ପ୍ରଥମେ ବ୍ୟାଟିଂ କରିବ ଭାରତ

ସାଉଥାମ୍ପଟନ,୨୨।୬: ଏଠାରେ ଖେଳାଯାଉଥିବା ଆଫଗାନିସ୍ତାନ ବିପକ୍ଷ ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତୀୟ ଦଳ ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛି। ବଡ଼ ସ୍କୋର ଛିଡ଼ କରିବା ଉଦ୍ଦେଶ୍ୟ ରଖି ଏହି ନିଷ୍ପତ୍ତି ନେଇଥିବା ଅଧିନାୟକ ବିରାଟ କୋହଲି କହିଛନ୍ତି। ଆହତ ଭୁବନେଶ୍ୱର କୁମାରଙ୍କ ବଦଳରେ ଚଳିତ ବିଶ୍ୱକପ୍‌ରେ ପ୍ରଥମ ଥର ପାଇଁ ମହମ୍ମଦ ସାମିଙ୍କୁ ଖେଳିବାକୁ ସୁଯୋଗ ମିଳିଛି। ଏହାବାଦ୍‌ ଦଳରେ ଅନ୍ୟ କୌଣସି ଅଦଳବଦଳ ହୋଇନାହିଁ।
ଭାରତୀୟ ଦଳ: ରୋହିତ ଶର୍ମା, ଲୋକେଶ ରାହୁଲ, ବିରାଟ କୋହଲି (ଅଧିନାୟକ), ବିଜୟ ଶଙ୍କର, ମହେନ୍ଦ୍ର ସିଂ ଧୋନୀ (ଉଇକେଟକିପର), ହାର୍ଦ୍ଦିକ ପାଣ୍ଡ୍ୟା, କେଦାର ଯାଦବ, କୁଲଦୀପ ଯାଦବ, ଯଶପ୍ରୀତ ବୁମରା, ୟୁଜବେନ୍ଦ୍ର ଚହଲ, ମହମ୍ମଦ ସାମି।


Enter your email to get our daily news in your inbox.

All Right Reserved By Dharitri.Com

ବିଜୁଳି ଘଡ଼ଘଡ଼ିରେ ଭାଙ୍ଗିଲା ମନ୍ଦିର ଦଧିନଉତି, ଲୋକେ କହିଲେ…

ଖଣ୍ଡପଡ଼ା,୧୫।୭(ଅଜୟ କୁମାର ମହାରଣା): ନୟାଗଡ଼ ଜିଲା ଖଣ୍ଡପଡ଼ା ଅଞ୍ଚଳରେ ବିଜୁଳି, ଘଡ଼ଘଡ଼ି ସାଙ୍ଗକୁ ପ୍ରବଳ ବର୍ଷା, ପବନରେ ଏକ ଅଘଟଣ ସାମ୍ନାକୁ ଆସିଛି। ଘଡ଼ଘଡ଼ି, ବର୍ଷା, ପବନରେ…

ଏହି ଦିନ ଆକାଶରେ ଦେଖାଦେବ ଅଦ୍ଭୁତ ଦୃଶ୍ୟ, ଘୋଟିଆସିବ ଅନ୍ଧାର, ଆଉ ତା’ ପରେ…

ଅଗଷ୍ଟ ହେଉଛି ଜ୍ୟୋତିର୍ବିଜ୍ଞାନ ଘଟଣା ପ୍ରତି ଆଗ୍ରହୀ ଲୋକଙ୍କ ପାଇଁ ଏକ ବିଶେଷ ମାସ। ଏହି ମାସରେ ଅନେକ ମହାକାଶୀୟ ଘଟଣା ଦେଖାଯିବ। ଅଗଷ୍ଟ ୧୨ରେ ସୂର୍ଯ୍ୟ…

ଏହି ଆପରେ ମିଳିବ ଗ୍ୟାସ୍ ସିଲିଣ୍ଡର, ଅର୍ଡର କଲେ ମାତ୍ର ୧୦ ମିନିଟରେ ପହଞ୍ଚିବ ଘରେ

ବେଙ୍ଗାଲୁରୁ,୧୫।୭: ଏଣିକି ଗ୍ରାହକଙ୍କ କିଛି ମାତ୍ରାରେ ଗ୍ୟାସ ସିଲିଣ୍ଡର ଚିନ୍ତା କମିବ । ଅନଲାଇନରେ ଅର୍ଡର କଲେ କିଛି ମିନିଟରେ ଘରେ ପହଞ୍ଚିବ LPG ସିଲିଣ୍ଡର ।…

ସତର୍କ ସଂକେତ ଉପରେ ଜଳକା ଜଳସ୍ତର, ଭୟଭୀତ ଅବସ୍ଥାରେ ତଳିଆ ଅଞ୍ଚଳବାସୀ

ବାଲେଶ୍ୱର,୧୫।୭( ବାଞ୍ଛାନିଧି ଦେ): ଉପର ମୁଣ୍ଡରେ ଲଘୁଚାପ ଜନିତ ପ୍ରବଳ ବର୍ଷା ପାଇଁ ଜଳକା ନଦୀରେ ବନ୍ୟା ଦେଖା ଦେଇଛି । ବାଲେଶ୍ଵର ଜିଲା ବସ୍ତା ବ୍ଲକର…

ରାଜଧାନୀର ଏକ କୋଠାରେ ଭୟଙ୍କର ଅଗ୍ନିକାଣ୍ଡ, ୧୦୦ରୁ ଅଧିକ ଲୋକ…

ନୂଆଦିଲ୍ଲୀ,୧୫।୭: ନୋଏଡାର ସେକ୍ଟର ୬୬ରେ ଏକ କୋଠାର ବେସମେଣ୍ଟରେ ପାର୍କିଂ ହୋଇଥିବା ଏକ ଇଲେକ୍ଟ୍ରିକ୍ ବାଇକ୍ ଜଳିବା ପରେ ଏକ ଭୟଙ୍କର ଅଗ୍ନିକାଣ୍ଡ ଘଟିଥିଲା। ଅଗ୍ନିକାଣ୍ଡରେ ବର୍ତ୍ତମାନ…

ଖ୍ରୀଷ୍ଟିଆନ ପରିବାରକୁ ଜୀବନ୍ତ ଜାଳିଦେଇଥିବା ଦାରା ସିଂ କିଏ? ୨୬ ବର୍ଷ ଜେଲଦଣ୍ଡ ପରେ ଏବେ ଚର୍ଚ୍ଚାରେ, ବଜରଙ୍ଗ ଦଳ ସହ…

କେନ୍ଦୁଝର/ନୂଆଦିଲ୍ଲୀ,୧୫।୭: ଓଡ଼ିଶାର କେନ୍ଦୁଝର ଜିଲା ଜେଲ୍‌ରେ ବନ୍ଦୀ ଥିବା ରବୀନ୍ଦ୍ର ପାଲ ସିଂ ଓରଫ ଦାରା ସିଂ ପୁଣି ଥରେ ଚର୍ଚ୍ଚାକୁ ଆସିଛନ୍ତି। ବିଗତ ୨୬ ବର୍ଷ…

ଗୁରୁଣ୍ଡିଆରେ ବାଘ ଆତଙ୍କ: ପାଦ ଚିହ୍ନ ଦେଖିବା ପରେ ଲୋକଙ୍କ ମନରେ କୋକୁଆ ଭୟ

ସୁନ୍ଦରଗଡ,୧୫।୭ (ଦିଲ୍ଲୀପ କୁମାର ଭାରତୀ): ସୁନ୍ଦରଗଡ ଜିଲା ବଣେଇ ବନଖଣ୍ଡ ଅନ୍ତର୍ଗତ ତାମଡା ରେଞ୍ଜ ଅଧୀନସ୍ଥ ଗୁରୁଣ୍ଡିଆ ଠାରେ ବାଘ ଆତଙ୍କ । ଘଟଣାରୁ ପ୍ରକାଶ ଯେ,ଗୁରୁଣ୍ଡିଆ…

୩ ରଥକୁ ଆଜ୍ଞାମାଳ ବିଜେ

ପୁରୀ,୧୫ା୭: ଆଷାଢ଼ ଶୁକ୍ଳପକ୍ଷ ଦ୍ୱିତୀୟା ତିଥି ଗୁରୁବାର ମହାପ୍ରଭୁଙ୍କ ବିଶ୍ୱପ୍ରସିଦ୍ଧ ଘୋଷଯାତ୍ରା। ତେଣୁ ପରମ୍ପରା ଅନୁଯାୟୀ, ବୁଧବାର ପ୍ରତିପଦା ତିଥିରେ ଶ୍ରୀମନ୍ଦିରରେ ସକାଳଧୂପ ଶେଷ ହେବାପରେ ପାଳିଆ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri