Categories: Home Leftଖେଳ

ପ୍ରଥମେ ବୋଲିଂ କରିବ ଭାରତ

ଅକ୍‌ଲାଣ୍ଡ,୨୬।୧- ନ୍ୟୁଜିଲାଣ୍ଡ ବିପକ୍ଷ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଭାରତ ପ୍ରଥମେ ବୋଲିଂ କରିବ। ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ପ୍ରଥମ ମ୍ୟାଚ୍‌ରେ ବିଶାଳ ବିଜୟଲକ୍ଷ୍ୟର ପିଛା କରି ବିଜୟ ହାସଲ କରିଥିବା ଭାରତୀୟ ଦଳରେ କୌଣସି ପରିବର୍ତ୍ତନ ହୋଇନାହିଁ।
ଭାରତୀୟ ଦଳ: ରୋହିତ ଶର୍ମା, ଲୋକେଶ ରାହୁଲ (ଉଇକେଟକିପର), ବିରାଟ କୋହଲି (ଅଧିନାୟକ), ଶ୍ରେୟାସ ଆୟାର, ମନୀଷ ପାଣ୍ଡେ, ଶିବମ ଦୁବେ, ରବୀନ୍ଦ୍ର ଜାଡେଜା, ଶାର୍ଦ୍ଦୁଳ ଠାକୁର, ଯଶପ୍ରୀତ ବୁମରା, ୟୁଜବେନ୍ଦ୍ର ଚହଲ ଓ ମହମ୍ମଦ ଶାମି।

Share