Categories: Home Leftଖେଳ

ପ୍ରଥମେ ବ୍ୟାଟିଂ କରିବ ଭାରତ

ହାମିଲଟନ,୨୯।୧- ପ୍ରଥମ ଥର ନ୍ୟୁଜିଲାଣ୍ଡରେ ଟି୨୦ ସିରିଜ୍‌ ଜିତିବା ଲକ୍ଷ୍ୟରେ ଥିବା ଭାରତୀୟ ଦଳ ତୃତୀୟ ଟି୨୦ ମ୍ୟାଚ୍‌ରେ ପ୍ରଥମେ ବ୍ୟାଟିଂ କରିବ। ଘରୋଇ ନ୍ୟୁଜିଲାଣ୍ଡ ଅଧିନାୟକ କେନ ଓ୍ବିଲିୟମସନ ଟସ୍‌ ଜିତି ଫିଲ୍ଡିଂ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ଦଳ ଅପରିବର୍ତ୍ତିତ ରହିଛି।
ଭାରତୀୟ ଦଳ: ବିରାଟ କୋହଲି (ଅଧିନାୟକ), ରୋହିତ ଶର୍ମା, ଲୋକେଶ ରାହୁଲ(ଉଇକେଟକିପର), ଶ୍ରେୟାସ ଆୟାର, ମନୀଷ ପାଣ୍ଡେ, ଶିବମ ଦୁବେ, ରବୀନ୍ଦ୍ର ଜାଡେଜା, ଯଶପ୍ରୀତ ବୁମରା, ମହମ୍ମଦ ଶାମି, ଶାର୍ଦ୍ଦୁଳ ଠାକୁର ଓ ୟୁଜବେନ୍ଦ୍ର ଚହଲ।