Posted inଜାତୀୟ

ପ୍ରଥମଥର ଲାଗି ସଂସଦରେ ପ୍ରଶ୍ନ କଲେ ନାହିଁ ରାହୁଲ

ନୂଆଦିଲ୍ଲୀ,୨୫।୧୧: ସଂସଦର ଶୀତକାଳିନ ଅଧିବେଶନ ଚାଲିଥିବା ବେଳେ ମହାରାଷ୍ଟ୍ର ରାଜନୀତିକୁ ନେଇ ଗୃହରେ ହଟ୍ଟଗୋଳ ଆରମ୍ଭ ହୋଇ ଯାଇଛି। ସୋମବାର ଅଧିବେଶନ ଆରମ୍ଭ ହେବା ପରେ କଂଗ୍ରେସ ମହାରାଷ୍ଟ୍ର ରାଜନୀତିକୁ ନେଇ ବିରୋଧ ପ୍ରଦର୍ଶନ କରିଥିଲା। ଏହାପରେ ଲୋକସଭା ଅଧ୍ୟକ୍ଷ ଓମ୍‌ ବିର୍ଲା ଅନୁସୂଚିତଜାତି ଛାତ୍ରୀଛାତ୍ରଙ୍କ ଛାତ୍ରାବାସକୁ ନେଇ ପ୍ରଶ୍ନ କରିବାକୁ କଂଗ୍ରେସର ପୂର୍ବତନ ଅଧ୍ୟକ୍ଷ ରାହୁଲ ଗାନ୍ଧୀଙ୍କୁ କହିଥିଲେ। ହେଲେ ରାହୁଲ କହିଥିଲେ ମହାରାଷ୍ଟ୍ରରେ ଗଣତନ୍ତ୍ରର ହତ୍ୟା କରାଯାଇଛି। ତେଣୁ ଏହି ପରିସ୍ଥିତିରେ ମୋର ପ୍ରଶ୍ନ କରିବାର କିଛି ମହତ୍ୱ ନାହିଁ। ତେବେ ପ୍ରଥମଥର ଲାଗି ସଂସଦରେ ରାହୁଲ ପ୍ରଶ୍ନ କରିବାକୁ ମନା କରିବା ଏବେ ଚର୍ଚ୍ଚାର ବିଷୟ ପାଲଟିଛି।


Enter your email to get our daily news in your inbox.

All Right Reserved By Dharitri.Com

ବୈଭବ ସୂର୍ଯ୍ୟବଂଶୀଙ୍କୁ ନେଇ ଟେନସନ୍‌ରେ ପଡ଼ିଲେ ଗୌତମ ଗମ୍ଭୀର! ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୯।୯: ଆଫଗାନିସ୍ତାନ ବିପକ୍ଷ ଟି-୨୦ ସିରିଜ ପୂର୍ବରୁ ଭାରତୀୟ ଦଳ ସାମ୍ନାରେ ଏକ ବଡ଼ ପ୍ରଶ୍ନ ଠିଆ ହୋଇଛି। ଅଭିଷେକ ଶର୍ମାଙ୍କ ସହ ଇନିଂସ ଓପନ କରିବେ…

ବିଦ୍ୟୁତ୍ ତାର ସଂସ୍ପର୍ଶରେ ଆସି ବ୍ୟକ୍ତିଙ୍କ ମୃତ୍ୟୁ

ପାଟଣା, ୯।୯ (ବୀର କିଶୋର ଦାଶ): ପାଟଣା ଥାନା ଅନ୍ତର୍ଗତ ମୂଷାଖୋରୀ ପଞ୍ଚାୟତର ମୂଷାନାଳି ଗ୍ରାମରେ ବିଦ୍ୟୁତ୍ ଆଘାତ ଲାଗି ବୁଧବାର ସକାଳେ ଦୟାନିଧି ମହାନ୍ତ (୪୮)ଙ୍କ…

ଭଦ୍ରକ-ଧାମରା ରେଳପଥ ଅବରୋଧ ଡିପିସିଏଲ୍‌ର ଅନ୍ୟାୟ: ଅନୀତି ବିରୋଧରେ ଜନଆକ୍ରୋଶ

ତିହିଡ଼ି, ୯।୯ (ସଞ୍ଜିତ ବଳ): ଭଦ୍ରକ-ଧାମରା ରେଳପଥର ତିହିଡ଼ି ବ୍ଲକ ଅଧୀନ ପୀରହାଟ ଥାନା ଅନ୍ତର୍ଗତ ଗୁରୁଦାସପୁରଠାରେ ବୁଧବାର ସକାଳଠାରୁ ରେଳପଥ ଅବରୋଧ କରାଯାଇଛି। ଧାମରା ପୋର୍ଟ…

PM ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ: ନୀତିନ ନବୀନ କହିଲେ- ଅକ୍ଟୋବର ୨ରେ…

ନୂଆଦିଲ୍ଲୀ,୯।୯: ଭାରତୀୟ ଜନତା ପାର୍ଟି (BJP) ପକ୍ଷରୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସାର୍ବଜନୀନ ଜୀବନର ୨୫ ବର୍ଷ ପୂର୍ତ୍ତି ଅବସରରେ ଆସନ୍ତା ମାସରେ ‘ସେବା ସଂକଳ୍ପ ଅଭିଯାନ’…

BJP ଅଫିସ୍‌ରେ ଆତଙ୍କ! AC ତଳୁ ବାହାରିଲା ୫ ଫୁଟ୍‌ର କିଙ୍ଗ କୋବ୍ରା, ତା’ପରେ…

ସୀତାପୁର,୯।୯: ଉତ୍ତରପ୍ରଦେଶର ସୀତାପୁରରେ ବୁଧବାର ସକାଳେ BJP କାର୍ଯ୍ୟାଳୟରେ ଦେଖିବାକୁ ମିଳିଥିଲା ଆତଙ୍କଜନକ ଦୃଶ୍ୟ। କାର୍ଯ୍ୟାଳୟରେ ଥିବା କର୍ମଚାରୀମାନେ ପ୍ରାୟ ୫ ଫୁଟ ଲମ୍ବର ଏକ କିଙ୍ଗ…

ସ୍କୁଲରେ ତାଲା ପକାଇଲେ ଅଭିଭାବକ:ବାତ୍ୟା ଆଶ୍ରୟସ୍ଥଳୀରେ ପାଠପଢ଼ିଲେ ଛାତ୍ରୀଛାତ୍ର

ମହାକାଳପଡ଼ା,୯।୯(ପ୍ରତାପ ଚନ୍ଦ୍ର ସ୍ବାଇଁ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକର ଉପକୂଳବର୍ତ୍ତୀ ସୁନିତି ପଞ୍ଚାୟତ ଅନ୍ତର୍ଗତ ଓଲ୍ଡ ଫିଲ୍ଡ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଅଭିଭାବକମାନେ ତାଲା ପକାଇବା ଘଟଣାକୁ…

ପ୍ରଧାନ ଶିକ୍ଷକଙ୍କ ବଦଳି ନିଷ୍ପତ୍ତି ପ୍ରତ୍ୟାହାର ଦାବି: ଧାରଣାରେ ବସିଲେ ଅଭିଭାବକ

ବରୀ,୯।୯(ମହେନ୍ଦ୍ର ସ୍ବାଇଁ):ସରକାର ଶିକ୍ଷା ବ୍ୟବସ୍ଥାର ସୁଦୃଢ଼ୀକରଣ ଉପରେ ଗୁରୁତ୍ୱ ଦେଉଥିବାବେଳେ ବରୀ ଶିକ୍ଷାମଣ୍ଡଳ ଅଧୀନସ୍ଥ କୃଷ୍ଣନଗର ପ୍ରାଥମିକ ବିଦ୍ୟାଳୟରେ ଏହାର ବ୍ୟତିକ୍ରମ ଦେଖିବାକୁ ମିଳିଛି। ସୂଚନା ଅନୁଯାୟୀ,…

ଏସିଆ କପ୍‌ ଚାଲିଥିବାବେଳେ ସ୍ମୃତି ମନ୍ଧାନାଙ୍କୁ ମିଳିଲା ବଡ଼ ଖୁସିଖବର

ନୂଆଦିଲ୍ଲୀ,୯।୯: ମହିଳା ଏସିଆ କପରେ ହଂକଂ ବିପକ୍ଷରେ ଏକ ଚମତ୍କାର ଶତକ ମାରିଥିବା ସ୍ମୃତି ମନ୍ଧାନା ICC T20 ରାଙ୍କିଙ୍ଗର ଶୀର୍ଷ ୫ରେ ସ୍ଥାନ ପାଇଛନ୍ତି। ହଂକଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri