ଷା ଦେଉଛନ୍ତି, ସେମାନେ ସତରେ ହିରୋ ବୋଲି ଲିନ ଟୁଇଟ୍‌ କରିଛନ୍ତି। ତାଙ୍କ ଟୁଇଟର ତୁରନ୍ତ ପରେ ମ୍ୟାକ୍ସଓ୍ବେଲ ମଧ୍ୟ ସମାନ ଘୋଷଣା କରି ଲେଖିଥିଲେ, ମୁଁ ତୁମ ସହ ଛିଡ଼ା ହୋଇଛି। ମୋର ପ୍ରତ୍ୟେକ ଛକା ପିଛା ସମାନ ଅର୍ଥ ରାଶି ପ୍ରଦାନ କରିବି। ଦେଶର ଏତେ କ୍ରୀଡ଼ାବିତ୍‌ ଆଗେଇ ଆସିଥିବାର ଦେଖି ଖୁସି ଲାଗୁଛି। ଏହାପରେ ଗୋଟିଏ ପରେ ଗୋଟି ଖେଳାଳି ସହାୟତା ପାଇଁ ଆଗେଇ ଆସିଥିଲେ। ତାଲିକାରେ ଡାର୍ସି ଶଟ ଓ ନିକୋଲାସ କିର୍ଗିଅସ ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଯଜ୍ଞସ୍ଥଳରୁ ଆନ୍ଦୋଳନକାରୀ ହିରାମଲ୍‌ଙ୍କୁ ଉଠାଇ ନେଲା ପୋଲିସ: କୋର୍ଟ ଚାଲାଣ ନକରି ଥାନାରେ ରଖିବାକୁ ନେଇ…

ଥୁଆମୂଳ ରାମପୁର, ୨୮।୮ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଅଞ୍ଚଳର ଡିଜିମାଳି ପାହାଡ଼ରେ ଖଣି ଖନନକୁ ନେଇ ବିରୋଧ ଓ ଆନ୍ଦୋଳନ ଚାଲିଥିବା ବେଳେ…

୫ ଦିନ ହେଲା ଅନ୍ଧାରରେ ଗାଁ

ନବରଙ୍ଗପୁର,୨୮।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲା ତେନ୍ତୁଳିଖୁଣ୍ଟି ବ୍ଲକ୍‌ ବିରିଗୁଡ଼ା ଗାଁ ଗତ ୫ ଦିନ ହେଲା ଅନ୍ଧକାରରେ ରହିଛି। ଲଗାଣ ବର୍ଷା ଓ ପବନ ଯୋଗୁ ଟ୍ରାନ୍ସଫର୍ମରରୁ…

ଛାତ୍ରଙ୍କ ମୃତଦେହ ଜବତ ପରେ ହଷ୍ଟେଲ ଛାଡ଼ିଲେ ୫୪ ପିଲା

ବୋରିଗୁମ୍ମା,୨୮ା୮(ଗୋପାଳ ହରିଜନ): କୋରାପୁଟ ଜିଲା ବୋରିଗୁମ୍ମା ବ୍ଲକ୍‌ ଗୁମୁଡ଼ା ଏସ୍‌ଏସ୍‌ଡି ସରକାରୀ ଉଚ୍ଚ ବିଦ୍ୟାଳୟ ପଛ ପଟେ ଥିବା ନାଳରୁ ଗତ ବୁଧବାର ଜଣେ ୮ମ ଶ୍ରେଣୀ…

ବରଗଡ଼ରେ ଟ୍ରାଫିକ ସମସ୍ୟା: ଏସପିଙ୍କୁ ଫେରାଦ ହେଲା ଅଭିଭାବକ ମହାସଂଘ

ବରଗଡ଼,୨୮।୮(ପ୍ରେମାନନ୍ଦ ଖମାରୀ): ବରଗଡ ସହରର ଟ୍ରାଫିକ ସମସ୍ୟା ନେଇ ଓଡିଶା ଅଭିଭାବକ ମହାସଂଘ, ବରଗଡ଼ ଜିଲା ଶାଖା ଉଦବେଗ ପ୍ରକାଶ କରିଛି। ଏହି କ୍ରମରେ ଶୁକ୍ରବାର ମହାସଂଘର…

ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ସରପଞ୍ଚ ଗିରଫ

ମାର୍ଶାଘାଇ, ୨୮ା୮ (ଶୁଭେନ୍ଦୁ ପ୍ରସାଦ ଚୌଧୁରୀ ): କେନ୍ଦ୍ରାପଡ଼ା ଜିଲା ମାର୍ଶାଘାଇ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ କାର୍ଯ୍ୟରତ ଜଣେ ମହିଳା ଡାକ୍ତରଙ୍କୁ ଗାଳିଗୁଲଜ, ଧମକ ଦେବା ଅଭିଯୋଗରେ ପୋଲିସ…

ଡାଇମଣ୍ଡ ଲିଗ୍‌ ଫାଇନାଲ୍ସ ପାଇଁ ଯୋଗ୍ୟତା ହାସଲ କଲେ ନୀରଜ ଚୋପ୍ରା

ନୂଆଦିଲ୍ଲୀ, ୨୮ା୮: ଭାରତର ଅଗ୍ରଣୀ ଜାଭେଲିନ୍‌ ଥ୍ରୋୟର ନୀରଜ ଚୋପ୍ରା ସେପ୍ଟେମ୍ବର ୫ରେ ବ୍ରସେଲ୍ସରେ ହେବାକୁଥିବା ଡାଇମଣ୍ଡ ଲିଗ୍‌ ଫାଇନାଲ୍ସରେ ଅଂଶଗ୍ରହଣ କରିବା ଲାଗି ଯୋଗ୍ୟତା ଅର୍ଜନ…

ବଞ୍ଜାରୀ ଘାଟିରେ ପୁଣି ଓଲଟିଲା ଏଲ୍‌ପିଜି ଗ୍ୟାସ୍‌ ଟ୍ୟାଙ୍କର

ଲାଞ୍ଜିଗଡ଼, ୨୮ା୮(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡାକୁ ସଂଯୋଗ କରୁଥିବା ନର୍ଲା ଥାନା ଅନ୍ତର୍ଗତ ୬ ନମ୍ବର ରାଜ୍ୟ ରାଜପଥର କିଡିଙ୍ଗ-ଛତିକୁଡ଼ା ରାସ୍ତାର ବଞ୍ଜାରୀ…

ହାଇଦ୍ରାବାଦରେ ଓଡ଼ିଆ ଦାଦନ ଶ୍ରମିକ ନିଖୋଜ

କୋକସରା,୨୮ା୮ (ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅନ୍ତର୍ଗତ ବଡ଼ପୋଡ଼ାଗୁଡ଼ା ପଞ୍ଚାୟତ ଭାଲିଆଯୋର ଗ୍ରାମର ଜୟସିଂ ଧଙ୍ଗଡାମାଝୀ (୪୫) ପେଟପାଟଣା ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri