ପ୍ରଥମଦେଖାରେ ଅନୁଷ୍କାଙ୍କୁ ଏମିତି କହିଦେଇଥିଲେ କୋହଲି, ଏବେ ଭାବି ପଶ୍ଚାତ୍ତାପ କରୁଛନ୍ତି

ବିରାଟ କୋହଲି ଏବଂ ଅନୁଷ୍କା ଶର୍ମାଙ୍କୁ ନେଇ ସବୁବେଳେ ଚର୍ଚ୍ଚା ଲାଗି ରହିଥାଏ। ବିବାହ ପରେ ମଧ୍ୟ ଉଭୟଙ୍କୁ ନେଇ ଚର୍ଚ୍ଚା ଥମୁନି। ସମସ୍ତେ ଜାଣନ୍ତି ଦୀର୍ଘ ୫ବର୍ଷର ପ୍ରେମ ସମ୍ପର୍କ ପରେ ବିରୁଷ୍କା ୨୦୧୭ ଡିସେମ୍ବର ମାସରେ ଇଟାଲୀରେ ବିବାହ କରିଥିଲେ। କିନ୍ତୁ ୨୦୧୩ରୁ ଉଭୟଙ୍କ ମଧ୍ୟରେ ପ୍ରେମ ସମ୍ପର୍କ ଆରମ୍ଭ ହୋଇଥିଲା। ଉଭୟ ପ୍ରଥମଥର ପାଇଁ ଏକ ବିଜ୍ଞାପନ ଶୁଟିଂ ସେଟରେ ଦେଖାସାକ୍ଷାତ ହୋଇଥିଲା। ଅନୁଷ୍କାଙ୍କୁ ପ୍ରଥମଥର ଦେଖି ନର୍ଭସ ହୋଇପଡିଥିଲେ ବିରାଟ। ଅନୁଷ୍କା ବଡ ବଡ ହିଲ୍ସ ପିନ୍ଧି ଶୁଟିଂ ସେଟକୁ ଆସିଥିଲେ। ଅନୁଷ୍କାଙ୍କ ସହ ପ୍ରଥମଦେଖା ପରେ ସେ ବହୁତ ନର୍ଭସ ଥିଲେ। ତେଣୁ ତାଙ୍କ ସହ କଥାବାର୍ତ୍ତା ଆରମ୍ଭ କରିବା ପାଇଁ ବିରାଟ ଥଟ୍ଟାମଜା କରିଥିଲେ। ଅନୁଷ୍କାଙ୍କୁ ବିରାଟ କହିଥିଲେ ଯେ, ତାଙ୍କ ଉଚ୍ଚତା ୬ ଫୁଟରୁ ଅଧିକ ନୁହଁ। ହିଲ୍ସ ପିନ୍ଧି ସେ ତାଙ୍କଠୁ ଲମ୍ବା ଲାଗୁଛନ୍ତି। ଏ କଥା ଶୁଣି ରାଗି ଯାଇଥିଲେ ଅନୁଷ୍କା। ପରେ ବିରାଟ କ୍ଷମା ମାଗି ଥଟ୍ଟା କରୁଛନ୍ତି ବୋଲି କହିଥିଲେ। ନିକଟରେ ଏହାର ଖୁଲାସା କରି ବିରାଟ କହିଥିଲେ, ସେତେବେଳେ ଏକଥା ମୋର କହିବାର ନ ଥିଲା। ଏହା କହିବା ଭୁଲ ଥିଲା ବୋଲି ପଶ୍ଚାତ୍ତାପ କରିଥିଲି ବୋଲି ବିରାଟ କହିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

‘ଯଦି ମୋତେ ଜନ୍ତରମନ୍ତରରେ ପାଇବେନି ତେବେ ଜାଣିନେବେ’… ଅଭିଜିତ୍‌ ଦୀପ୍‌କେଙ୍କ ବଡ଼ ବୟାନ

ନୂଆଦିଲ୍ଲୀ,୨୩।୭: କକରୋଚ ଜନତା ପାର୍ଟିର ମୁଖ୍ୟ ଅଭିଜିତ ଦୀପକେ ଆନ୍ଦୋଳନକାରୀମାନଙ୍କୁ ଏକ ଅନୁରୋଧ କରିଛନ୍ତି। ସେ କହିଛନ୍ତି ଯେ ଯଦି ସେ ଆଜି ଜନ୍ତର-ମନ୍ତରରେ ଦେଖା ନ…

ICC ODI Rankingରେ ଭାରତୀୟ ବ୍ୟାଟ୍ସମ୍ୟାନ୍‌ଙ୍କ ଦବ୍‌ଦବା: ଟପ୍‌-୪ରେ ୩ ଭାରତୀୟ, ଜାଣନ୍ତୁ କେଉଁ ସ୍ଥାନରେ ରୋହିତ-ବିରାଟ

ନୂଆଦିଲ୍ଲୀ,୨୩।୭: ICC ଦ୍ୱାରା ବୁଧବାର ନୂତନ ରାଙ୍କିଙ୍ଗ ଜାରି କରାଯାଇଛି। ଦିନିକିଆ ବ୍ୟାଟିଂ ରାଙ୍କିଙ୍ଗ୍‌ରେ ଭାରତୀୟ ବ୍ୟାଟ୍ସମ୍ୟାନମାନଙ୍କ ଦବଦବା ଜାରି ରହିଥିବାବେଳେ କ୍ୟାପଟେନ ଶୁବମନ ଗିଲ୍‌ ନମ୍ବର-୧…

ଆଉ ଦରକାର ପଡ଼ିବନି LPG ସିଲିଣ୍ଡର! ଏଣିକି ଇଥାନଲରେ ହେବ ରୋଷେଇ, ହେଲେ କିଣିବାକୁ ପଡିବ ନୂଆ ଚୁଲା

ନୂଆଦିଲ୍ଲୀ,୨୩।୭: ପେଟ୍ରୋଲରେ ଇଥାନଲ ମିଶ୍ରଣ କରିବା ପରେ, କେନ୍ଦ୍ର ସରକାର ଏବେ ଏହି ଜୈବ ଇନ୍ଧନ (biofuel) ର ଅନ୍ୟ ଏକ ବଡ଼ ବ୍ୟବହାର ଆପଣଙ୍କ ରୋଷେଇ…

କେନ୍ଦ୍ର ସରକାର ବଢାଇଲେ ମହଙ୍ଗା ଭତ୍ତା: ଏହିସବୁ କର୍ମଚାରୀଙ୍କ ବଢ଼ିବ ଦରମା

ନୂଆଦିଲ୍ଲୀ,୨୩।୭: ଦେଶର ଲକ୍ଷ ଲକ୍ଷ କେନ୍ଦ୍ରୀୟ କର୍ମଚାରୀ ଜୁଲାଇ ମାସରେ ହେବାକୁ ଥିବା ମହଙ୍ଗା ଭତ୍ତା (DA) ବୃଦ୍ଧିକୁ ଅପେକ୍ଷା କରିଛନ୍ତି। ସେମାନେ ମହଙ୍ଗା ଭତ୍ତାରେ ୨…

ଫୋକସରେ ପୌର -ପଞ୍ଚାୟତ ନିର୍ବାଚନ: ତାମ୍ପରାରେ ବିଜୁ ଜନତା ଦଳର ସାଙ୍ଗଠନିକ ବୈଠକ, ମିଶିକି ନେଲେ ଏହି ଶପଥ

ଛତ୍ରପୁର, ୨୩।୭ (ଦିଲ୍ଲୀପ ସାମଲ/ ଦ୍ୱାରିକାପଟ୍ଟନାୟକ): ଆଗାମୀ ପୌର ଓ ପଞ୍ଚାୟତ ନିର୍ବାଚନକୁ ସାମ୍ନାରେ ରଖି ଛତ୍ରପୁର ନିର୍ବାଚନମଣ୍ଡଳୀରେ ସଂଗଠନକୁ ଅଧିକ ସୁଦୃଢ଼ କରିବା ଲକ୍ଷ୍ୟରେ ବିଜୁ…

ରାଜ୍ୟ ସରକାରୀ କର୍ମଚାରୀଙ୍କ ପାଇଁ ଖୁସିଖବର: ବଢିଲା ମହଙ୍ଗା ଭତ୍ତା

ଭୁବନେଶ୍ୱର, ୨୩।୭: ରାଜ୍ୟ ସରକାରୀ କର୍ମଚାରୀଙ୍କୁ ଗୁରୁବାର ଏକ ଖୁସିଖବର ମିଳିଛି। ରାଜ୍ୟ ସରକାର ମହଙ୍ଗା ଭତ୍ତା ୫% ବୃଦ୍ଧି କରିଛନ୍ତି। ଫଳରେ ମହଙ୍ଗା ଭତ୍ତା ୨୫୭%ରୁ…

ପରିତ୍ୟକ୍ତ ଅବସ୍ଥାରେ ଦାରିଙ୍ଗବାଡିର ଏକମାତ୍ର ଯାତ୍ରୀ ବିଶ୍ରାମାଗାର: ଭାଙ୍ଗି ଗଲାଣି ଗେଟ୍‌

ଦାରିଙ୍ଗବାଡି,୨୨।୭(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଚାରି ଛକରେ ରହିଥିବା ଏକ ମାତ୍ର ବିଶ୍ରାମାଗାର ଏବେ ପରିତ୍ୟକ୍ତ ଅବସ୍ଥାରେ ରହିଛି। ପୁତ୍ତିମୟ ଗନ୍ଧରେ ନାକ ଫାଟି ଯାଉଛି।…

ଜି ଉଦୟଗିରି ଆଡପମଣ୍ଡପରେ ଜଗନ୍ନାଥ- ବଳଭଦ୍ରଙ୍କ ରାମ, ବଳରାମ ବେଶ

ଜି ଉଦୟଗିରି ୨୩।୭(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠୀ ): ବୁଧବାର ସନ୍ଧ୍ୟାରେ ଜି ଗୁଣ୍ଡିଚା ମନ୍ଦିରର ଆଡପ ମଣ୍ଡପରେ ଶ୍ରୀ ଜଗନ୍ନାଥଙ୍କୁ ଶ୍ରୀରାମ ବେଶ ଓ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri