ପ୍ରଥମେ ବୋଲିଂ କରିବ ଭାରତ

ବର୍ମିଂହାମ,୩୦।୬- ଏଠାରେ ଇଂଲଣ୍ଡ ବିପକ୍ଷରେ ଖେଳାଯିବାକୁ ଥିବା ଗୁରୁତ୍ୱପୂର୍ଣ୍ଣ ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତ ପ୍ରଥମେ ବୋଲିଂ କରିବ। ପିଚ୍‌ରେ ଅଧିକ ବାଉନ୍ସ ଥିବାରୁ ଇଂଲଣ୍ଡ ଅଧିନାୟକ ଇଆନ ମୋର୍ଗାନ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମୋଏନ ଅଲିଙ୍କ ବଦଳରେ ଲିଆମ ପ୍ଲଙ୍କେଟଙ୍କୁ ଇଂଲଣ୍ଡ ଦଳରେ ସାମିଲ କରାଯାଇଛି। ବିଜୟ ଲକ୍ଷ୍ୟର ପିଛା କରିବାରେ ଆମର ଅସୁବିଧା ନାହିଁ ବୋଲି କହିଛନ୍ତି ବୋଲି ଭାରତୀୟ ଅଧିନାୟକ ବିରାଟ କୋହଲି। ଭାରତୀୟ ଦଳରେ ମଧ୍ୟ ପରିବର୍ତ୍ତନ ହୋଇଛି। ଅଲରାଉଣ୍ଡର ବିଜୟ ଶଙ୍କର ଦଳରୁ ବାଦ୍‌ ପଡ଼ିଛନ୍ତି। ତାଙ୍କ ସ୍ଥାନରେ ଉଇକେଟକିପର ରିଷଭ ପନ୍ଥଙ୍କୁ ଦଳରେ ନିଆଯାଇଛି।
ଭାରତୀୟ ଦଳ: ଲୋକେଶ ରାହୁଲ, ରୋହିତ ଶର୍ମା, ବିରାଟ କୋହଲି (ଅଧିନାୟକ), ରିଷଭ ପନ୍ତ, କେଦର ଯାଦବ, ମହେନ୍ଦ୍ର ସିଂ ଧୋନୀ (ଉଇକେଟକିପର), ହାର୍ଦ୍ଦିକ ପାଣ୍ଡ୍ୟା, ମହମ୍ମଦ ସାମି, କୁଲଦୀପ ଯାଦବ, ୟୁଜଭେନ୍ଦ୍ର ଚହଲ ଓ ଯଶପ୍ରୀତ ବୁମରା।
ଇଂଲଣ୍ଡ ଦଳ: ଜାସନ ରୟ, ଜନ୍ନି ବେଆରଷ୍ଟୋ, ଜୋ ରୁଟ, ଇଆନ ମୋର୍ଗାନ (ଅଧିନାୟକ), ବେନ ଷ୍ଟୋକ୍ସ, ଜୋସ ବଟଲର (ଉଇକେଟକିପର), କ୍ରିସ ଓ୍ବକ୍ସ, ଆଦିଲ ରସିଦ, ଲିଆମ ପ୍ଲଙ୍କେଟ, ଜୋଫ୍ରା ଆର୍ଚର ଓ ମାର୍କ ଉଡ୍‌।


Enter your email to get our daily news in your inbox.

All Right Reserved By Dharitri.Com

ବଲାଙ୍ଗୀର ଫଳ ବଜାରରେ ଅଗ୍ନିକାଣ୍ଡ: ପୂର୍ବତନ ମନ୍ତ୍ରୀ ଅନଙ୍ଗ ଉଦୟ ସିଂହଦେଓ କହିଲେ କ୍ଷତିପୂରଣ ପାଇଁ…

ବଲାଙ୍ଗୀର,୮।୧୨ ( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଛି। ଦେଖୁ ଦେଖୁ ହୁ ହୁ ହୋଇ...

ଥମୁନି ଚାଷୀ ଅସନ୍ତୋଷ: ଧାନ କିଣାବିକାରେ ଅଚଳାବସ୍ଥା ନେଇ ଜିଲାପାଳଙ୍କୁ ଫେରାଦ ଦେଲେ…

ବରଗଡ଼, ୮।୧୨(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାକୁ ରାଜ୍ୟର ଭାତହାଣ୍ଡି କୁହାଯାଏ। ଜିଲାରେ ଅଧିକ ଧାନ ଉପତ୍ାଦନ ଯୋଗୁ ବରଗଡ଼ର ଏଭଳି ପରିଚୟ ରହିଛି। ତେବେ ଉକ୍ତ...

ଜମିଜମା ବିବାଦ ସମାଧାନ କରିବାକୁ ଲାଞ୍ଚ ନେଉଥିଲେ ଏଏସ୍‌ଆଇ, ମାଡିବସିଲା ଭିଜିଲାନ୍ସ

ଯାଜପୁର ଟାଉନ,୮ା୧୨(ପ୍ରଯକ୍ତା ପ୍ରିୟଦର୍ଶିନୀ ମହାନ୍ତି): ଯାଜପୁର ଟାଉନ ଥାନା ଏଏସ୍‌ଆଇ ନନ୍ଦକିଶୋର ଦାସ ଏକ ଜମିଜମା ବିବାଦ ସମାଧାନ କରିବାକୁ ୫ ହଜାର ଟଙ୍କା ଲାଞ୍ଚ...

ପୋଖରୀରେ ବୁଡିଯାଇ ଏକାସାଙ୍ଗରେ ଚାଲିଗଲେ ସ୍ତ୍ରୀ-ସ୍ବାମୀ, ଅଞ୍ଚଳରେ ଶୋକର ଛାୟା

ଥୁଆମୂଳ ରାମପୁର, ୮।୧୨(ଦୁର୍ଗା କୀର୍ତ୍ତି): ବୃଦ୍ଧବୃଦ୍ଧା ସ୍ବାମୀ ସ୍ତ୍ରୀ ପୋଖରୀକୁ ଶୌଚ ହେବା ପାଇଁ ଯିବା ହେଲା କାଳ। ପୋଖରୀ ପାଣିରେ ବୁଡି ମୃତ୍ୟୁବରଣ କରିଥିବା...

ମିଳୁନଥିଲା କୌଣସି କାମ, ଭାରସାମ୍ୟ ହରାଇ ଯୁବକ ନେଲେ ଚରମ ନିଷ୍ପତ୍ତି, ଘରେ ଏକାଥିବା ବେଳେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ୱାର୍ଡ ନଂ.୧୦ ଆନନ୍ଦନଗରର ସୁନୀଲ ସେଠୀ (୨୬) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ ହରାଇ...

ଦିଆଯାଉନାହିଁ ରାଶନ, ଭତ୍ତା: ଶତାଧିକ ବ୍ୟକ୍ତିଙ୍କ ଅଭିଯୋଗ ଶୁଣି ବିଡିଓ କହିଲେ…

ଦିଗପହଣ୍ଡି,୮।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ଚଷାନିମଖଣ୍ଡି ପଞ୍ଚାୟତ କାର୍ଯ୍ୟାଳୟରେ ସୋମବାର ପଞ୍ଚାୟତସ୍ତରୀୟ ଯୁଗ୍ମ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଦିଗପହଣ୍ଡି...

ହାତୀ ଆକ୍ରମଣରୁ ଅଳ୍ପକେ ବର୍ତ୍ତିଲେ ବାଇକ୍ ଆରୋହୀ, ଗାଡ଼ିକୁ ଭାଙ୍ଗି ଚୂରମାର କଲା ଦନ୍ତା

ପାରଳାଖେମୁଣ୍ଡି,୮।୧୨(ଗିରିଧାରୀ ପରିଛା): ଗଜପତି ଜିଲା ଗୁମ୍ମା ବ୍ଲକ ଅଞ୍ଚଳରେ ଗତ ଚାରି ଦିନ ହେଲା ହାତୀ ଉପଦ୍ରବ ବୃଦ୍ଧି ପାଇଛି। ଏହି ସମୟ ମଧ୍ୟରେ ଧାନ...

୫୦ରୁ ଅଧିକ ଫଳ ଦୋକାନ ଜଳି ପୋଡି ପାଉଁଶ: ପରିଦର୍ଶନରେ ଆସି ପୂର୍ବତନ ମନ୍ତ୍ରୀ ନରସିଂହ ମିଶ୍ର କହିଲେ, ଏଥିପାଇଁ…

ବଲାଙ୍ଗୀର,୮।୧୨( ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ପୁରୁଣା ବସଷ୍ଟାଣ୍ଡ ଫଳ ବଜାରରେ ବଡ଼ ଧରଣର ଅଗ୍ନିକାଣ୍ଡ ଘଟିଯାଇଛି । ଦେଖୁ ଦେଖୁ ହୁ ହୁ ହୋଇ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri