ପ୍ରଥମେ ବୋଲିଂ କରିବ ଭାରତ

ସାଉଥାମ୍ପଟନ,୫।୬- ଚଳିତ ବିଶ୍ୱକପ୍‌ର ଭାରତ ବିପକ୍ଷ ମ୍ୟାଚ୍‌ରେ ଫାଫ ଡୁପ୍ଲେସିଙ୍କ ନେତୃତ୍ୱାଧୀନ ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ପୂର୍ବରୁ ଦୁଇ ମ୍ୟାଚ୍‌ରେ ଦ୍ୱିତୀୟ ବ୍ୟାଟିଂ କରି ଚାପର ସମ୍ମୁଖୀନ ହୋଇଥିବାରୁ ଡୁପ୍ଲେସି ଏଥର ଭିନ୍ନ ନିଷ୍ପତ୍ତି ନେଇଛନ୍ତି। ଦଳକୁ ଅଭିଜ୍ଞ ଓପନର ହାସିମ ଅମଲା ଫେରିଛନ୍ତି। ଅନ୍ୟପକ୍ଷରେ ବିରାଟ କୋହଲିଙ୍କ ଭାରତୀୟ ଦଳରେ କେଦାର ଯାଦବ ସ୍ଥାନ ପାଇଛନ୍ତି। ମହମ୍ମଦ ସାମିଙ୍କ ବଦଳରେ ଭୁବନେଶ୍ୱର କୁମାରଙ୍କ ଉପରେ ବିଶ୍ୱାସ ଦେଖାଇଛି ଟିମ୍‌ ମ୍ୟାନେଜମେଣ୍ଟ।
ଭାରତୀୟ ଦଳ: ବିରାଟ କୋହଲି (ଅଧିନାୟକ), ମହେନ୍ଦ୍ର ସିଂ ଧୋନୀ (ଉଇକେଟକିପର), ରୋହିତ ଶର୍ମା, ଶିଖର ଧାଓ୍ବନ, ଲୋକେଶ ରାହୁଲ, କେଦାର ଯାଦବ, ହାର୍ଦ୍ଦିକ ପାଣ୍ଡ୍ୟା, ଭୁବନେଶ୍ୱର କୁମାର, ୟୁଜବେନ୍ଦ୍ର ଚହଲ, କୁଲଦୀପ ଯାଦବ ଓ ଯଶପ୍ରୀତ ବୁମରା।
ଦକ୍ଷିଣ ଆଫ୍ରିକା ଦଳ: କୁଇଣ୍ଟନ ଡିକକ୍‌ (ଉଇକେଟକିପର), ହାସିମ ଅମଲା, ଫାଫ ଡୁପ୍ଲେସି (ଅଧିନାୟକ), ରାସି ଭାନ ଡର ଡୁସେନ, ଡେଭିଡ ମିଲର, ଜେ. ପି. ଡୁମିନି, ଆଣ୍ଡିଲେ ଫେଲୁକାଓ୍ବୋ, କ୍ରିସ ମୋରିସ, କାଗିସୋ ରବାଡା, ଇମ୍ରାନ ତାହିର ଓ ତାବ୍ରିଜ ଶାମସି।


Enter your email to get our daily news in your inbox.

All Right Reserved By Dharitri.Com

ନୂଆଦିଲ୍ଲୀ ଗସ୍ତରେ ନବୀନ; ଭେଟିପାରନ୍ତି କିଛି…

ଭୁବନେଶ୍ୱର,୧୩।୭(ସୁନିତ୍‌ ମିଶ୍ର): ବିରୋଧୀ ଦଳ ନେତା ତଥା ବିଜେଡି ସଭାପତି ନବୀନ ପଟ୍ଟନାୟକ ମଙ୍ଗଳବାର ନୂଆଦିଲ୍ଲୀ ଗସ୍ତରେ ଯାଇଛନ୍ତି। ତେବେ ସେ କେତେଦିନ ଲାଗି ଗସ୍ତ କରିଛନ୍ତି…

ମା’ ସୁଭଦ୍ରାଙ୍କୁ ‘ଶ୍ରୀମତୀ’ ବୋଲି ସମ୍ବୋଧନ କଲା ଇସ୍କନ, ବାଲୁକାଶିଳ୍ପୀ ସୁଦର୍ଶନ କହିଲେ…

ପୁରୀ, ୧୪।୭: ଇସ୍କନ (ISKCON) ପକ୍ଷରୁ ପ୍ରକାଶିତ ରଥଯାତ୍ରା ବାର୍ତ୍ତାକୁ ନେଇ ଆନ୍ତର୍ଜାତିକ ଖ୍ୟାତିସମ୍ପନ୍ନ ବାଲୁକା ଶିଳ୍ପୀ ସୁଦର୍ଶନ ପଟ୍ଟନାୟକ ଏକ ଗୁରୁତ୍ୱପୂର୍ଣ୍ଣ ପରାମର୍ଶ ଦେଇଛନ୍ତି। ଇସ୍କନ…

ଜଣେ ସାଙ୍ଗ ସିନା ବଞ୍ଚିଗଲେ, ହେଲେ ଆଉ ଜଣେ ଫେରିଲେନି: ଭୀମକୁଣ୍ଡରେ ବୁଡ଼ି କେନ୍ଦ୍ରାପଡ଼ା ଯୁବକଙ୍କ ମୃତ୍ୟୁ

ପାଟଣା, ୧୪।୭ (ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକର ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ଭୀମକୁଣ୍ଡରେ ଆଜି ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଗାଧୋଉଥିବା…

କାଲି ଭଦ୍ରକର ସମସ୍ତ ସ୍କୁଲ ଛୁଟି, ଜାଣନ୍ତୁ କାହିଁକି ହେଲା ଏଭଳି…

ଭଦ୍ରକ, ୧୪।୭: ରାଜ୍ୟରେ ଜାରି ରହିଥିବା ଲଗାଣ ବର୍ଷାକୁ ଦୃଷ୍ଟିରେ ରଖି ଭଦ୍ରକ ଜିଲା ପ୍ରଶାସନ ପକ୍ଷରୁ ଏକ ବଡ଼ ନିଷ୍ପତ୍ତି ନିଆଯାଇଛି। ବର୍ଷା ଯୋଗୁ ଛାତ୍ରଛାତ୍ରୀଙ୍କ…

ନବଯୌବନ ବେଶରେ ଦର୍ଶନ ଦେଲେ ଶ୍ରୀ ଦଧିବାମନ, ଦର୍ଶନ କରିବା ପାଇଁ…

ବରଗଡ଼, ୧୪।୭ (ପ୍ରେମାନନ୍ଦ ଖମାରୀ): ଦିନକ ପରେ ପବିତ୍ର ରଥଯାତ୍ରା ଥିବାରୁ ବରଗଡ଼ ଜିଲା ଭଟଲି ଅଞ୍ଚଳ ଚଳଚଞ୍ଚଳ ହୋଇପଡ଼ିଛି। ଶ୍ରୀ ଶ୍ରୀ ଦଧିବାମନ ମହାପ୍ରଭୁଙ୍କ ରଥଯାତ୍ରା…

ଦିନ ଦ୍ବିପହରରେ ସଶସ୍ତ୍ର ଡକାୟତି ଉଦ୍ୟମ: ବନ୍ଧୁକ ମୁନରେ ଭୟଭୀତ କଲେ; ହେଲେ ଗ୍ରାମବାସୀଙ୍କ ସାହସିକତା ଯୋଗୁ…

କୋକସରା,୧୪।୭(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ଥାନା ଅନ୍ତର୍ଗତ ବାଙ୍କିମୁଣ୍ଡା ଗ୍ରାମରେ ମଙ୍ଗଳବାର ଦିନ ଦ୍ବିପ୍ରହରରେ ଏକ ସାଂଘାତିକ ସଶସ୍ତ୍ର ଡକାୟତି ଉଦ୍ୟମ ବିଫଳ ହୋଇଛି।…

ଗ୍ୟାସ ସିଲିଣ୍ତରକୁ ନେଇ ବଡ଼ ଖବର! ମାତ୍ର ୬୭୩ ଟଙ୍କାରେ ମିଳିବ ସିଲିଣ୍ତର? ଜାଣନ୍ତୁ କିପରି କରିବେ ବୁକିଂ..

ନୂଆଦିଲ୍ଲୀ,୧୪ା୭: LPG ଗ୍ରାହକଙ୍କ ପାଇଁ ଆସିଲା ଖୁସି ଖବର । ଗ୍ୟାସକୁ ନେଇ ଆସିଛି ବଡ଼ ଅପଡେଟ୍ । କିଣିବାକୁ ଚାହୁଁଥିଲେ ଜାଣନ୍ତୁ ପୂରା ଖବର ।…

Budh Uday: ୨୫ ଜୁଲାଇ ପରେ ୫ ରାଶିଙ୍କ ବିଜନେସ୍-କ୍ୟାରିୟରରେ ହେବ ବଡ଼ ଉନ୍ନତି; ଭାଗ୍ୟବାନ ରାଶି…

୨୫ ଜୁଲାଇ, ୨୦୨୬ରେ ବୁଧ ନିଜ ରାଶି ମିଥୁନ ରାଶିରେ ଉଦୟ ହେବ, ଯାହା ଅନେକ ରାଶି ପାଇଁ ସେମାନଙ୍କ କ୍ୟାରିଅର ଏବଂ ବ୍ୟବସାୟରେ ଲାଭ ଆଣିପାରେ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri