ରାୟପୁର, ୧୧।୬: ପ୍ରଥମଥର ପାଇଁ ଛତିଶଗଡରେ ସବୁ ଖେଳର ନାଁ ଏବଂ ନିୟମ ସଂସ୍କୃତ ଭାଷାରେ ଲେଖାଯିବ। ଏପରିକି ରାଜ୍ୟସ୍ତରୀୟ କ୍ରିକେଟର କମେଣ୍ଟ୍ରି ମଧ୍ୟ ସଂସ୍କୃତରେ କରାଯିବ ବୋଲି ଜଣାପଡିଛି। ସଂସ୍କୃତ ଭାଷାର ଲୋକପ୍ରିୟତା ବଢାଇବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି ବୋଲି କୁହାଯାଇଛି।
ରାୟପୁର, ୧୧।୬: ପ୍ରଥମଥର ପାଇଁ ଛତିଶଗଡରେ ସବୁ ଖେଳର ନାଁ ଏବଂ ନିୟମ ସଂସ୍କୃତ ଭାଷାରେ ଲେଖାଯିବ। ଏପରିକି ରାଜ୍ୟସ୍ତରୀୟ କ୍ରିକେଟର କମେଣ୍ଟ୍ରି ମଧ୍ୟ ସଂସ୍କୃତରେ କରାଯିବ ବୋଲି ଜଣାପଡିଛି। ସଂସ୍କୃତ ଭାଷାର ଲୋକପ୍ରିୟତା ବଢାଇବା ପାଇଁ ଏଭଳି ନିଷ୍ପତ୍ତି ନିଆଯାଇଛି ବୋଲି କୁହାଯାଇଛି।
ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ କ୍ରିକେଟ୍ ମ୍ୟାଚ୍ ବାତିଲ ହୋଇଯାଇଛି। ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ପ୍ରବଳ...
ବରଗଡ଼,୧୭।୧୨(ପ୍ରେମାନନ୍ଦ ଖମାରୀ)- ବରଗଡ଼ ଜିଲା ମୁଖ୍ୟ ହସ୍ପିଟାଲକୁ ଏକ ସୁପର ସ୍ପେଶାଲିଟି ହସ୍ପିଟାଲରେ ପରିଣତ କରି ସହିତ ଜିଲା ହସ୍ପିଟାଲ ପରିସରରେ ୧୦୦ ଏମବିବିଏସ ସିଟ୍...
ଧର୍ମଶାଳା,୧୭/୧୨(ଶିବ ପ୍ରସାଦ ମହାନ୍ତି): ଧର୍ମଶାଳା ଥାନା ଅନ୍ତର୍ଗତ ମଙ୍ଗଳପୁର ପଞ୍ଚାୟତରେ ଏକ ଶିଆଳ କାମୁଡାରେ ଏକାଧିକ ଗୁରୁତର ହୋଇଛନ୍ତି । ସମସ୍ତ ଆହତ ଧର୍ମଶାଳା ଗୋଷ୍ଠୀ...
ପୁରୀ ୧୭ା୧୨( ଅଜିତ୍ କୁମାର ମହାନ୍ତି ): କିଛି ଦିନର ବ୍ୟବଧାନ ପରେ ପୁଣି ଶ୍ରୀମନ୍ଦିର ଭତିରର ଫୋଟ ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ତେବେ...
ଇସଲାମାବାଦ,୧୭।୧୨: ପହଲଗାମରେ ଆତଙ୍କବାଦୀ ଆକ୍ରମଣ ପରେ, ଭାରତ ପାକିସ୍ତାନକୁ ସିନ୍ଧୁ ନଦୀ ଜଳ ଯୋଗାଣ ବନ୍ଦ କରିଦେଇଛି, ଯାହା ଫଳରେ ଅନେକ ଅଞ୍ଚଳରେ ମରୁଡ଼ି ଭଳି...
ଲକ୍ଷ୍ନୌ,୧୭ା୧୨: ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଆଜି ଲକ୍ଷ୍ନୌର ଏକାନା ଷ୍ଟାଡିୟମରେ ଖେଳାଯିବାକୁ ଥିବା ଚତୁର୍ଥ ଟି-୨୦ ଆନ୍ତର୍ଜାତୀୟ ମ୍ୟାଚ୍ର ଟସ୍ ଘନ କୁହୁଡ଼ି...
ଭୁବନେଶ୍ୱର,୧୭ା୧୨: କିସ୍ ଛାତ୍ରଙ୍କୁ ହତ୍ୟା କରାଯାଇଥିବା ସ୍ପଷ୍ଟ କରିଛନ୍ତି ପୋଲିସ କମିଶନର। ପ୍ରେସମିଟ୍ରେ ପୋଲିସ କମିଶନର ଏସ୍ ଦେବଦତ୍ତ ସିଂ ଏକଥା ସ୍ପଷ୍ଟ କରିଛନ୍ତି। ‘ଜୋକର...
ବର୍ଲିନ,୧୭।୧୨: କଂଗ୍ରେସ ନେତା ଏବଂ ବିରୋଧୀ ଦଳ ନେତା ରାହୁଲ ଗାନ୍ଧୀ ବୁଧବାର ଜର୍ମାନୀର BMW କାରଖାନା ପରିଦର୍ଶନ କରିଥିଲେ। ଏହି ଗସ୍ତ ସମୟରେ ସେ...
